ଭୟଙ୍କର ଜଙ୍ଗଲ, ଏଠାକୁ ଥରେ ଗଲେ ହୋଇଯିବେ ଅନ୍ତର୍ଦ୍ଧାନ
ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ସବୁଠୁ ଭୟଙ୍କର। ଏମିତି ଏକ ସ୍ଥାନ ରୋମାନିଆର ଟ୍ରାନ୍ସ୍ଲେଭାନିଆରେ ରହିଛି। ଏଠାରେ ଏମିତି କିଛି ଅଜବ ଘଟଣା ସବୁ ଘଟିଛି ଯେଉଁଥିପାଇଁ ଲୋକେ ଯିବା ପାଇଁ ଭୟ କରୁଛନ୍ତି। ଆସନ୍ତୁ ଜାଣିବା ଏହି…
ଗ୍ରେଟାଙ୍କ ୬୦ ଫୁଟର ପ୍ରାଚୀର ଚିତ୍ର
ସାନ୍ ଫ୍ରାନ୍ସିସ୍କୋ: ଜଳବାୟୁ ପରିବର୍ତ୍ତନକୁ ନେଇ ନିଜର ସ୍ବର ଶାଣିତ କରିବା ସହ ବିଶ୍ୱ ଦରବାରରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିବା ଟିନ୍ ଏଜ୍ ଆକ୍ଟିଭିଷ୍ଟ ଗ୍ରେଟା ଥନ୍ବର୍ଗଙ୍କ ଏକ ୬୦ ଫୁଟ ଲମ୍ବ ଓ ୩୦ ଫୁଟ ଚଉଡ଼ାର…
ଆଜି ଦୀପ୍ବୀରଙ୍କ ବିବାହ ବାର୍ଷିକୀ: ଆଶୀର୍ବାଦ ପାଇଁ ତିରୁପତିରେ ପହଞ୍ଚିଲେ ଦମ୍ପତି
ବମ୍ବେ: ବିବାହକୁ ହିଁ ପ୍ରେମର ସଫଳତା ବୋଲି କୁହାଯାଇଥାଏ। ବଲିଉଡରେ ଅନେକ ପ୍ରେମକାହାଣୀ ଅଛ, ଯାହା ବିବାହ ପର୍ଯ୍ୟନ୍ତ ନ ଯାଇ ଅଧାରେ ଅଟକି ଯାଇଛି। ହେଲେ ଯେଉଁ କେତେଜଣ ପ୍ରେମୀଯୁଗଳ ଏଥିରେ ସଫଳ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜଣେ ହେଲେ…
ହରିୟାଣା କ୍ୟାବିନେଟର ହେଲା ସମ୍ପ୍ରସାରଣ
ଚଣ୍ଡିଗଡ଼,୧୪।୧୧: ହରିୟାଣାରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଜନନାୟକ ଜନତା ପାର୍ଟି(ଜେଜେପି) ମେଣ୍ଟ ସରକାର ଗଠନର ୧୭ ଦିନ ପରେ ଅର୍ଥାତ୍ ଗୁରୁବାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହୋଇଛି। ପ୍ରଥମ ସମ୍ପ୍ରସାରଣରେ ୧୦ ମନ୍ତ୍ରୀ ଶପଥ ନେଇଥିବା…
‘ବାଲା’ ଦେଖି ପୁଅ ଆଙ୍କିଲେ ଆୟୁଷ୍ମାନଙ୍କ ସ୍କେଚ୍, ତାହିରା କଲେ ଶେୟାର
ବମ୍ବେ: ଦର୍ଶକମାନଙ୍କୁ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇ ଚାଲିଛନ୍ତି ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନ୍ନା। ଏହି କ୍ରମରେ ‘ବାଲା’ ସପ୍ତମ ହିଟ୍ ସାବ୍ୟସ୍ତ ହୋଇଛି। ଚଳଚ୍ଚିତ୍ର ରିଲିଜ୍ ପୂର୍ବରୁ ସମାନ ଧରଣର କାହାଣୀକୁ ନେଇ ‘ଉଜଡା ଚମନ୍’ ସହ…
ଛବିର ମଣିଷ କାଳୀପ୍ରସାଦ
ଭଲ ମଣିଷ ଭିତରେ ଯେଉଁମାନଙ୍କ ପାଖରେ ସୃଜନଶୀଳତା ଥାଏ ସେମାନେ ସଂସାର ଭିତରେ କମ୍ ସମୟ ରହିଥାଆନ୍ତି। ତାଙ୍କର ସୀମିତ ପରିସୀମା ମଧ୍ୟରେ ସେମାନଙ୍କର ସୃଜନଶୀଳତାକୁ ନେଇ ସାଧାରଣରେ ଚର୍ଚ୍ଚା ହୁଏ। ଏପରି କିଛି ନୂତନତାର ସ୍ବାଦ ସାଧାରଣରେ ଚର୍ଚ୍ଚା ହୁଏ।…
