ମଲ୍, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ବୁଧବାର ଏକ ଜାରି…
ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରାର ଶୁଭାରମ୍ଭ କଲେ ଜିଲାପାଳ
କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, କେନ୍ଦୁଝର ଶାଖା ପକ୍ଷରୁ ଏହି ଶୋଭାଯାତ୍ରା ଆୟୋଜିତ ହୋଇଥିବାବେଳେ ଏହାକୁ ଜିଲାପାଳ ଆଶିଷ ଥାକ୍ରେ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଏଥିରେ…
ଆମେରିକାରେ ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟ ଦିଲ୍ଲୀ ଫେରିଲେ
ନୂଆଦିଲ୍ଲୀ,୧୭।୧୦: ଆମେରିକାର ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟଙ୍କୁ ଦିଲ୍ଲୀ ଫେରାଇ ଅଣାଯାଇଛି। ସେମାନଙ୍କୁ ୬୦ ଜଣିଆ ସୁରକ୍ଷାକର୍ମୀ ଭାରତ ଫେରାଇ ଆଣିଛନ୍ତି। ଅନ୍ତର୍ଜାତୀୟ ଏଜେଣ୍ଟଙ୍କ ସହାୟତାରେ ସେମାନେ ମେକ୍ସିକୋ ଯାଇଥିଲେ। ସେଠାରୁ ଆମେରିକାରେ ଅନୁପ୍ରବେଶ କରୁଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଥିଲେ। ଏଜେଣ୍ଟ…
ତିନି ଭାଗରୁ ଭାଗେ
ପଞ୍ଚସଖାଙ୍କ କର୍ମପୀଠ ସତ୍ୟବାଦୀର ବକୁଳବନ ପରିସରରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହା ପ୍ରତିଷ୍ଠା ହେଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ପଞ୍ଚସଖା ଓଡ଼ିଆ…
ବନ ବିଭାଗର ଚଢ଼ାଉ : ଲକ୍ଷାଧିକ ଟଙ୍କାର କାଠ ସହ ବାଇକ ଜବତ, ୪ ଗିରଫ
ବଡ଼ବିଲ,୧୭।୧୦(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ଗଛ କାଟି ଚୋରା ଚାଲାଣ ବେଳେ ୪ କାଠ ମାଫିଆଙ୍କୁ ବୁଧବାର ରାତିରେ ବନବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲା…
ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ
ହାଇଦ୍ରାବାଦ୍,୧୭।୧୦: ଦେଶକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ ଭିନ୍ନ…
ପୂରଣ ହେଲା ଆଲିଆଙ୍କ ସ୍ବପ୍ନ
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିରେ କାମ କରିବାର ୭ ବର୍ଷ ପରେ ମହେଶ ତନୟା ଆଲିୟା ଭଟ୍ଟଙ୍କ ସ୍ବପ୍ନ ପୂରଣ ହେବାକୁ ଯାଉଛି। ଭଂସାଲି ପ୍ରଡକ୍ସନ ସହ କାମ କରିବାକୁ ଆଲିଆ ଦୀର୍ଘଦିନ ଧରି ଆଶା ବାନ୍ଧି ଥିଲେ। କିନ୍ତୁ ସଞ୍ଜୟଲୀଲା ଭଂସାଲିଙ୍କ…
୫୦ ସିଏଚ୍ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା
ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ। ଏହାସହ…
୧୧ବର୍ଷରେ ୭୩ କୋଟି ଟଙ୍କାର କୂଅ ପାଣି ଚୋରି: ୬ ଜଣଙ୍କ ବିରୋଧରେ ମାମଲା
ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ମୁମ୍ବାଇରେ ପୋଲିସ କୂଅ ପାଣି ଚୋରି ଅଭିଯୋଗରେ ୬ ଜଣଙ୍କ ବିରୋଧରେ ଏକ ମାମଲା ଦାଏର କରିଛି। ୧୧ ବର୍ଷ ମଧ୍ୟରେ ଅଭିଯୁକ୍ତମାନେ ୭୩ କୋଟି ୧୯ ଲକ୍ଷ ଟଙ୍କାର ଭୂତଳ ଚୋରି କରିଥିବା ପୋଲିସ ସୂଚନା ଦେଇଛି।…
ଅଲଟ୍ରା ସାଉଣ୍ଡ୍ ମେଶିନ ଲାଗି ଜିଲାପାଳ ଦେଲେ ୭.୫ ଲକ୍ଷର ଚେକ୍
ଭଦ୍ରକ ଅଫିସ,୧୭।୧୦: ଦୀର୍ଘବର୍ଷ ଧରି ଜିଲା ଚିକିତ୍ସାଳୟରେ ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ଥିବା କାରଣରୁ ରୋଗୀ ନାନା ସମସ୍ୟା ଭୋଗୁଥିଲେ। ଏବେ ନୂଆ ମେଶିନ କିଣାଯିବା ପାଇଁ ଜିଲା ରେଡ୍କ୍ରସ ପାଣ୍ଠିରୁ ୭.୫ ଲକ୍ଷ ଟଙ୍କା ଜିଲାପାଳ ଜ୍ଞାନରଞ୍ଜନ ଦାସ…
ତାୱା ଫ୍ରାଏଡ୍ ଖଇଙ୍ଗା
ସୁଆଦିଆ ଖାଦ୍ୟ ଖାଇବାକୁ ସମସ୍ତେ ଇଚ୍ଛା ରଖିଥାନ୍ତି। ସେଥିପାଇଁ ଯେଉଁ ହୋଟେଲ ବା ରେଷ୍ଟୁରାଣ୍ଟରେ ସୁସ୍ବାଦୁ ଖାଦ୍ୟ ମିଳେ ସେଠାରେ ଗ୍ରାହକଙ୍କ ବେଶ୍ ଭିଡ଼ ଜମେ। ପର୍ଯ୍ୟଟକଙ୍କ ସହର ପୁରୀରେ ଶହଶହ ହୋଟେଲ ଓ ରେଷ୍ଟୁରାଣ୍ଟରେ ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ବିଭିନ୍ନ…
ଜାହ୍ନବୀଙ୍କ ଖୁସି
ଜାହ୍ନବୀ କପୁର ଏବେ ଖୁସିରେ ଉଛୁଳୁଛନ୍ତି। ଦିନ ଯେତିକି ପାଖେଇ ଆସୁଛି ତାଙ୍କର ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି। ହେଲେ କ’ଣ ପାଇଁ ଜାଣନ୍ତି ? କାରଣ ସେ ଅଭିନୟ କରିବାକୁ ଯାଉଥିବା ହିନ୍ଦୀ ସିନେମା ‘ଦୋସ୍ତାନା-୨’ର ଶୁଟିଂ ଆସନ୍ତା…
Archives


