Home

ଆଇପିଏଲ: ରିଲିଜ୍‌ ହୋଇଥିବା ଖେଳାଳିଙ୍କ ତାଲିକା

ନୂଆଦିଲ୍ଲୀ,୧୬।୧୧(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୨୦୨୦ ସଂସ୍କରଣ ପାଇଁ ଆସନ୍ତା ମାସରେ ଖେଳାଳି ନିଲାମ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ଦଳଗୁଡିକ କେତଜଣ ଖେଳାଳିମାନଙ୍କୁ ରିଲିଜ୍‌ କରିଛନ୍ତି। ରିଲିଜ ହୋଇଥିବା ଖେଳଳିମାନଙ୍କ ତାଲିକା ନିମ୍ନରେ ଦିଆଗଲା। ଚେନ୍ନାଇ…

ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର ଇତ୍ୟାଦି ଭରପୂର ମାତ୍ରାରେ ରହିଥାଏ। କିସ୍‌ମିସ୍‌କୁ ଖାଲି ଖାଇବା ଅପେକ୍ଷା ଏହାକୁ ପାଣିରେ ଭିଜାଇ…

ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି,…

ଇନ୍ଦୋର ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତର ବୃହତ୍‌ ସ୍କୋର

ଇନ୍ଦୋର,୧୫।୧୧(ପି.ଟି.)- ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ବୃହତ୍‌ ସ୍କୋର ହାସଲ କରିବା ସହ ସ୍ଥିତି ଦୃଢ଼ କରିଛି। ବାଂଲାଦେଶର ପ୍ରଥମ ଇନିଂସ ସ୍କୋର ୧୫୦ ରନର…

ଏଏଫ୍‌ସି ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ଆଶାଲତା

କୁଆଲାଲମ୍ପୁର, ୧୫ା୧୧ (ପି.ଟି.)-ଡିସେମ୍ବର ୨ରେ ହଂକଂସ୍ଥିତ କନ୍‌ଭେନ୍‌ଶନ ଆଣ୍ଡ୍‌ ଏକ୍‌ଜିିବିଶନ ସେଣ୍ଟରରେ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାରତୀୟ ମହିଳା ଫୁଟ୍‌ବଲ ଦଳର ଅଧିନାୟିକା ଆଶାଲତା ଦେବୀଙ୍କ ନାମ ଏଏଫ୍‌ସି ପ୍ଲେୟର…

ସେଓ ଖାଇବା ପରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି…

ସାଧାରଣତଃ ପ୍ରତ୍ୟେକ ଦିନ ଗୋଟିଏ ସେଓ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। କାରଣ ଏଥିରେ ଭିଟାମିନ ସି, ଭିଟାମିନ ବି୬ ସହିତ ପୋଟାସିୟମ, ଫସ୍‌ଫରସ ସମେତ ଆହୁରି ଅନେକ ପୋଷକ ତତ୍ତ୍ୱ ଭରି ରହିଛି। କୁହାଯାଏ, ପ୍ରତ୍ୟେକ ଦିନ ଗୋଟିଏ…

ଭାଜପା ବିନା ମହାରାଷ୍ଟ୍ରରେ ସରକାର ଗଠନ ଅସମ୍ଭବ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ଏହାପରେ ବି ଭାରତୀୟ ଜନତା ପାର୍ଟି(ଭାଜପା) ଚୁପ୍‌ ହୋଇ ବସିନାହିଁ। ଏବେବି ସେ ସରକାର ଗଢିବାର ସ୍ବପ୍ନ ଦେଖୁଛି ବୋଲି ଆଲୋଚନା ହେଉଛି। ଶୁକ୍ରବାର ମହାରାଷ୍ଟ୍ରର ଭାଜପା ଅଧ୍ୟକ୍ଷ ଚନ୍ଦ୍ରକାନ୍ତ ପାଟିଲ…

ନିଆରା ଢ଼ଙ୍ଗରେ ଯୁବତୀଙ୍କୁ ପ୍ରୋପୋଜ୍‌ କଲେ ଯୁବକ

ପ୍ରେମ ହେଉଛି ଶାସ୍ବତ ଓ ଚିରନ୍ତନ। ଯୁବକ ଓ ଯୁବତୀମାନେ ତାଙ୍କର ପ୍ରଥମ ପ୍ରେମ ନିବେଦନକୁ ଏକ ଭଲ ସ୍ମୃତି କରିବାକୁ ବେଶ୍‌ ପସନ୍ଦ କରନ୍ତି। ଏଥିପାଇଁ ସେମାନେ ନିଆରା ଢ଼ଙ୍ଗ ଆପଣାଇଥାନ୍ତି। କିଏ ମଝି ଆକାଶରେ ତ ଆଉ କିଏ…

ପିଲାଦିନେ ଝିଅ ଆରାଧ୍ୟାଙ୍କ ଭଳି ଦେଖାଯାଉଥିଲେ ଐଶ୍ୱର୍ଯ୍ୟା

ବମ୍ବେ: ପିଲାମାନେ ମା’ବାପାଙ୍କ ଭଳି ଦେଖାଯିବା ସ୍ବାଭାବିକ କଥା। ମାତ୍ର କିଛି କ୍ଷେତ୍ରରେ ପିଲାମାନେ ଅବିକଳ ନକଲ ହୋଇଥିବା ଭଳି ମନେ ହୁଏ। ଯେପରିକି ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ କଥା ଦେଖନ୍ତୁ। ପିଲାଦିନେ ଝିଅ…

ଡିସେମ୍ବର ପହିଲାରୁ ପୁଣି କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ: ମନ୍ତ୍ରୀ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୧ ତାରିଖରୁ ପୁଣିଥରେ କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ। ଓଡ଼ିଶାରେ କିଛି ଦିନ ଧରି ଏହାକୁ କୋହଳ କରାଯାଇଥିବା ବେଳେ ପୁଣିଥରେ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ଶୁକ୍ରବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ଆଜିର ଶିଶୁ କାଲିର ଭବିଷ୍ୟତ

ବ୍ରହ୍ମପୁର ଅଫିସ୍‌,୧୫।୧୧: ଗଜପତି ନଗରସ୍ଥିତ ଏକ୍ସ-ଜେନ୍‌ କଲେଜ ଅଫ୍‌ ଭିଜୁଆଲ୍‌ ଆର୍ଟଠାରେ ଶୁକ୍ରବାର ଦ୍ୱିତୀୟ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି । ତିନି ଦିନ ପର୍ଯ୍ୟନ୍ତ…

ଗୋଗୋଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କର ଶୁକ୍ରବାର ଥିଲା ଶେଷ କାର୍ଯ୍ୟଦିବସ। ଏହି ଅବସରରେ ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ନଭେମ୍ବର ୧୭ରେ ସେ ଅବସର ଗ୍ରହଣ କରିବେ। ସେଦିନ ରବିବାର ଥିବାରୁ ନଭେମ୍ବର ୧୮ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri