ଓସିଏ ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ
କଟକ ଅଫିସ,୨୦ା୯- ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନରେ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ । ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା ମଧ୍ୟରେ ଏହି ପ୍ରକ୍ରିୟା ଶେଷ ହେବ । ୨୧ ତାରିଖ ଦିନ ୧୨ଟା ମଧ୍ୟରେ…
ଗ୍ରାହକଙ୍କ ୪୧ ବର୍ଷର ବିଶ୍ୱାସ ସହ ବଢୁଛୁ
ଆସିଛି ପାର୍ବଣ ଋତୁ। ଏହି ସମୟରେ ବିଭିନ୍ନ ପ୍ରଡକ୍ଟ କ୍ରୟ କଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ବିଭିନ୍ନ ପ୍ରଡକ୍ଟ ମଧ୍ୟରେ କଞ୍ଜ୍ୟୁମର ଡ୍ୟୁରେବଲ୍ର ଗୁରୁତ୍ୱ ସ୍ବତନ୍ତ୍ର। ରାଜ୍ୟରେ ଏହି ପ୍ରଡକ୍ଟ ଯୋଗାଣ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡିଲରଶିପଗୁଡିକ ଏବେ…
ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି
ଲଣ୍ଡନ,୨୦-୯: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ସ୍ଥାନୀୟ ଅଦାଲତ ଗୁରୁବାର ଅକ୍ଟୋବର ୧୭ ଯାଏ ବୃଦ୍ଧି କରିଛନ୍ତି। ଗୁରୁବାର ତାଙ୍କର ହାଜତ ମିଆଦ ପୂରି ଯାଉଥିଲା। ବ୍ରିଟେନର ଓ୍ବିଣ୍ଡ୍ସଓ୍ବର୍ଥ ଜେଲ୍ରେ ବନ୍ଦ ଥିବା ନୀରବଙ୍କୁ ପ୍ରତ୍ୟର୍ପଣ ପାଇଁ…
ଖାଲି ପଡିଛି ଆର୍ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ
ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ ଇସ୍ତଫା ପରେ ଏହି ପଦଟି ଖାଲି ପଡିଛି। ଏହି ଖାଲି ପଦବୀ ପୂରଣ ପାଇଁ…
ନିବେଶକ ହରାଇଲେ ୧.୬୫ ଲକ୍ଷ କୋଟି
ମୁମ୍ବାଇ,୨୦-୯: ଆମେରିକା ଫେଡେରାଲ ରିଜର୍ଭ ପକ୍ଷରୁ ସୁଧ ହାର ହ୍ରାସ ସମ୍ପର୍କରେ ଘୋଷଣା ବିଦେଶ ସମେତ ଭାରତୀୟ ଷ୍ଟକ୍ ବଜାରରେ ଏହାର ପ୍ରତିକୂଳ ପ୍ରଭାବ ଦେଖିବାକୁ ମିଳିଥିଲା। ଗୁରୁବାର ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ସେନ୍ସେକ୍ସ ୪୭୦.୪୧ ପଏଣ୍ଟ…
ଅର୍ଥନୀତିକୁ ନେଇ ଟୁଇଟରରେ ଅର୍ଥମନ୍ତ୍ରୀ-ବାୟୋକନ ମୁଖ୍ୟ ମୁହାଁମୁହିଁ
ନୂଆଦିଲ୍ଲୀ,୨୦-୯: ଦେଶର ଆର୍ଥିକ ପରିସ୍ଥିତିକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏବଂ ବାୟୋକନ ଲିମିଟେଡ ମୁଖ୍ୟ କିରଣ ମଜୁମଦାର ସ’ ଗୁରୁବାର ଟୁଇଟରରେ ମୁହାଁମୁହିଁ ହୋଇଥିଲେ। ମିଡିଆ ଏହାକୁ ତର୍କ ବୋଲି ଉଲ୍ଲେଖ କରିଥିଲେ ସୁଦ୍ଧା କିରଣ ଏହାକୁ ଆଲୋଚନା ବୋଲି…
ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍ ସୁଇସ୍ ରିପୋର୍ଟ: ସାଂଘାତିକ ହେବ ଏଫ୍ଏମ୍ସିଜି ସେକ୍ଟର ପ୍ରଦର୍ଶନ
ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍ଏମ୍ସିଜି) ସେକ୍ଟରର ପ୍ରଦର୍ଶନ ସାଂଘାତିକ ହେବ। ଏହାର ଚଳିତବର୍ଷ ଏହାର ପ୍ରଦର୍ଶନ ୧୫ ବର୍ଷର ସର୍ବନିମ୍ନ ସ୍ତରରେ…
ଓଲା-ଉବର ଯୋଗୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା: ଅର୍ଥମନ୍ତ୍ରୀଙ୍କୁ ସମର୍ଥନ କଲା ମାରୁତି
ନୂଆଦିଲ୍ଲୀ,୨୦-୯:ଓଲା ଓ ଉବର କ୍ୟାବ୍ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ବୟାନକୁ ଶେଷରେ ମାରୁତି ସୁଜୁକି ମଧ୍ୟ ସମର୍ଥନ କରିଛି। ମିଡିଆକୁ ଏକ ସାକ୍ଷତାକାର ଦେଇ କମ୍ପାନୀ ଅଧ୍ୟକ୍ଷ…
ଆଜି ଜିଏସ୍ଟି କାଉନସିଲ୍ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦-୯:ଜିଏସ୍ଟି କାଉନସିଲ୍ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ କରିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ…
ଭାରତର ଅର୍ଥନୀତି ମଜବୁତ୍: ଶକ୍ତିକାନ୍ତ
ମୁମ୍ବାଇ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଦେଶର ବାଣିଜ୍ୟ ହ୍ରାସକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ, ବିଶ୍ୱ ସ୍ତରରେ ଏବେ ସୁଦ୍ଧା ମାନ୍ଦାବସ୍ଥା ସ୍ଥିତି ଉପୁଜି ନାହିଁ। ବିଶ୍ୱରେ ସୃଷ୍ଟି ହୋଇଥିବା…
ସାନିଟାରି ପ୍ୟାଡ୍ ବ୍ୟବହାର କରୁଛନ୍ତି ରାଜ୍ୟର ୧୩% ମହିଳା
ଭୁବନେଶ୍ୱର,୨୦-୯(ବ୍ୟୁରୋ): ସାନିଟାରି ପ୍ୟାଡ୍ ବ୍ୟବହାର କ୍ଷେତ୍ରରେ ପଛୁଆ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା କିଛିଟା ଆଗୁଆ ରହିଛି। ଏଠାରେ ମହିଳାଙ୍କ ମଧ୍ୟରେ ପ୍ୟାଡ୍ ବ୍ୟବହାର ପରିମାଣ ପ୍ରାୟ ୧୨ରୁ ୧୩%। ସେହିଭଳି ରାଜ୍ୟରେ ଆଦିବାସୀ ବହୁଳ ଅଞ୍ଚଳରେ ଏଭଳି ପ୍ରଡକ୍ଟ ବ୍ୟବହାର ନେଇ…
୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍ପିଏ ଘୋଷିତ ହେବନି ଏମ୍ଏସ୍ଏମ୍ଇ ଋଣ
ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍ଏସ୍ଏମ୍ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍ପିଏ ଘୋଷଣା…
Archives


