Home

ତୈମୁର-ଇନାୟାଙ୍କ ଫଟୋ ଭାଇରାଲ

ମୁମ୍ବାଇ: ଶିଶୁ ଦିବସ ଅବସରରେ ସୋହା ଆଲ୍ଲି ଖାଁ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଶେୟାର ହେବାର କିଛି ସମୟ ମଧ୍ୟରେ ଭାଇରାଲ ହେବାରେ ଲାଗିଛି। ଫଟୋଟି ହେଉଛି ଶୈଫ ଓ କରୀନାଙ୍କ ପୁଅ ତୈମୁର ଅଲ୍ଲି ଖଁା…

ପାଗ ପରିବର୍ତ୍ତନ ନ ହେଲେ ବଢିପାରେ ଅଡ୍‌-ଇଭିନର ଅବଧି

ନୂଆଦିଲ୍ଲୀ,୧୫।୧୧: ରାଜଧାନୀ ଦିଲ୍ଲୀରେ ଚାଲିଥିବା ଅଡ୍‌-ଇଭିନ ନମ୍ବରର ଅବଧି ଶୁକ୍ରବାର ସମାପ୍ତ ହୋଇଛି। ହେଲେ ଏପର୍ଯ୍ୟନ୍ତ ଦିଲ୍ଲୀର ବାୟୁ ପ୍ରଦୂଷଣ କମ୍‌ ହୋଇ ନାହିଁ। ତେବେ ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨-୩ ଦିନ ମଧ୍ୟରେ ରାଜଧାନୀର ପାଣିପାଗରେ ପରିବର୍ତ୍ତନ…

ଗୋଖାଦ୍ୟ ବୋଝେଇ ଟ୍ରକ୍‌ରେ ୪ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚାଲାଣ: ଟ୍ରକ ଜବତ, ୨ ଗିରଫ

କୋରାପୁଟ,୧୫।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗିଠାରେ ଶୁକ୍ରବାର ଏକ ଟ୍ରକରୁ ସ୍ଥାନୀୟ ପୋଲିସ ଦ୍ୱାରା ୪ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ ହୋଇଛି। ଗୋଖାଦ୍ୟ ସାମଗ୍ରୀ ନେଇ ଆନ୍ଧ୍ରରୁ କୋରାପୁଟ ଆଡ଼କୁ ଯାଉଥିବା ଟ୍ରକରେ ୯୦ଟି ପ୍ୟାକେଟ୍‌ରୁ ଉକ୍ତ ପରିମାଣର ଗଞ୍ଜେଇ ଜବତ…

ସୁସ୍ଥ ହେଲେ ଲତା

ମୁମ୍ବାଇ,୧୫।୧୧: ବଲଉଡ୍‌ ନାଇଟ୍‌ ଆଙ୍ଗଲ ତଥା ଭାରତ ରତ୍ନ ଲତା ମଙ୍ଗେସକର ଏବେ ସୁସ୍ଥ ଥିବା ଖବର ମିଳିଛି। ଲତାଙ୍କୁ ଦେଖାରଖା କରୁଥିବା ଟିମ୍‌ ପକ୍ଷରୁ ଏହି ଖବର ଦିଆଯାଇଛି। ପ୍ରଶଂସକଙ୍କ ଭଲପାଇବା ଓ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଲତା ଦିଦିଙ୍କୁ…

ପିଇଓ ସ୍ମିତାରାଣୀଙ୍କ ହତ୍ୟା ଘଟଣାକୁ ଆତ୍ମହତ୍ୟା ବୋଲି କହି ମନ୍ତ୍ରୀ ଷଡ଼ଯନ୍ତ୍ରରେ ମୋହର ମାରିଛନ୍ତି: ଭାଜପା

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି ଗୁରୁବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ କହିବାକୁ ନେଇ ପୁଣି ରାଜନୀତି ସରଗରମ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି ଭାଜପା ଏହାକୁ…

ବନ୍ଦ କୋଠରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର: ଶିଶୁପୁତ୍ରଙ୍କୁ ନେଇ ସ୍ବାମୀ ଫେରାର

ସମ୍ବଲପୁର, ୧୫।୧୧(ବ୍ୟୁରୋ)- ସମ୍ବଲପୁର ଜିଲା ମୁଦିପଡ଼ା ଘୁଷୁଣୀଯୋଡା ବନ୍ଧ ହିଡରେ ଥିବା ବସ୍ତିର ଏକ ଭଡ଼ାଘରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କର ପରିଚୟ ମିଳି ନ ଥିବା ବେଳେ ପ୍ରାୟ ୨୦ ଦିନ ପୂର୍ବେ ମହିଳାଙ୍କ ସ୍ବାମୀ…

