Home

ପାଚେରିରେ ପିଟିହେଲା ବାଇକ୍‌ : ୨ ସାଙ୍ଗଙ୍କ ଜୀବନ ଗଲା

ଦିଗପହଣ୍ଡି,୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ. ରାଜ୍ୟ ରାଜପଥର ଉପରବସା ଆନନ୍ଦ କୁଟୀର ଆଶ୍ରମ ସମ୍ମୁଖରେ ବୁଧବାର ପୂର୍ବାହ୍ନରେ ବାଇକ୍‌ ଦୁର୍ଘଟଣାରେ ୨ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ ଦ୍ବୟ ହେଲେ ଦିଗପହଣ୍ଡି ଥାନା ନୂଆଁ ମଳା…

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଅନୁଗୋଳ ଅଫିସ,୧୧।୧୨: ଅନୁଗୋଳ ବଅଁରପାଳ ହାଟ ନିକଟରେ ଏକ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି । ଟେନ୍‌ଟି ଦାମନଯୋଡ଼ିରୁ ନାଲ୍‌କୋକୁ ଆଲୁମିନା ଆଣୁଥିବା ବେଳେ ଲାଇନ୍‌ଚ୍ୟୁତ ହୋଇଛି। କେଉଁ କାରଣରୁ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଛି ତାହା ସ୍ପଷ୍ଟ ହୋଇ ନ ଥିଲେ…

ଲୋକପ୍ରିୟତା ସାଉଁଟୁଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ନୂଆଦିଲ୍ଲୀ: ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତିରେ ଗୁଜରାଟଠାରେ ତିଆରି ହୋଇଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି। ଏହା ଦୁନିଆର ସବୁଠୁ ଉଚ୍ଚ ପ୍ରତିମୂର୍ତ୍ତି। ୧୮୨ ମିଟର ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଦେଖିବା ପାଇଁ…

ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ

ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ ଦେଇଥାଏ। କିନ୍ତୁ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ଗଣେଶଙ୍କ ଶୁଣ୍ଢ ନାହିଁ। ଏଠାରେ…

ପୋଲିସ ହେବ ତ ଏମିତି

ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍‌ଆଇ)ପଦମ୍‌ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ ପରିିବାରକୁ ଖୁସି ଫେରାଇ ଦେବାରେ ସକ୍ଷମ ହୋଇଛନ୍ତି। ଜୟପୁର ପୋଲିସ କମିଶନରେଟର ଝୋଟବାଡା ଥାନାରେ…

ମଇଁଷିର ଦାମ ୫୧ ଲକ୍ଷ…

ମଇଁଷିର ଦାମ ୫୧ ଲକ୍ଷ ଟଙ୍କା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ କଥା। ହରିୟାଣାର ମୁର୍ରା ପ୍ରଜାତିର ଏକ ମଇଁଷିର ଦାମ ଏପରି ରହିଛି। ଏହି ମଇଁଷିକୁ ମାଲିକ ସୁଖବୀର ସିଂ ଦାଣ୍ଡା ଆଦରରେ ସରବତୀ ନାମ…

ଆମେରିକୀୟ ବ୍ଲଗରଙ୍କ ଭିଡିଓକୁ ୩୨ ମିଲିୟନ ଭ୍ୟୁ: ଭୁଲରେ ଅପରିଚିତଙ୍କୁ କୁଣ୍ଢାଇ ଅଡ଼ୁଆରେ ପଡ଼ିଥିଲେ

ଆମେରିକୀୟ ବ୍ଲଗର ମେରି କ୍ୟାଥେରିନ ବ୍ୟାକ୍‌ଷ୍ଟ୍ରମଙ୍କ ସହ ଘଟିଥିବା ଏକ ମଜାଦାର ଘଟଣା ସମ୍ପର୍କିତ ଭିଡିଓ ସମ୍ପ୍ରତି ଫେସ୍‌ବୁକ୍‌ରେ ଭାଇରାଲ ହୋଇଛି। ସେ କିଭଳି ଭୁଲରେ ଜଣେ ଅପରିଚିତଙ୍କୁ କୁଣ୍ଢାଇ ପକାଇଥିଲେ ତାହା ଭିଡିଓରେ ବର୍ଣ୍ଣନା କରିଛନ୍ତି। ଗତ ୬ ତାରିଖରେ…

