Home

ବାଲାସାହେବଙ୍କ ପାଇଁ ଆମେ ସବୁ କରିପାରିବୁ: ସଞ୍ଜୟ

ମୁମ୍ବାଇ,୧୭।୧୧: ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ଶ୍ରାଦ୍ଧଦିବସ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ। ଏହାପରେ ସେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ବାଲାସାହେବଙ୍କ ପାଇଁ ଆମେ ସବୁକିଛି କରିପାରିବୁ। ତେବେ ମହାରାଷ୍ଟ୍ରରେ ସରକାର ଗଠନକୁ…

ଏଏଫ୍‌ସି ‘ପ୍ଲେୟାର ଅଫ୍‌ ଇୟର ପୁରସ୍କାର’ ଦୌଡ଼ରେ ଆଶାଲତା

ପୁଣେ,୧୭।୧୧ (ପି.ଟି.)- ଭାରତୀୟ ମହିଳା ଫୁଟବଲ ଦଳର ଅଧିନାୟିକା ଆଶାଲତା ଦେବୀ ଏକ ବଡ଼ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି। ଏସିଆନ ଫୁଟବଲ୍‌ କନ୍‌ଫେଡେରେଶନ (ଏଏଫ୍‌ସି) ‘ପ୍ଲେୟାର ଅଫ୍‌ ଦି ଇୟର’ ପୁରସ୍କାର ମହିଳା ବର୍ଗ ଲାଗି ତାଙ୍କ ନାମ ନୋମିନେଟ…

ଭିଡ଼ହିଂସାରେ ମୃତ୍ୟୁ ଘଟିବାର ୫ ମାସ ପରେ ଫେରିଲେ ଯୁବକ: କରଜ ନେଇ ଶ୍ରାଦ୍ଧ କରିଥିଲେ ସ୍ତ୍ରୀ

ପାଟନା,୧୭।୧୧: ବିହାରରେ ଜଣେ ଯୁବକ ମୃତ୍ୟୁର ୫ ମାସ ପରେ ଘରକୁ ଫେରିଛନ୍ତି। ତାଙ୍କର ମୃତ୍ୟୁ ଘଟିଥିବାରୁ ସ୍ତ୍ରୀ କରଜ କରି ଶ୍ରାଦ୍ଧ କରିଥିଲେ। ଯୁବକ ଘରକୁ ଫେରିବାରୁ ସ୍ଥାନୀୟ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି। ନୌବତପୁରର ନିସରାପୁର…

ରଙ୍ଗ ବଦଳାଉଥିବା ଝରଣା

ବିଶ୍ୱରେ ଅନେକ ଝରଣା ଦେଖିଥିବେ। ସାଧାରଣତଃ ଝରଣା ପାଣି ସ୍ବଚ୍ଛ ଆଉ ନିର୍ମଳ। ମାତ୍ର ଏମିତି କିଛି ଝରଣା ରହିଛି ଯାହା ନିଜର ରଙ୍ଗ ବଦଳାଇ ଦେଇଥା’ନ୍ତି। ଆସନ୍ତୁ ଜାଣିବା ଏପରି କିଛି ଅଦ୍ଭୁତ ଝରଣା ସମ୍ପର୍କରେ … କାର୍ଲିଫର୍ଣ୍ଣିଆର ହର୍ସଟେଲ୍‌…

ଉଗ୍ରରୂପ ନେଲା କୃଷକଙ୍କ ବିରୋଧ ପ୍ରଦର୍ଶନ

ଲକ୍ଷ୍ନୌ,୧୭।୧୧: ଉତ୍ତର ପ୍ରଦେଶ ରାଜ୍ୟ ଔଦ୍ୟୋଗିକ ବିକାଶ ନିଗମର ଟ୍ରାନ୍ସ ଗଙ୍ଗା ସିଟି ପ୍ରୋଜେକ୍ଟ ପାଇଁ ଯେଉଁ ଜମି ଅଧିଗ୍ରହଣ କରାଯାଇଥିଲା ତାକୁ ନେଇ ଉପୁଜିଛି ବିବାଦ। ଜମିର ଉଚିତ ମୂଲ୍ୟ ନ ପାଇଥିବାରୁ କୃଷକମାନେ ରବିବାର ମଧ୍ୟ ସେମାନଙ୍କ ବିରୋଧ…

