ଡ୍ରେନ୍ ଜଗିବ ବିଏମ୍ସି ସ୍କ୍ବାଡ୍
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୫୦ରୁ ଊର୍ଦ୍ଧ୍ୱ ଘରୋଇ ସେସ୍ପୁଲ ଗାଡ଼ି ରହିଛି। କିନ୍ତୁ ସେଗୁଡ଼ିକ ମଧ୍ୟରୁ ଅନେକ ସହରର ସ୍ବଚ୍ଛତାକୁ ଅଣଦେଖା କରି ଏଣେତେଣେ ମଳ ପକାଉଛି। ଏ ସମ୍ପର୍କରେ ବିଭିନ୍ନ ଅଞ୍ଚଳରୁ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଭୁବନେଶ୍ୱର ମହାନଗର…
ଉର୍ଦ୍ଦୁ ଶ୍ରୀମଦ୍ ଭାଗବତ ଗୀତାକୁ ୧୨୧ ବର୍ଷ ହେଲା ରଖିଛନ୍ତି ମୁସଲମାନ୍ ପରିବାର
ଭୋପାଳ,୧୮।୧୧: ଭାରତ ସବୁବେଳେ ଭିନ୍ନତାରେ ଏକତାର ଉଦାହରଣ ସୃଷ୍ଟି କରିଥାଏ। ମଧ୍ୟପ୍ରଦେଶରେ ଏକ ମୁସଲମାନ୍ ପରିବାର ୧୨୧ ବର୍ଷ ହେଲା ଉର୍ଦ୍ଦୁରେ ରଚିତ ଶ୍ରୀମଦ୍ ଭାଗବତ ଗୀତାକୁ ସଂରକ୍ଷିତ କରି ରଖିଛନ୍ତି। ସ୍ଥାନୀୟ ରତଲାମ୍ ଜିଲାର ଜାବରାରେ ବାସ କରୁଥିବା କଣ୍ଟ୍ରାକ୍ଟର…
ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା…
କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ତେବେ…
ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା କଂଗ୍ରେସ ବିଧାୟକଙ୍କୁ ଲହୁଲୁହାଣ କଲେ ଯୁବକ
ବେଙ୍ଗାଲୁରୁ,୧୮।୧୧:କର୍ନାଟକର ଜଣେ ବିଧାୟକଙ୍କ ଉପରକୁ ଛୁରିରେ ଆକ୍ରମଣ ହୋଇଛି। ନରସିହ୍ମାରାଜାର ବିଧାୟକ ତନବୀର ସୈତ୍ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ଏଭଳି ଆକ୍ରମଣ ହୋଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ରବିବାର ରାତି ୧୧.୪୫ରେ ତନବୀର ବାଣୀ…
ଚୋରା ମଦକୁ ବିରୋଧ କରିବାରୁ ମାଫିଆଙ୍କ ଆତଙ୍କ: ଘରେ ପଶି ବନ୍ଧୁକ ଦେଖାଇ ଅଟୋ ପୋଡ଼ିଲେ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ୪ଜଣିଆ ଗ୍ୟାଙ୍ଗ୍ ପୁଣି ଶନିବାର ରାତିରେ ରାଜମହଲ ନିକଟ ଫାଳିକିଆବସ୍ତିରେ ଆତଙ୍କ ଖେଳାଇଛନ୍ତି। ବସ୍ତିରେ ଚୋରା ମଦ ବେପାରକୁ ବିରୋଧ କରୁଥିବା ସୀମା ସେଠୀ ନାମକ ଜଣେ ବ୍ୟକ୍ତିଙ୍କ ଘରେ…
ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେଲେ ବୋବଡେ
ନୂଆଦିଲ୍ଲୀ,୧୮।୧୧: ସୋମବାର ସୁପ୍ରିମ୍କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।…
ପୁଅକୁ ତାଲା ପକାଇ ରଖୁଥିଲେ ମା’
କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ ନିକଟରେ ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି। ଦୈନିକ ମା’ ଜଣଙ୍କ ନାବାଳକଙ୍କୁ ତାଲା…
‘ମୋ ବସ୍’କୁ ଦେଶର ଶ୍ରେଷ୍ଠ ସିଟି ବସ୍ ସେବା ସମ୍ମାନ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ‘ମୋ ବସ୍’ ଭାରତର ଶ୍ରେଷ୍ଠ ସିଟି ବସ୍ ସେବା ଭାବେ ପୁରସ୍କୃତ ହୋଇଛି। ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଚାଲିଥିବା ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) କନଫରେନ୍ସର ଦ୍ୱିତୀୟ ଦିନରେ ମୋ ବସ୍କୁ ଏହି ପୁରସ୍କାର ମିଳିଛି। ବସ୍ ସେବା ଯୋଗାଉଥିବା…
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ ରୋଡ,୧୮ା୧୧(ଡି.ଏନ୍.ଏ.): ବଡ଼ଗଡ଼ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଯାଜପୁର ଜିଲା ଅଞ୍ଚଳର ଉଷାରାଣୀ ଦାସ(୩୦)। ପୋଲିସ ସୂଚନା ଅନୁଯାୟୀ, ଉଷାରାଣୀ ଗତ କିଛିଦିନ ଧରି ଏହି ଥାନା ଅଧୀନ…
ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ୍ ପାତ୍ର…
ଆଜି ଶ୍ରୀମନ୍ଦିରରେ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
Archives


