Home

ପୁଞ୍ଛ ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀର ପୁଞ୍ଛ ଜିଲାର ଶାହପୁରରେ ସୋମବାର ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଭାରତୀୟ ସେନା କ୍ୟାମ୍ପ ଉପରକୁ ପାକିସ୍ତାନ ସେନା ଗୁଳିଗୋଳା ବର୍ଷଣ କରିଛି। ଏହାର ପ୍ରତି ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ କରାଯାଇଛି।…

କଦଳୀର ଦାମ୍‌ ୮୫ଲକ୍ଷ ଟଙ୍କା

ଟଙ୍କାଏ କି ଦୁଇ ଟଙ୍କା ନୁହେଁ ବରଂ ୮୫ଲକ୍ଷ ଟଙ୍କାର କଦଳୀ ଖାଇ ଏବେ ଜଣେ ବ୍ୟକ୍ତି ଚର୍ଚ୍ଚାକୁ ଆସିଛନ୍ତି। ଆଉ ଏହାକୁ ଖାଇବା ପରେ କୌଣସି ବିବାଦ ମଧ୍ୟ ଉପୁଜି ନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମେରିକାର ଏକ ଆର୍ଟ…

ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଜେଏନ୍‌ୟୁ ଛାତ୍ର-ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୯।୧୨: ଜବାହାର ଲାଲ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନାଁ ନେଉନି। ଏନେଇ ସୋମବାର ଅନ୍ଦୋଳନକାରୀଛାତ୍ର ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ତେବେ ଏହି ଶୋଭାଯାତ୍ରାକୁ ଆଗକୁ ବଢ଼ିବାକୁ ନ ଦେବା ପାଇଁ…

ସୋନିଆଙ୍କ ଜନ୍ମଦିନରେ କଂଗ୍ରେସ କର୍ମୀଙ୍କୁ ପିଆଜ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୯।୧୨: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ସୋମବାର ୭୩ ତମ ଜନ୍ମଦିବସ ଥିଲା। ହେଲେ ଦେଶରେ ମହିଳାଙ୍କ ସୁରକ୍ଷାକୁ ନେଇ ଯେଉଁ ପ୍ରଶ୍ନ ଉଠିଛି ସେଥିପାଇଁ ସେ ଏଥର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ପୂର୍ବରୁ ଘୋଷଣା…

ଏହି କୂଅରୁ ବାହାରୁଛି ଉଜ୍ଜ୍ୱଳ ଆଲୋକ, ବୈଜ୍ଞାନିକମାନେ ବି ଖୋଜି ପାଉନାହାନ୍ତି କାରଣ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟାବୃତ୍ତ। ଏପରି ଏକ ଅଦ୍ଭୁତ ସ୍ଥାନ ରହିଛି ପର୍ତ୍ତୁଗାଲର ସିନ୍ତାରାରେ। ଏହି ସ୍ଥାନରେ ଏକ ଅଜବ କୂଅ ରହିଛି। ଏହି କୂଅ ଭିତରେ ଉଜ୍ଜ୍ୱଳ ଆଲୋକ ଦେଖିବାକୁ ମିଳେ। ଏହି…

ବିଧାୟକ ଦଳ ନେତାରୁ ଇସ୍ତଫା ଦେଲେ ସିଦ୍ଧରମୟା

ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ ବିଧାନସଭା ପାଇଁ ହୋଇଥିବା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ସୁଦ୍ଧା ୭ଟି ଆସନରେ ବିଜୟ ଲାଭ କରିଥିବା ବେଳେ ୫ଟି ଆସନରେ ଆଗୁଆ ରହିଛି। ତେଣୁ ଭାଜପା ଖାତାକୁ ୧୨ ଆସନ ଯାଉଥିବା ବେଳେ କଂଗ୍ରେସକୁ…

