ପିଆଜ ଦର ବୃଦ୍ଧି ନେଇ ଖାଉଟି ଅସନ୍ତୁଷ୍ଟ
ଭୁବନେଶ୍ୱର, ୧୯।୯(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବୃଦ୍ଧି ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଏହି ସାମଗ୍ରୀ କିଲୋ ପିଛା ୩୮ରୁ ୪୨ ଟଙ୍କାରେ ବିକ୍ରି ହେଉଛି। ଖୁଚୁରା ପିଆଜ ବ୍ୟବସାୟୀମାନେ ଅଧିକ ପିଆଜ ରଖିବାକୁ ପଛଘୁଞ୍ଚା…
ମତ ବଦଳାଇଲେ ଶାହ: ହିନ୍ଦୀକୁ ଦ୍ୱିତୀୟ ଭାଷା କରିବା ଲାଗି ପ୍ରସ୍ତାବ ଦେଇଥିଲି
ନୂଆଦିଲ୍ଲୀ,୧୯ା୯: ହିନ୍ଦୀ ଦିବସରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ‘ଏକ ଦେଶ ଏକ ଭାଷା’ ନୀତି ପ୍ରଚଳନ ପ୍ରସ୍ତାବକୁ ନେଇ ବିବାଦ ଜୋର ଧରିଥିବାବେଳେ ବୁଧବାର ସେ ମତ ବଦଳାଇଛନ୍ତି। କୌଣସି ଆଞ୍ଚଳିକ ଭାଷା ବଦଳରେ ହିନ୍ଦୀକୁ କାର୍ଯ୍ୟକାରୀ କରିବା କଥା…
ଭାରତରେ ସେନା ସବୁଠୁ ବିଶ୍ୱସ୍ତ
ନୂଆଦିଲ୍ଲୀ,୧୯ା୯(ଆଇଏଏନ୍ଏସ୍): ଭାରତର ସହରାଞ୍ଚଳରେ ବସବାସ କରୁଥିବା ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକ ଦେଶର ସଶସ୍ତ୍ର ବାହିନୀ ଉପରେ ସର୍ବାଧିକ ଭରସା ରଖୁଥିବା କହିଛନ୍ତି। ଅନ୍ୟପକ୍ଷରେ ସେମାନଙ୍କ ମଧ୍ୟରୁ ଅଧିକାଂଶ ରାଜନେତାଙ୍କ ପ୍ରତି ସଂଶୟ ପ୍ରକାଶ କରିଥିବା ଏକ ସର୍ଭେରୁ ଜଣାପଡ଼ିଛି। ବିଶ୍ୱସନୀୟତା…
ମାସେ ବନ୍ଦ ରହିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ ସେବା
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱରକୁ ବ୍ୟାଙ୍କକ୍କୁ ଚଳାଚଳ କରୁଥିବା ଏୟାର ଇଣ୍ଡିଆର ଡାଇରେକ୍ଟ ଫ୍ଲାଇଟ୍ ସେବା ସେପ୍ଟେମ୍ବର ୨୩ରୁ ଅସ୍ଥାୟୀଭାବେ ବନ୍ଦ ରହିବ। ଏହା ଅକ୍ଟୋବର ଶେଷ କିମ୍ବା ନଭେମ୍ବର ଆରମ୍ଭରୁ ପୁଣି ଚଳାଚଳ କରିବ। ବୁଧବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପର୍ଯ୍ୟଟନ…
ବିଶ୍ୱରେ ସର୍ବାଧିକ ପ୍ରବାସୀ ଭାରତୀୟ
ଜାତିସଂଘ,୧୯ା୯(ପି.ଟି.): ଚଳିତ ବର୍ଷର ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା ସର୍ବାଧିକ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘର ନୂଆ ଆକଳନ ଅନୁଯାୟୀ ସାରା ବିଶ୍ୱରେ ୨୭ କୋଟି ୨୦ ଲକ୍ଷ ପ୍ରବାସୀ ରହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା…
ର଼୍ୟାଗିଂକୁ ନେଇ ଓଏଚ୍ଆର୍ସିଙ୍କ ଉଦ୍ବେଗ: ୫ ବିଭାଗକୁ ରିପୋର୍ଟ ତଲବ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା ଘଟଣା ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ଓଡ଼ିଶା ମାନବାଧିକାର କମିଶନ(ଓଏଚ୍ଆରସି) ଗଭୀର…
ଚିଦାମ୍ବରମ୍ଙ୍କୁ ଜେଲରେ ଭେଟିଲେ ଆଜାଦ
ନୂଆଦିଲ୍ଲୀ, ୧୯ା୯: ତିହାର ଜେଲ୍ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କୁ ବୁଧବାର ସକାଳେ କଂଗ୍ରେସର ଦୁଇ ବରିଷ୍ଠ ନେତା ଗୁଲାମ୍ ନବି ଆଜାଦ୍, ଅହମ୍ମଦ ପଟେଲ ଭେଟିଥିଲେ। ସେମାନଙ୍କ ସହ ଚିଦାମ୍ବରମ୍ଙ୍କ ପୁଅ କାର୍ତ୍ତି ମଧ୍ୟ ଥିଲେ। ହିନ୍ଦୀ ଭାଷା ଦେଶକୁ…
ତୈଳ ଫ୍ୟାକ୍ଟ୍ରି ଆକ୍ରମଣ ପଛରେ ଇରାନ: ପ୍ରମାଣ ଦେଖାଇଲା ସୌଦି ଆରବ
ରିୟାଧ,୧୯ା୯(ଏଏଫ୍ପି): ୟେମେନ୍ ବିଦ୍ରୋହୀଙ୍କ ଡ୍ରୋନ୍ ଆକ୍ରମଣରେ ସୌଦି ଆରବର ଆବକିକ୍ସ୍ଥିତ ବିଶ୍ୱର ସର୍ବବୃହତ୍ ତୈଳ ପ୍ରକ୍ରିୟାକରଣ ପ୍ଲାଣ୍ଟରେ ନିଆଁ ଲାଗିଯାଇଥିଲା। ଏଥିଯୋଗୁ ଦେଶର ତୈଳ ଉତ୍ପାଦନ ଓ ରପ୍ତାନି ବହୁଳ ଭାବେ ପ୍ରଭାବିତ ହୋଇଛି। ଏହା ପଛରେ ଇରାନର ହାତ ଥିବା…
ରାଜ୍ୟପାଳଙ୍କ ରୋଡ୍ମ୍ୟାପ୍
ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ ବିରୋଧରେ ବିଦ୍ରୋହ କରିବେ। ଶ୍ରୀନଗରରେ ଏକ କାର୍ଯ୍ୟକ୍ରମକୁ ବୁଧବାର ସମ୍ବୋଧିତ କରି ଜମ୍ମୁ-କଶ୍ମୀର…
ଶସ୍ତା ହେବ ଏଲ୍ସିଡି-ଏଲ୍ଇଡି ଟିଭି
ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫% ଆମଦାନୀ…
କ୍ୟାବିନେଟ ନିଷ୍ପତ୍ତି; ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ବୋନସ୍
ନୂଆଦିଲ୍ଲୀ,୧୯ -୯: କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍ ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଏଠାରେ ବସିଥିବା କ୍ୟାବିନେଟ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକ ଶେଷରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ…
ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍ଶୀଘ୍ର ବୁଝିବୁ
ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ ଭୟଭୀତ କରି ପ୍ରଶାସନକୁ ଅବଜ୍ଞା କରିବା ଲାଗି ନାନା ଉପାୟ ଆପଣାଉଛନ୍ତି। ଦୋକାନବଜାର ନ…
Archives


