Home

ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା ପ୍ରସ୍ତୁତ ହୋଇସାରିଛି। ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ବିଭାଗର ଅନୁମତି ମିଳିବାରେ ବିଳମ୍ବ,…

ହାଫିଜ୍‌ ଦୋଷୀ ସାବ୍ୟସ୍ତ

ଲାହୋର,୧୨ା୧୨(ପି.ଟି.): ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନ ଜେୟୁଡି ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଆତଙ୍କବାଦ ନିରୋଧୀ ଅଦାଲତ ବୁଧବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଆତଙ୍କବାଦକୁ ନେଇ ପାକିସ୍ତାନ ଉପରେ ଅନ୍ତର୍ଜାତୀୟ ଚାପ ବଢ଼ୁଥିବାବେଳେ ହାଫିଜ୍‌ ଓ ତାଙ୍କର…

ନାଗରିକତ୍ୱ ସଂଶୋଧନ ବିଲ୍‌ ପ୍ରସଙ୍ଗ: ବିଜେଡି-ଭାଜପା ସମ୍ପର୍କକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ବିଲ୍‌କୁ କଂଗ୍ରେସ ପାର୍ଲାମେଣ୍ଟ ଭିତରେ ଏବଂ ବାହାରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛି। ଏହି ଅବସରରେ ନିଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନିର୍ଦ୍ଦେଶକ୍ରମେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପକ୍ଷରୁ ବୁଧବାର ବିକ୍ଷୋଭ…

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭା ଟିଭି (ଆର୍‌ଏସ୍‌ଟିଭି) ସାମୟିକ ଭାବେ ଏହାର ପ୍ରସାରଣ…

ଚାକିରି ଛାଡ଼ିଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ମୁମ୍ବାଇ,୧୨ା୧୨: ରାଜ୍ୟ ସଭାରେ ନାଗରିକତ୍ୱ ସଂଶୋଧନ ବିଲ୍‌, ୨୦୧୯ ଗୃହୀତ ହେବା ପରେ ଏହାର ପ୍ରତିବାଦରେ ଚାକିରି ଛାଡ଼ିଛନ୍ତି ମହାରାଷ୍ଟ୍ରର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅବ୍‌ଦୁର ରହମନ। ଏହି ବିଲ୍‌ ବିରୋଧରେ ଖୋଲାଖୋଲି ଭାବେ ବିକ୍ଷୋଭ କରିବା ପାଇଁ ସେ ଇସ୍ତଫା…

କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର: ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା; ସୁଧୁରୁନି ସମସ୍ୟା

ଖଣ୍ଡପଡା,୧୨।୧୨(ସ୍ବ.ପ୍ର.): କଣ୍ଟିଲୋର ଶ୍ରୀନୀଳମାଧବପୀଠ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନର ମର୍ଯ୍ୟାଦା ଲାଭ କରିଛି। ଏଠାର କଂସା ପିତ୍ତଳ ବାସନ ଶିଳ୍ପ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ଆଦୃତି ଲାଭ କରିପାରିଛି। ପଦ୍ମାଦ୍ରୀ ଓ ବ୍ରହ୍ମାଦ୍ରୀ ପାହାଡ଼ ଉପରେ…

ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍‌। ଏହା ଆଇନରେ ପରିଣତ ହେବା ପାଇଁ କେବଳ ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା। ତେବେ ଏହି ବିବାଦୀୟ ବିଲ୍‌ ସାମ୍ନାରୁ ପ୍ରତିବନ୍ଧକ…

ନୟାଗଡ଼ ବନ ବିଭାଗର ନିଆରା ଉଦ୍ୟମ: ପ୍ଲାଷ୍ଟିକ ବଦଳରେ ବାଉଁଶ ଖୋଳରେ ଲାଗିବ ଚାରା

ନୟାଗଡ଼ ଅଫିସ,୧୨ା୧୨: ଆମେ ବ୍ୟବହାର କରୁଥିବା ଅଧିକାଂଶ ଜିନିଷ ପ୍ଲାଷ୍ଟିକରୁ ତିଆରି। ପରିବେଶ ସୁରକ୍ଷା ପାଇଁ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏପରି କି ରାଜ୍ୟ ସରକାର ପଲିଥିନକୁ ବ୍ୟାନ୍‌ ମଧ୍ୟ କରିଛନ୍ତି। ଏ କ୍ଷେତ୍ରରେ…

ଭିଜିଲାନ୍ସ ଜାଲରେ ୨ ବରିଷ୍ଠ ଯନ୍ତ୍ରୀ ୧.୪୬ ଲକ୍ଷ ଟଙ୍କା ଜବତ

ନୟାଗଡ଼ ଅଫିସ,୧୨ା୧୨: ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ-୧ର ନିର୍ବାହୀ ଯନ୍ତ୍ରୀ ଶିଶିର ରଞ୍ଜନ ପୃଷ୍ଟି ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ ବୁଧବାର ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରି ଭୁବନେଶ୍ୱର ଯାଉଥିବା ବେଳେ ଭିଜିଲାନ୍ସ ହାତରେ…

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ ଉଚ୍ଚ ସଦନରେ ଉପସ୍ଥାପନ କରିବାବେଳେ ବିଲ୍‌କୁ ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ରାଜ୍ୟରେ…

ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ଭାରତରେ ଆସି ରହିଥିବା ଅଣମୁସଲମାନମାନଙ୍କୁ…

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି ଶୀତ ଅନୁଭୂତ ହେଉନାହିଁ। ଓଡ଼ିଶାର କଶ୍ମୀର କୁହାଯାଉଥିବା ଫୁଲବାଣୀ ଜିଲାର ଦାରିଙ୍ଗବାଡ଼ିରେ ଶୀତ ଗାଏବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?