ଧୋନୀଙ୍କ ୪୦ ଫୁଟ ଉଚ୍ଚତାର ପୋଷ୍ଟର ଲଗାଇଲେ ୧୦ ହଜାର ପ୍ରଶଂସକ

ଥିରୁଭାନନ୍ତପୁରମ୍‌,୯।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୫ ମାସ ହେବ କ୍ରିକେଟରୁ ଦୂରେଇ ଅଛନ୍ତି। କିନ୍ତୁ ଭାରତ ଖେଳୁଥିବା ପ୍ରତ୍ୟେକ ମ୍ୟାଚ୍‌ରେ ପ୍ରଶଂସକ ତାଙ୍କୁ ମିସ୍‌ କରୁଥିବାର ଦେଖାଯାଇଛି। ଷ୍ଟାଡିୟମରେ ଅନେକ ଦର୍ଶକ ପ୍ଲା-କାର୍ଡରେ ଧୋନୀ…

ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ବରୀ,୯।୧୨(ସ୍ବ.ପ୍ର.) : ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏରଡ଼ା ଗାଁ ନିକଟ ଏକ ନାଳପାର୍ଶ୍ୱରେ ସୋମବାର ପୂର୍ବାହ୍ନରେ ଜଣେ ଅଚିହ୍ନା ଯୁବକ(୨୨)ଙ୍କ ମୃତଦେହକୁ ବରୀ ପୋଲିସ ଉଦ୍ଧାର କରିଛି। ଅପରାହ୍ନ ସୁଦ୍ଧା ମୃତଦେହ ଚିହ୍ନଟ ହୋଇପାରିନାହିଁ। କେମିତି କ’ଣ ମୃତ୍ୟୁ…

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ପୂର୍ବଭାରତରେ ବିରୋଧ ପ୍ରଦର୍ଶନ

ଗୁଆହାଟି,୯।୧୨: ଆସାମ ସମେତ ପୂର୍ବ ଭାରତର ବିଭିନ୍ନ ସ୍ଥାନରେ ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ ଲଗାତାର ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ରବିବାର ଅଲ୍‌ ଆସାମ ମଟକ ଷ୍ଟୁଡେଣ୍ଟ ୟୁନିୟନ ପକ୍ଷରୁ ଶିବସାଗର ରାସ୍ତାରେ ବିରୋଧ ପ୍ରଦର୍ଶନ କରାଯାଇଥିବା ବେଳେ କିଛି…

ଶିକ୍ଷକ ଯୋଗାଇବା ଦାବିରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ୧୫ ନଂ. ଓ୍ବାର୍ଡର ଅଳଭା ୟୁଜିୟୁପି ସ୍କୁଲର ପରିଚାଳନା କମିଟିର ସଭାପତି ଅଭୟ ପାତ୍ରଙ୍କ ସମେତ ସଦସ୍ୟ ଓ ଅଭିଭାବକମାନେ ଶିକ୍ଷକ ଯୋଗାଇବା ଦାବିରେ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଗୋଟିଏ ମଣ୍ଡପରେ ସ୍ତ୍ରୀ, ଶାଳୀଙ୍କୁ ବିବାହ କଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

ଭୋପାଳ,୯।୧୨: ମଧ୍ୟ ପ୍ରଦେଶରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଭିଣ୍ଡ୍‌ ଜିଲାର ଜଣେ ଏକ ବିବାହ ମଣ୍ଡପରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ଭଉଣୀ ଅର୍ଥାତ୍‌ ଶାଳୀଙ୍କୁ ବିବାହ କରିଛନ୍ତି। ଏହାସହ ସେ ଉକ୍ତ ମଣ୍ଡପରେ ନିଜ ସ୍ତ୍ରୀଙ୍କୁ ପୁଣି…

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା ଥିବାବେଳେ ୨ଟି ଆସନ କଂଗ୍ରେସ ଖାତାକୁ ଯିବ ବୋଲି କୁହାଯାଉଛି। ଉପନିର୍ବାଚନରେ ବାଚସ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?