ଗୋଗୋଇଙ୍କ କାର୍ଯ୍ୟକାଳର ଶେଷ ଦିନ: ମାତ୍ର ୩ ମିନିଟ୍‌ରେ ୧୦ଟି ମାମଲାରେ ନୋଟିସ ଜାରି

ନୂଆଦିଲ୍ଲୀ,୧୫।୧୧:ନିଜ କାର୍ଯ୍ୟକାଳର ଶେଷ ଦିନରେ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ କିଛି ସମୟ ପାଇଁ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଭାର ସମ୍ଭାଳିଛନ୍ତି। ପରମ୍ପରା ଅନୁସାରେ ସିଜେଆଇ ଗୋଗୋଇ ନିଜ ଉତ୍ତରାଧିକାରୀ ବିଚାରପତି ଏସ୍‌.ଏ. ବୋବଡେଙ୍କ ସହ କୋର୍ଟରେ ବସିଥିବା ଦେଖିବାକୁ ମିଳିଛି।…

ସମ୍ବର ନେଲା ୬ବର୍ଷ ଛାତ୍ରର ଜୀବନ

ହାଇଦ୍ରାବାଦ୍‌,୧୫।୧୧: ଆନ୍ଧ୍ର ପ୍ରଦେଶ କୁରନୁଲର ଏକ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଗରମ ସନ୍‌ମ୍ବରରେ ପଡି ଜଣେ ୬ ବର୍ଷ ଛାତ୍ରର ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଡି ପୁରୁଷୋତ୍ତମ ରେଡ୍ଡି। ଶିଶୁଙ୍କ ପରିବାର ପକ୍ଷରୁ ସ୍କୁଲ ନାଁରେ…

ରାଜନଗରରେ କେନ୍ଦ୍ରୀୟ ଟିମ୍‌: ଅନୁଧ୍ୟାନ କଲେ ବୁଲ୍‌ବୁଲ୍‌ କ୍ଷୟକ୍ଷତି

ରାଜନଗର,୧୫।୧୧(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଅନୁଧ୍ୟାନକାରୀ ଟିମ୍‌ ଶୁକ୍ରବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ତାଳଚୁଆ ଗଙ୍ଗାମାତା ପଡ଼ିଆରେ ପହଞ୍ଚିଛନ୍ତି। କେନ୍ଦ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସହେଲୀ…

ଅଗ୍ନିକାଣ୍ଡରେ ୫ ଗୋରୁ ଜୀବନ୍ତ ଦଗ୍ଧ

ଧାମନଗର,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ପାହାଡ଼ପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଆନନ୍ଦ ଖୁଣ୍ଟିଆଙ୍କ ଗୁହାଳ ଜଳିଯାଇଥିବା ବେଳେ ୫ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚିି ନିଆଁ…

ଅବସର ନିଷ୍ପତ୍ତି

ଦୀର୍ଘ ୧୯ ବର୍ଷର କ୍ୟାରିୟରରେ ଡେଭିଡ ଭିଲା ସ୍ପେନ୍‌ ପାଇଁ ସବୁପ୍ରକାର ସଫଳତା ଅର୍ଜନ କରିଛନ୍ତି। ବିଶ୍ୱକପ୍‌, ୟୁରୋପିଆନ ଚାମ୍ପିୟନଶିପ୍‌ ଓ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ସହ ସେ ବାର୍ସିଲୋନା, ଆଟଲେଟିକୋ ମାଡ୍ରିଡ୍‌ ଓ ଭାଲେନିସିଆ ପ୍ରଭୃତି ହାଇପ୍ରୋଫାଇଲ…

ହ୍ୟାଟ୍ରିକ ମ୍ୟାନ୍‌

ଦୀପକ ଚହର ପ୍ରଥମ ଭାରତୀୟ ପୁରୁଷ କ୍ରିକେଟର ହିସାବରେ ଟି୨୦ ଫର୍ମାଟରେ ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ତାଙ୍କ ପୂର୍ବରୁ ମହିଳା କ୍ରିକେଟର ଏକତା ବିସ୍ତ୍‌ ଅବଶ୍ୟ ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ଏଥିସହିତ ଭାରତୀୟ ବୋଲରମାନେ ସବୁ ୩ଟି ଯାକ ଫର୍ମାଟରେ ହ୍ୟାଟ୍ରିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri