‘ଚୌକିଦାର ଚୋର୍ ହୈ’ ମନ୍ତବ୍ୟ: ରାହୁଲଙ୍କ ନିଃସର୍ତ୍ତ କ୍ଷମାପ୍ରାର୍ଥନା ସୁପ୍ରିମ୍କୋର୍ଟରେ ମଞ୍ଜୁର
ନୂଆଦିଲ୍ଲୀ,୧୪।୧୧: ସୁପ୍ରିମ୍କୋର୍ଟ ଗୁରୁବାର ରାହୁଲ ଗାନ୍ଧୀଙ୍କ ନିଃସର୍ତ୍ତ କ୍ଷମାପ୍ରାର୍ଥନାକୁ ମଞ୍ଜୁର କରିଛନ୍ତି। ସେ ରାଫାଲ୍ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ‘ଚୌକିଦାର ଚୋର୍ ହୈ’ ମନ୍ତବ୍ୟ ଦେଇଥିଲେ। ଏହାକୁ ଶୀର୍ଷ ଅଦାଲତ ମଞ୍ଜୁର କରିବା ସହିତ ରାହୁଲଙ୍କୁ ଭବିଷ୍ୟତରେ ଏଭଳି…
ବୁଲ୍ବୁଲ୍ କ୍ଷୟକ୍ଷତି ଆକଳନ: ଆଜି ଆସୁଛନ୍ତି କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ ଯୋଗୁ କେତେ କ୍ଷୟକ୍ଷତି ହୋଇଛି ତା’ର ଆକଳନ କରିବା ଲାଗି କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟର ଏକ ପ୍ରତିନିଧି ଦଳ ଆସନ୍ତା ୧୪ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା…
୩ ପିଏଲ୍ଏଫ୍ଆଇ ସଦସ୍ୟ ଗିରଫ
ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍ଏଫ୍ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡ ପଶ୍ଚିମ ସିଂଭୂମ ଜିଲା ବନ୍ଦଗଁ। ଅଞ୍ଚଳର…
ଗାନ୍ଧିଜୀଙ୍କ ହତ୍ୟା ତଥ୍ୟ ପିଲାଙ୍କୁ ଲୁଚା ନ ଯାଉ
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ପିଲାଙ୍କୁ ଦିଆଯାଇଥିବା ଦୁଇ ପୃଷ୍ଠାର ଏକ ଲିଫ୍ଲେଟରେ ଗାନ୍ଧିଜୀଙ୍କ ବର୍ବର ହତ୍ୟାକୁ ଉଲ୍ଲେଖ ନ କରି ମିଥ୍ୟା ତଥ୍ୟ ଦିଆଯାଇଛି। ଗାନ୍ଧିଜୀଙ୍କୁ ନାଥୁରାମ ଗଡ୍ସେ ପ୍ରାର୍ଥନା ସଭାରେ ଗୁଳିକରି ହତ୍ୟା କରିଥିବା ଇତିହାସରେ ଲିଖିତ…
ଏଚ୍ଟିଇଟି ପରୀକ୍ଷା ସମୟରେ ମହିଳାମାନେ ବିନ୍ଦି, ସିନ୍ଦୁର ପିନ୍ଧିବାକୁ ମିଳିଲା ଅନୁମତି
ଫତେହାବାଦ,୧୪।୧୧: ହରିୟାଣା ଟିଚର ଇଲିଜିବିଲିଟି ଟେଷ୍ଟ(ଏଚ୍ଟିଇଟି) ପରୀକ୍ଷାରେ ମହିଳାମାନେ ବିନ୍ଦି ଓ ସିନ୍ଦୁର ପିନ୍ଧି ପାରିବେ ବୋଲି ବୁଧବାର ଫତେହାବାଦ ଡେପୁଟି କମିଶନର ଧିରେନ୍ଦ୍ର ଖରାଗ ଘୋଷଣା କରିଛନ୍ତି। ପୂର୍ବରୁ ମହିଳାମାନଙ୍କୁ ଏସବୁ ବାରଣ କରାଯାଇଥିବା ବେଳେ ଏବେ ପୂର୍ବଭଳି ମୁଦି,…
ଗ୍ୟାଙ୍ଗ୍ଷ୍ଟର ରାଜା ଆଚାର୍ଯ୍ୟ ଗିରଫ
କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ…
ମୋଦି ସରକାର ଆଶ୍ୱସ୍ତ: ରାଫାଲର ପୁନର୍ବିଚାର ଆବେଦନ ସୁପ୍ରିମ୍କୋର୍ଟରେ ଖାରଜ
ନୂଆଦିଲ୍ଲୀ,୧୪।୧୧: ରାଫାଲ୍ ଯୁଦ୍ଧ ବିମାନ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆଶ୍ୱସ୍ତି ମିଳିଛି। ଏହାର ପୁନର୍ବିଚାର ଆବେଦନକୁ ଗୁରୁବାର ସୁପ୍ରିମ୍କୋର୍ଟ ଖାରଜ କରିଛନ୍ତି। ଏହି ମାମଲାରେ ୨୦୧୮ରେ ଶୀର୍ଷ ଅଦାଲତଙ୍କ ରାୟ ଉପରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ସମେତ…
