ପ୍ରଦୂଷଣ ରୋକିବ ଆଉଟ୍ଡୋର୍ ଏୟାର୍ ପ୍ୟୁରିଫାୟର୍
ହାଇଦ୍ରାବାଦ: ବାୟୁ ପ୍ରଦୂଷଣ ଏବେ ଦେଶରେ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଛି। ଲୋକେ ଶୁଦ୍ଧ ବାୟୁ ଗ୍ରହଣ କରିବା କଷ୍ଟକର ହୋଇପଡ଼ିଛି। ତେଣୁ ଏହାର ମୁକାବିଲା କରିବା ପାଇଁ ବ୍ୟାପକ ବୃକ୍ଷରୋପଣ ସହ ଅନ୍ୟ ଉପାୟ ମଧ୍ୟ ଚିନ୍ତା କରାଯାଉଛି। ପ୍ରଦୂଷଣକୁ…
ରାଫେଲ ଡିଲ୍ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ଆଜି ସବୁ ଜିଲାରେ ଭାଜପାର ଆନ୍ଦୋଳନ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୧୮ରେ ରାଫେଲ ସଂକ୍ରାନ୍ତ ରାୟକୁ ଚ୍ୟାଲେଞ୍ଜ କରି ଆଗତ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଉକ୍ତ ଆବେଦନର କୌଣସି ଆଧାର ନ ଥିବା ମଧ୍ୟ ଜଣାଇଛନ୍ତି। ରାଫେଲ ଡିଲ୍କୁ ନେଇ ଦାଖଲ କରାଯାଇଥିବା ୩ଟି ପୁନର୍ବିଚାର ଆବେଦନକୁ ସୁପ୍ରିମକୋର୍ଟ…
ଶ୍ରୀଲଙ୍କାରେ ନିର୍ବାଚନୀ ହିଂସା
କଲମ୍ବୋ,୧୬।୧୧: ଶ୍ରୀଲଙ୍କାରେ ଶନିବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଏକ ହିଂସା ହୋଇଥିବା ଖବର ମିଳିଛି। ଶ୍ରୀଲଙ୍କାର ଉତ୍ତର-ପଶ୍ଚିମରେ ଭୋଟରଙ୍କୁ ନେଇ ଯାଉଥିବା ଏକ ବସ୍ ଉପରକୁ ଅଜ୍ଞାତ ବନ୍ଧୁକଧାରୀମାନେ ଗୁଳି ଚଳାଇଥିଲେ। ତେବେ…
୨୦୨୫ ସୁଦ୍ଧା ଆଣବିକ ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବ ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ଯୁଦ୍ଧ ହେଲେ ସୃଷ୍ଟି ହେବ ୧୬ରୁ ୩୬ ନିୟୁତ ଟନ୍ ଓଜନର କଳା ଧୂଆଁ
ଇସଲାମାବାଦ୍,୧୬।୧୧: ଆସନ୍ତା ୨୦୨୫ ସୁଦ୍ଧା ପାକିସ୍ତାନ ଏହାର ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ କରିଛି। ବେଆଇନ ଭାବେ ପାକିସ୍ତାନ ଉଦ୍ୟମ ଜାରି ରଖିଥିବା ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଜର୍ମାନୀ ଏବେ କେତେକ ପାଶ୍ଚାତ୍ୟ ରାଷ୍ଟ୍ର ସହିତ…
‘କଳାକାରଙ୍କୁ ବିବାଦରେ ଛନ୍ଦିବା ଠିକ୍ ନୁହେଁ’
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହୋଇ ୨୦୨୦ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଚାଲିବ। କଂସ ରାଜୁତିରେ ୧୧ଦିନ ଧରି କମ୍ପି ଉଠିବ ମଥୁରାନଗରୀ। ଏହି ମୁକ୍ତାକାଶ ରଙ୍ଗମଞ୍ଚର ମହାନାୟକ କଂସ ମହାରାଜ ଚରିତ୍ରରେ…
‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଶୁକ୍ରବାର ସୁଦ୍ଧା ମୋଟ ୪,୮୫,୨୪୧ ଗୋଟି…
ମୁନିଗୁଡାରେ ଜେଏମ୍ଏଫ୍ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ
ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍ଏଫ୍ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ ନିରୀକ୍ଷକ…
ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି…
ବଲିଉଡ୍ ଏଣ୍ଟ୍ରି ପାଇଁ ନିଜ ନାଁ ବଦଳାଇ ଦେଇଥିଲେ ମିନାକ୍ଷୀ
ମୁମ୍ବାଇ: ବଲିଉଡ୍ ଦାମିନୀ ମିନାକ୍ଷୀ ଶେଷାଦ୍ରୀ ଆଜିବି ଦର୍ଶକଙ୍କ ମନରେ ବସାବାନ୍ଧି ରହିଛନ୍ତି। ଏହି ଅଭିନେତ୍ରୀ ୯୦ ଦଶକରେ ବଲିଉଡ୍ ଦୁନିଆରେ ଜଣେ ଆଗଧାଡିର ନାୟିକା ଭାବେ ବେଶ୍ ନାଁ କମାଇଥିଲେ। ଶନିବାର ୫୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ମିନାକ୍ଷୀ।…
ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିପାଇଁ…
୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ ନିର୍ଦ୍ଦିଷ୍ଟ…
ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର
ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ ପହଞ୍ଚତ୍ବା…
Archives