ଆନ୍ତର୍ଜାତିକ ପର୍ବତ ଦିବସ: ପାହାଡ଼ ହିଁ ଜୀବନ

ବିଶ୍ୱରେ ପ୍ରତିବର୍ଷ ୧୧ ଡିସେମ୍ବରରେ ପାଳନ କରାଯାଉଛି ‘ଆନ୍ତର୍ଜାତିକ ପର୍ବତ ଦିବସ’। ଅନ୍ତଃରାଷ୍ଟ୍ରୀୟ ସମୁଦାୟ ପାର୍ବତୀୟ କ୍ଷେତ୍ରର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରିବା ସହ ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ପାର୍ବତ୍ୟାଞ୍ଚଳ ପ୍ରତି…

ଏସବୁ ଘରୋର ଉପଚାରରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନ ସମୟରେ ପେଟ ଗ୍ୟାସ ହେବା ମୁଖ୍ୟ ସମସ୍ୟା ପାଲଟିଛି। ବେଳେବେଳେ ଗ୍ୟାସ ଯୋଗୁ ପେଟ ଦରଜ ହେବା ସହ ଭୀଷଣ ମୁଣ୍ଡ ବିନ୍ଧା ହୋଇଥାଏ। ବାନ୍ତି ବି ଲାଗିଥାଏ। ପେଟ ଫୁଲିବା ସହ ପାଚନ କ୍ରିୟାରେ ସମସ୍ୟା ଦେଖାଦେଇଥାଏ। ମେଡିସିନ…

ଆସନ୍ତା ବର୍ଷ ବଲିଉଡ୍‌ରେ ପାଦ ରଖିପାରନ୍ତି ଏହି ଷ୍ଟାର କିଡ୍ସ

ମୁମ୍ବାଇ: ପ୍ରତିବର୍ଷ ବଲିଉଡ୍‌ରେ ନୂଆ ନୂଆ ଷ୍ଟାର କିଡ୍ସଙ୍କୁ ଦେଖିବାକୁ ମିଳେ। ସେଥିମଧ୍ୟରୁ କେତେକଙ୍କୁ ସଫଳତା ମିଳିଥିବା ବେଳେ କେତେ ଜଣଙ୍କୁ ବିଫଳତାର ମୁହଁ ଦେଖିବାକୁ ପଡ଼ିଥାଏ। ୨୦୧୯ରେ ମଧ୍ୟ କେତେକ ସେଲିବ୍ରିଟିଙ୍କ ଷ୍ଟାର କିଡ୍ସ ନିଜର ଭାଗ୍ୟ ପରୀକ୍ଷା କରିଛନ୍ତି।…

ରାଜ୍ୟ ସଭାରେ ଆଗତ ହେଲା ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ, ୧୧।୧୨: ରାଜ୍ୟ ସଭାରେ ଆଗତ ହୋଇଛି ନାଗରିକତା ସଂଶୋଧନ ବିଲ୍‌ ୨୦୧୯। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବିଲ୍‌ ଆଗତ କରିଛନ୍ତି। ମଧ୍ୟାହ୍ନ ୧୨ଟାରେ ଏହି ବିଲ ଉପସ୍ଥାପନ କରାଯାଇଥିଲା। ରାଜ୍ୟସଭା ଅଧ୍ୟକ୍ଷ ଏମ. ଭେଙ୍କେୟା ନାଇଡୁ…

ରାସ୍ତାରେ ବେଲୁନ୍‌ ବିକୁଥିବା ଦେଢ ବର୍ଷର ପିଲାକୁ କୋଳେଇ ନେଲେ ନୁଶରତ୍‌, ଫଟୋ ଭାଇରାଲ

ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ଇନଷ୍ଟାଗ୍ରାମର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ନୁଶରତ୍‌ ଫୁଟପାଥ୍‌ରେ ବୁଲୁଥିବା ଏକ ପିଲାଟିକୁ ଜାବୁଡି ଧରି ଚୁମ୍ବନ ଦେଉଥିବାର ଦେଖାଯାଇଛି। ଏହି ଫଟୋକୁ ୟୁଜର୍ସ ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?