Home

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ

ବ୍ରହ୍ମପୁର ଅଫିସ୍‌,୯ା୧୨-ଖୁବ୍‌ କମ୍‌ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ସୌମ୍ୟାଙ୍କ…

ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା

ଘସିପୁରା, ୯।୧୨ (ଡି.ଏନ.ଏ.)-କେନ୍ଦୁଝରର ଭାତ ହାଣ୍ଡି ଭାବେ ପରିଚିତ ଆନନ୍ଦପୁର କୃଷି ଜିଲାରେ ଚଳିତ ଖରିଫ ଋତୁରେ ଚାଷୀ ମାନଙ୍କ ଧାନ ଫସଲ ଅମଳ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଛି। ଅଧିକାଂଶ ଚାଷୀ ମାନେ ବିଲରୁ ଧାନ ଆଣି ଖଳାରେ ବହୁଦିନ…

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର ୨୬ ତାରିଖରେ ‘ନକଲି ସାର୍ଟିଫିକେଟ୍‌ରେ ଚାକିରି, ଷ୍ଟାଇପେଣ୍ଡ ଲୁଟ୍‌’ ଖବର ଧରିତ୍ରୀରେ ପ୍ରକାଶ ପାଇବା…

କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ

ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି। ଷ୍ଟେଟ ବ୍ଲଡ ଟ୍ରାନ୍ସଫ୍ୟୁଜନ କାଉନସିଲ ଓ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଉଦାହରଣ ସାଜିଛନ୍ତି ସୁଲୋଚନା

ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି ଦେବା ସହ ପରିବା ତୋଳି ଥାଆନ୍ତି । ଅନ୍ୟ ଲୋକେ ବଜାରରେ ପରିବା ଓ…

ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍‌ ଖୋଲୁ ନାହିଁ ସରକାରୀ ଧାନମଣ୍ଡି

ରୂପ୍‌ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍‌ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଗୁଜୁୁରାଣ ମେଣ୍ଟାଇବାକୁ ବେପାରୀଙ୍କୁ କମ୍‌ ଦରରେ ଧାନ ବିିକି କ୍ଷତି ସହୁଛନ୍ତି। ସରକାରୀ…

କରଣଙ୍କ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ ନେବା ପାଇଁ ଚାହୁଁଛନ୍ତି। ଖୁବ୍‌ଶୀଘ୍ର ସେ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଫିଲ୍ମରେ…

ବିନା ପାଣିରେ ବଞ୍ଚିଛନ୍ତି ଏହି ଯୁବତୀ

ପାଣି ବିନା ମଣିଷ ବଞ୍ଚିପାରିବ ନାହିଁ। ଏକ କଥା ସମସ୍ତେ ଜାଣନ୍ତି। ମାତ୍ର ନୂଆଦିଲ୍ଲୀର ୧୯ ବର୍ଷୀୟା ଯୁବତୀ ଲିଣ୍ଡ୍‌ସେ ଚୌବା ବିନା ପାଣିରେ ବଞ୍ଚୁଛନ୍ତି। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କାରଣ ସେ ପାଣି ସଂସ୍ପର୍ଶରେ ଆସିବା କ୍ଷଣି…

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି। ତେବେ…

ଓଜନ କମାଇଥାଏ ଏହି ଜୁସ୍‌

ଆଜିକାଲି ଓଜନ ବୃଦ୍ଧି ମୁଖ୍ୟ ସମସ୍ୟା ହୋଇଛି। ଓଜନ କମାଇବା ପାଇଁ କିଏ କେତେ କ’ଣ ତରିକା ଆପଣାଉଛନ୍ତି। ମାତ୍ର କମଳା ଏବଂ ଗାଜର ଜୁସ୍‌ ପିଇଲେ ଓଜନ ଖୁବ୍‌ ଶୀଘ୍ର ହ୍ରାସ ପାଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି।…

କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁ ପଡ଼ିବା ଘଟଣା: ବଦଳିଲେ ଖେଳ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ବଦଳିଲେ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଖେଳ ଶିକ୍ଷୟିତ୍ରୀ। ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଏବଂ ଅଭିଭାବକଙ୍କ ଧାରଣା ପରେ ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏନେଇ ଭୁବନେଶ୍ୱର ରିଜିଅନ୍‌ ଡେପୁଟି କମିଶନର ଚିଠି କରିଛନ୍ତି। ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀଙ୍କ ନିର୍ଯାତନାରେ ଅତିଷ୍ଟ ହୋଇ…

ବଢ଼ିଲାଣି ଶୀତ: ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଆଶାତୀତ କମ୍‌ ହୋଇଥିବାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ସେହିପରି ଭବାନୀପାଟଣା, ଥୁ.ରାମପୁର, ଲାଞ୍ଜିଗଡ଼, ମ.ରାମପୁର, କର୍ଲାମୁଣ୍ଡା, ଜୁନାଗଡ଼, ଗୋଲାମୁଣ୍ଡା, କଲମପୁର, ନର୍ଲା ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?