ଦେଶର ୪୨୫ ସେତୁ ମଧ୍ୟରୁ ୨୮୧ର ନିର୍ମାଣରେ ତ୍ରୁଟି: ୫ରୁ ୭ ବର୍ଷ ମଧ୍ୟରେ ନିର୍ମାଣ ହୋଇଛି ୨୫୩

ନୂଆଦିଲ୍ଲୀ,୧୭।୧୧: ଦେଶରେ ଥିବା ୪୨୫ ସେତୁର ସ୍ଥିତି ସମ୍ପର୍କରେ ସେଣ୍ଟ୍ରାଲ୍‌ ରୋଡ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୭ ରାଜ୍ୟରେ ଥିବା ସେତୁର ନିରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୨୮୧ ସେତୁର ନିର୍ମାଣରେ ବହୁ ତ୍ରୁଟି…

କରନଙ୍କୁ ଧନ୍ୟବାଦ ଦେଲେ କେଟି

ମୁମ୍ବାଇ: ଆମେରିକାନ୍‌ ସିଙ୍ଗର କେଟି ପେରୀ ମୁମ୍ବାଇରେ ପରଫର୍ମ କରିବାକୁ ଭାରତ ଆସିଥିଲେ। ମୁମ୍ବାଇ ପହଞ୍ଚିବା ପରେ ସେ ବହୁ ବଲିଉଡ୍‌ ସେଲିବ୍ରିଟିଙ୍କ ସହ ମିଶିଥିଲେ। ତେବେ ତାଙ୍କ ଉଦ୍ଦେଶ୍ୟରେ ବଲିଉଡ୍‌ ନିର୍ଦ୍ଦେଶକ କରନ ଜୋହର ତାଙ୍କ ଘରେ ଗୁରୁବାର ସନ୍ଧ୍ୟାରେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ରବିବାର ପୂର୍ବାହ୍ନ ୧୦ଟା ୧୫ରେ ପୁଞ୍ଚ ଜିଲାର ଶାହପୁର ଅଞ୍ଚଳରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବ୍‌ରେ ଭାରତୀୟ ସେନା ପକ୍ଷରୁ ପାଲଟା ଗୁଳିଗୋଳା…

୨୦୨୦ ୟୁରୋପିଆନ୍‌ ଚାମ୍ପିୟନଶିପ୍‌: ଯୋଗ୍ୟତା ହାସଲ କଲେ ନେଦରଲାଣ୍ଡ୍ସ, ଜର୍ମାନୀ, କ୍ରୋଏସିଆ

ପ୍ୟାରିସ୍‌,୧୭।୧୧(ଏଏଫ୍‌ପି): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ୟୁରୋପ ମହାଦେଶର ସର୍ବବୃହତ୍‌ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ୟୁରୋପିଆନ ଚାମ୍ପିୟନଶିପ ଖେଳିବାକୁ ଆଉ ୩ଟି ଶକ୍ତିଶାଳୀ ଦେଶ ଯୋଗ୍ୟତା ଅର୍ଜନ କରିଛନ୍ତି। ନେଦରଲାଣ୍ଡ୍ସ, ଜର୍ମାନୀ ଓ ବିଶ୍ୱକପ୍‌ ଫାଇନାଲିଷ୍ଟ କ୍ରୋଏସିଆ ୟୁରୋ ଟିକେଟ ହାସଲ…

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା ପରେ ଏହା ଦାରିଙ୍ଗବାଡ଼ି ଅଞ୍ଚଳକୁ ପ୍ରଥମ ଗସ୍ତ। ଥାନାର ବିଭିନ୍ନ ମାମଲା ସମ୍ପର୍କରେ ଆଇଆଇସି…

ବାଲାସାହେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଏନ୍‌ସିପି ନେତା

ମୁମ୍ବାଇ,୧୭।୧୧: ଶିବସେନାର ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ୭ମ ଶ୍ରାଦ୍ଧବାର୍ଷୀକି ଅବସରରେ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଛଗନ ଭୁଜବଳ ରବିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫଡନିବଶ ଟୁଇଟ୍‌ କରି ବାଲାସାହେବଙ୍କୁ…

ଏସବୁ କମ୍ପାନୀରେ ଅଫିସରେ ଚଷମା ପିନ୍ଧିବା ମନା…

କମ୍ପ୍ୟୁଟରରେ କାମ କଲାବେଳେ କେତେକ ଆଖିକୁ ଚାପମୁକ୍ତ ରଖିବା ପାଇଁ ଚଷମାର ବ୍ୟବହାର କରିଥାନ୍ତି। ମାତ୍ର ଜାପାନର କିଛି ରିଟେଲ୍‌ କମ୍ପାନୀ ଏହାର କର୍ମଚାରୀଙ୍କୁ ଅଫିସରେ କାମ କରିବାବେଳେ ଚଷମା ପିନ୍ଧିବାକୁ ମନା କରିିଛନ୍ତି। ଚଷମା ପିନ୍ଧିଲେ କମ୍ପାନୀଗୁଡ଼ିକର କାରବାର କମୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri