ଭାଜପା ଜିଲା ସଭାପତିଙ୍କୁ ମରାଣାନ୍ତକ ଆକ୍ରମଣ, ଖାରବେଳ ଥାନାରେ ମାମଲା ରୁଜୁ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଭୁବନେଶ୍ୱର ଜିଲା ସଂଗଠନ ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ଅପରାହ୍ନ ୧ଟା ସମୟରେ ରାମ ମନ୍ଦିରସ୍ଥିତ ଏକାମ୍ର ହାଟ ସମ୍ମୁଖରେ ମରଣାନ୍ତକ ଆକ୍ରମଣ ହୋଇଛି। ଏକ କାର୍ରେ ଆଠଜଣ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ଆସି ଲୁହା ପାଇପ୍ରେ ତାଙ୍କୁ…
ନଭେମ୍ବର ୧୮ରୁ ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ,୧୫।୧୧: ସଂସଦର ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ରୁୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଗୃହକୁ ସୁରୁଖୁରରେ ଚଳାଇବା ପାଇଁ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଲୋକ ସଭାର ବାଚସ୍ପତି ଓମ୍ ବିର୍ଲା ଶନିବାର…
ଚିଦାମ୍ବରମଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ,୧୫।୧୧: ଆଇଏନ୍ଏକ୍ସ ମିଡିଆ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ନାଁରେ ହୋଇଥିବା ମନି ଲଣ୍ଡରିଂ ମାମଲାରେ ତାଙ୍କର ଜାମିନ ଆବେଦକୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଫଳରେ ଏବେ ଚିଦାମ୍ବରମଙ୍କୁ…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆବେଦନ ଉପରେ ନିର୍ବାଚନ କମିଶନରଙ୍କୁ ନୋଟିସ ପଠାଇଲେ ସୁପ୍ରିମକୋର୍ଟ
ରାଞ୍ଚି,୧୫।୧୧: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ସମୟରେ କୋର୍ଟ ଭାରତର ନିର୍ବାଚନ କମିଶନଙ୍କୁ ଏକ ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ନିର୍ବାଚନ କମିଶନଙ୍କ ଅଯୋଗ୍ୟ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ…
ପାକିସ୍ତାନ କ୍ରିକେଟରଙ୍କୁ ବିବାହ ପୂର୍ବରୁ ଏହିସବୁ ସେଲିବ୍ରିଟିଙ୍କ ସହ ଥିଲା ସାନିଆ ମିର୍ଜାଙ୍କ ଆଫେୟାର୍
ଭାରତୀୟ ଟେନିସ୍ କୁଇନ୍ ସାନିଆ ମିର୍ଜା ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ମସିହା ନଭେମ୍ବର ୧୫ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସାନିଆ ଖେଳ ପାଇଁ ଖେଳ ପାଇଁ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନରେ ସେ ସେତିକି ଚର୍ଚ୍ଚିତ…
ପ୍ରଦୂଷଣର ସମାଧାନ ନୁହେଁ ଅଡ୍-ଇଭିନ ନମ୍ବର: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୫।୧୧: ଦିଲ୍ଲୀ-ଏନ୍ସିଆର୍ରେ ବଢି ଚାଲିଥିବା ବାୟୁ ପ୍ରଦୂଷଣକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଥିଲା। ଏଥିରେ କୋର୍ଟ ଦିଲ୍ଲୀରେ ଶାସନ ଭାର ସମ୍ଭାଳିଥିବା ଆମ ଆଦମୀ ପାର୍ଟି(ଏଏପି) ସରକାରଙ୍କୁ କହିଛନ୍ତି ପ୍ରଦୂଷଣର ସମାଧାନ ନୁହେଁ ଅଡ୍-ଇଭିନ୍ ନମ୍ବର। ଏହାକୁ…
ଯୁବନେତାଙ୍କୁ ନୂଆ ଦାୟିତ୍ୱ: ପ୍ରଣବଙ୍କୁ ସଂଗଠନ, ସଞ୍ଜୟଙ୍କୁ ମୁଖ୍ୟାଳୟ
ଭୁବନେଶ୍ୱର,୫।୧୧(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଯୁବନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ(ସଂଗଠନ) ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ…
ଇନ୍ଦୋରରେ ଜିଲାପିର ମଜା ନେଲେ ଖେଳାଳି
ଇନ୍ଦୋର,୧୫।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଇନ୍ଦୋରରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ଇନ୍ଦୋର ପୋହା ଏବଂ ଜିଲାପି ପାଇଁ ସାରା ବିଶ୍ୱରେ ଖ୍ୟାତ। ଏହାର ମଜା ଉଠାଇଛନ୍ତିି ଖେଳାଳି। କେବଳ ଖେଳାଳିମାନେ ନୁହେଁ, କମେଣ୍ଟେଟର୍ସମାନେ ମଧ୍ୟ ପୋହା ଏବଂ ଜିଲାପିର ମଜା…
ଦାବି ମାନିଲେନି ବାଚସ୍ପତି: ମୁହଁରେ କଳା କପଡ଼ା ଗୁଡ଼ାଇ ପ୍ରତିବାଦ କଲା ଭାଜପା
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ନାରୀ ନିର୍ଯାତନା ମୋସନକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗତ ଦୁଇ ଦିନ ଧରି ଭାଜପାର ସଦସ୍ୟମାନେ ବିଧାନସଭାରେ ହଟ୍ଟଗୋଳ କରିବା ସହ ଗୃହକାର୍ଯ୍ୟରେ ସାମିଲ ହୋଇନାହାନ୍ତି। ଗତ ବୁଧବାର ଓ ଗୁରୁବାର ଦୁଇଦିନ ଦାବି ନେଇ ବିଧାନସଭାରେ ଭାଜପା…
ପଦୂଷଣ ଉପରେ ରଚନା ଲେଖିଲେ ଛାତ୍ରୀଛାତ୍ର
ନୂଆଦିଲ୍ଲୀ, ୧୫।୧୧: ଦିଲ୍ଲୀ-ଏନ୍ସିଆରରେ ଦିନକୁ ଦିନ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏଥିଯୋଗୁ ସହରବାସୀ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ପ୍ରଦୂଷଣ ଯୋଗୁ ସ୍ଥାନୀୟ ସ୍କୁଲଗୁଡ଼ିକ ଲଗାତାର ଭାବେ ବନ୍ଦ ରହିଥିବାରୁ ଏନେଇ ସ୍କୁଲର ଛାତ୍ରୀଛାତ୍ରମାନେ ରଚନା ଲେଖିଛନ୍ତି। ଏହି ରଚନା ଏବେ ସୋସିଆଲ ମିଡିଆରେ…
ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ସମ୍ବନ୍ଧରେ ପ୍ରକାଶିତ ଖବରକୁ ନେଇ ବିଧାନସଭାରେ ଉଦ୍ବେଗ: ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ କହିଲା କଂଗ୍ରେସ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମଗ୍ର ଦେଶରେ ପାଳିତ ହୋଇଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୀବନୀକୁ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ପୁସ୍ତିକା ପ୍ରକାଶ କରାଯାଇଛି। ସେଥିରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ…
ପ୍ରିୟଙ୍କାଙ୍କ ଗୋଟିଏ ସ୍ବପ୍ନ ପୂରଣ ହେଲା, ବାକି ରହିଲା ଆଉ ଗୋଟିଏ
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏକ ସାକ୍ଷାତକାରରେ କହିଥିଲେ, ମୋର ଦୁଇଟି ସ୍ବପ୍ନ ରହିଛି। ତାହା ପୂରଣ ହେଲେ ମୁଁ ସମସ୍ତଙ୍କୁ ଜଣାଇଦେବି। ସେଥିରୁ ଗୋଟିଏ ଏବେ ପୂରଣ ହୋଇଥିବାବେଳେ ଆଉ ଗୋଟିଏ ବାକି ରହିଛି। ତେବେ ତାଙ୍କ ସ୍ବପ୍ନ କ’ଣ…
Archives