ପାଠ ପୂର୍ବରୁ ସମାଚାର
ଖଣ୍ଡଓ୍ବା: ନମସ୍କାର, ଆଜିର ମୁଖ୍ୟ ସମାଚାର, ‘ଅଯୋଧ୍ୟା ନିଷ୍ପତ୍ତି ପରେ ସହରରେ ଶାନ୍ତି, ସୌହାର୍ଦ୍ଦ୍ୟ ଜାରି’।….‘ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହେବା ପରେ ରାଜନୈତିକ ଦ୍ୱନ୍ଦ୍ୱରେ ପଡ଼ିଛି ଯବନିକା’। ଏ କୌଣସି ଟେଲିଭିଜନର ସମାଚାର ପାଠ ନୁହେଁ, ବରଂ ମଧ୍ୟପ୍ରଦେଶ ଖଣ୍ଡଓ୍ବାସ୍ଥିତ…
ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ଆଟପୁର ସାହି ନିକଟରୁ ଗୁରୁବାର ସକାଳେ ମିଳିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…
ମାଙ୍କଡ଼ର ଅନ୍ଲାଇନ ଶପିଂ
ବେଜିଂ: ସ୍ମାର୍ଟଫୋନ୍ ହେଉ କି କମ୍ପ୍ୟୁଟର ଏଥିରେ ଇଣ୍ଟରନେଟ୍ ସଂଯୋଗ କରି ଘରେ ବସି ଅନ୍ଲାଇନ୍ରେ ବିଭିନ୍ନ କାର୍ଯ୍ୟ ସହଜରେ କରିହେଉଛି। ଏସବୁ ଭିତରେ ଅନ୍ଲାଇନ୍ ସାଇଟ୍ରୁ ଶପିଂ କରିବା ସମସ୍ତଙ୍କୁ ଆକର୍ଷିତ କରିଥାଏ। ବିଭିନ୍ନ ସାଇଟ୍ ସର୍ଚ୍ଚ କରି ନିଜ…
ଚଳିତ ବର୍ଷ ୫୪୦ କୋଟି ନକଲି ଆକାଉଣ୍ଟ୍ ହଟାଇଛି ଫେସବୁକ୍
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୧୧: ଚଳିତ ବର୍ଷ ଫେସବୁକ୍ ୫୪୦ କୋଟି ନକଲି ଆକାଉଣ୍ଟ୍ ନିଜ ପ୍ଲାଟ୍ଫର୍ମରୁ ହଟାଇଛି। ଏନେଇ ଫ୍ରାନ୍ସ୍ର ଏଏଫ୍ପି ଏଜେନ୍ସି ପକ୍ଷରୁ ତଥ୍ୟ ପ୍ରକାଶ ପାଇଛି। ରୟଟର୍ସ ରିପୋର୍ଟ ଅନୁସାରେ ଚଳିତ ବର୍ଷ ଏପ୍ରିଲ୍ରୁ ସେପ୍ଟେମ୍ବର ମଧ୍ୟରେ ଫେସବୁକ୍ ୩୨୦ କୋଟି…
ସ୍ବାମୀଙ୍କ ମୃତ୍ୟୁର ଏକ ଘଣ୍ଟା ପରେ ଆଖିବୁଜିଲେ ସ୍ତ୍ରୀ
ଚେନ୍ନାଇ,୧୪।୧୧: ତାମିଲନାଡୁର ପୁଦୁକୋଟ୍ଟଇ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସ୍ବାମୀଙ୍କ ମୃତ୍ୟୁର ଏକ ଘଣ୍ଟା ପରେ ଆଖିବୁଜିଛନ୍ତି ସ୍ତ୍ରୀ। କୃପାକୁଡିର ଦ୍ରାବିଡ କଲୋନୀରେ ରହୁଥିବା ଓ୍ବେତ୍ରଓ୍ବେଲ ୧୦୪ ବର୍ଷ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ପିଚାଇଙ୍କୁ ୭୫ ବର୍ଷ ହୋଇଥିଲା।…
ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଏସ୍ପି, ପଚାରି ବୁଝିଲେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା
ଛତ୍ରପୁର,୧୪।୧୧(ଡି.ଏନ୍.ଏ.): ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ଯୋଗାଇବା, ଛତ୍ରପୁରରେ ଡାକ୍ତର ରହିବା, ପରିମଳ ବ୍ୟବସ୍ଥା ଠିକ୍ ରଖିବାକୁ ଏସ୍ପି କହିଥିଲେ।…
Archives