ଭିଜିଲାନ୍ସ ହାତରେ ବିଞ୍ଝାରପୁରର ଏଏସ୍ଆଇ
ବିଞ୍ଝାରପୁର,୧୪।୧୧(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଜାରପୁର ଥାନାର ଏଏସ୍ଆଇ ଯୁଧିଷ୍ଟର ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଥାନା କେଶ ନଂ ୩୭/୧୯ରେ ଚାର୍ଜସିଟ୍ କୋହଳ କରିବାକୁ ବାଇଧର ମଲ୍ଲିକଙ୍କ ଠାରୁ ସେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ବାଇଧର ଭିଜିଲାନ୍ସଙ୍କୁ ଅବଗତ…
ପଣ୍ଡିତ ନେହେରୁଙ୍କ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନରେ ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟୁଇଟ୍ କରି ନେହେରୁଙ୍କ ୧୩୦ତମ ଜନ୍ମଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହାସହ…
ବଡ଼ ଖଣ୍ଡପୀଠରେ ସାବରିମାଲା ମାମଲାର ହେବ ବିଚାର: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୪।୧୧: ସାବରିମାଲା ମାମଲାର ବିଚାର ଏଣିକି ବଡ଼ ଖଣ୍ଡପୀଠରେ କରାଯିବ ବୋଲି ଗୁରୁବାର ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠରେ କରାଯାଉଥିଲା। ତେବେ ଏହା ୭ ଜଣିଆ ଖଣ୍ଡପୀଠରେ…
ଶ୍ରୀଲିଙ୍ଗରାଜଙ୍କ ଜବରଦଖଲ ଜମି ଉଚ୍ଛେଦ ନେଇ ରାଜ୍ୟପାଳଙ୍କୁ ଦାବିପତ୍ର: ସିବିଆଇ ତଦନ୍ତ ଦାବି କଲା ଏକାମ୍ର ଜନଜାଗରଣ ମଞ୍ଚ
ପୁରୁଣା ଭୁବନେଶ୍ୱର, ୧୩। ୧୧ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଏକର ଏକର ଜମି ଜବରଦଖଲକାରୀଙ୍କ କବ୍ଜାରେ। ଶହ ଶହ ଏକରରୁ ହାତଗଣତି କେବଳ ଠାକୁରଙ୍କ ନୀତିକାନ୍ତି ପାଇଁ ବଞ୍ଚତ୍ ରହିଥିବା ଭୂସମ୍ପତ୍ତି ଉପରେ ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଏହି ଜବରଦଖଲକୁ…
ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କ ପରଲୋକ: ଆଇନଷ୍ଟାଇନ୍ଙ୍କ ସିଦ୍ଧାନ୍ତକୁ କରିଥିଲେ ଚ୍ୟାଲେଞ୍ଜ୍
ପାଟନା,୧୪।୧୧: ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କର ଗୁରୁବାର ପରଲୋକ ଘଟିଛି। ପାଟନାରେ ୭୪ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି। ଦୀର୍ଘ ୪୦ ବର୍ଷ ଧରି ସେ ମାନସିକ ରୋଗ ସିଜୋଫ୍ରେନିଆରେ ପୀଡ଼ିତ ଥିଲେ। ସେ ଆଇନଷ୍ଟାଇନ୍ଙ୍କ ଆପେକ୍ଷିକ ସିଦ୍ଧାନ୍ତକୁ ଚ୍ୟାଲେଞ୍ଜ୍…
Archives


