Home

ଶିବଙ୍କ ଭକ୍ତିରେ ଲୀନ ବାଂଲାଦେଶ କ୍ରିକେଟର୍‌: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩।୪: ଆଜିକାଲି ସାରା ବିଶ୍ୱର କ୍ରିକେଟ ପ୍ରେମୀଙ୍କ ମଧ୍ୟରେ IPL 2025ର ଉତ୍ସାହ ଦେଖିବାକୁ ମିଳୁଛି। କିନ୍ତୁ ବିଶ୍ୱର ଅନେକ ଶ୍ରେଷ୍ଠ କ୍ରିକେଟର ଏହି ଲିଗରେ ଖେଳୁନାହାଁନ୍ତି। ସେମାନଙ୍କ ମଧ୍ୟରେ ଗୋଟିଏ ବଡ଼ ନାମ ହେଉଛି ବାଂଲାଦେଶର ଉଇକେଟକିପର ବ୍ୟାଟସମ୍ୟାନ ଲିଟନ…

କିଛି ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩ା୪: ଆସନ୍ତା କିଛି ଘଣ୍ଟା ଭିତରେ ରାଜ୍ୟର କିଛି ଜିଲାରେ କାଳବୈଶାଖୀର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାରୁ ଜଣାପଡ଼ିଛି। ରାଜ୍ୟର ମୁଖ୍ୟତଃ ୭ ଜିଲାକୁ କାଳବୈଶାଖୀ ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ଜିଲାଗୁଡ଼ିକ…

ଟ୍ରମ୍ପ ଫୁଟାଇଲେ ଟାରିଫ ବୋମା ତ ଏବେ ଧମକାଇଲାଣି ଚାଇନା

ବେଜିଂ,୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ଚାଇନାରୁ ଆମେରିକୀୟ ଆମଦାନୀ ଉପରେ ୪୩୮ ବିଲିୟନ ଡଲାର ମୂଲ୍ୟର ୩୪ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ଚାଇନା ହେଉଛି ଆମେରିକାର ତୃତୀୟ ବୃହତ୍ତମ ବାଣିଜି୍ୟକ ଅଂଶୀଦାର। ଚାଇନା ଏହି ନିଷ୍ପତ୍ତି ଉପରେ…

‘ସୁପ୍ରିମକୋର୍ଟଙ୍କ ସମ୍ମାନ କରୁଛି, ହେଲେ ନିଷ୍ପତ୍ତି ମାନି ପାରିବି ନାହିଁ,’ କାହିଁକି ଏମିତି କହିଲେ ମମତା

ନୂଆଦିଲ୍ଲୀ,୩।୪: ପଶ୍ଚିମବଙ୍ଗରେ ୨୬ ହଜାର ଶିକ୍ଷକ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ବେଆଇନ ଘୋଷଣା କରିବା ପରେ ରାଜନୀତି ଉଷ୍ମ ହୋଇଛି। ଏହାକୁ ନେଇ ଭାଜପା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଥିବା ବେଳେ ସିପିଏମ ତୁରନ୍ତ…

Video: ପୋଜ୍‌ ଦେଉ ଦେଉ ପଡ଼ିଗଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କେମିତି ଅଛି ସ୍ବାସ୍ଥ୍ୟାବସ୍ଥା

ସିଡନୀ,୩।୪: ନ୍ୟୁ ସାଉଥ ୱେଲ୍ସରେ ଗୁରୁବାର ଏକ ପ୍ରଚାର କାର୍ଯ୍ୟକ୍ରମ ସମୟରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ମଞ୍ଚରୁ ପଡ଼ି ଯାଇଛନ୍ତି। ମେ’ ମାସରେ ଅନୁଷ୍ଠିତ ଜାତୀୟ ନିର୍ବାଚନ ପାଇଁ ଏକ ପ୍ରଚାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣ ପରେ ଫଟୋଗ୍ରାଫ…

କାର୍ଯ୍ୟାଳୟରେ କର୍ମଚାରୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର

କୋରାପୁଟ,୩ା୪: ରାଜ୍ୟ ସରକାରଙ୍କ ଦ୍ୱାରା ପାରମ୍ପରିକ ବସ୍ତ୍ର ପରିଧାନ ନେଇ ଘେଷଣା ପରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପତ୍ର ସଂଖ୍ୟା ୩୬୧/୨୦୨୫ ତା ୨/୪/୨୫ରେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଗୁରୁବାର ପାରମ୍ପରିକ ପୋଷାକ…

ଜୀବନରେ ସୁଖଶାନ୍ତି ଚାହାନ୍ତି କି? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ୫ ଉପାୟ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଏବଂ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଆଜି ଏସବୁ ନୀତି ଲୋକଙ୍କ ମାର୍ଗଦର୍ଶନ କରିଆସୁଛି। ବିଶେଷକରି ଜୀବନକୁ ସହଜ ଏବଂ ସରଳ କରିବାକୁ ନେଇ ଚାଣକ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୫ ହଜାରରୁ ଊର୍ଦ୍ଧ୍ୱ ଯୁବପିଢ଼ିଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ବିକାଶ ପ୍ରକ୍ରିୟାରେ ଆହୁରି ଆଗକୁ ଯିବ ଖୋର୍ଦ୍ଧା ଜିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜିଲାର ପ୍ରଗତିଧାରାକୁ ଆହୁରି ତ୍ୱରାନ୍ବିତ କରିବା ଲକ୍ଷ୍ୟରେ ବିବିଧ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ହଳଦୀପଦା ଏବଂ ମୁଣ୍ଡାମ୍ବ କାଳିବେତୀରେ ୧୪ଟି ଶିଳ୍ପ…

ନା କାଜୋଲ, ନା କରିସ୍ମା; ଏହି ଅଭିନେତ୍ରୀ ହେଉଛନ୍ତି ଅଜୟ ଦେବଗନଙ୍କ ପ୍ରଥମ ପ୍ରେମ…

ବମ୍ବେ: ସର୍ବଦା ନିଜର ଫିଲ୍ମକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବଲିଉଡର ଅନ୍ୟତମ ହିଟ୍‌ ନାୟକ ଅଜୟ ଦେବଗନ୍‌। ଆଜି ସେ ତାଙ୍କର ୫୬ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଚାଲନ୍ତୁ ଜାଣିବା ତାଙ୍କ ପ୍ରେମ ଜୀବନ ବିଷୟରେ କିଛି ଅଜଣା…

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା

ନୂଆଦିଲ୍ଲୀ,୩ା୪: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା ନୂଆଦିଲ୍ଲୀ,୩ା୪: ଏଣିକି ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା ସାର୍ବଜନୀନ ହେବ। ଏନେଇ ୩୦ ଜଣ ବିଚାରପତି ସମ୍ପତ୍ତି ସାର୍ବଜନୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ବିଚାରପତିଙ୍କ ସମ୍ପତ୍ତି…

Viral Video: ସ୍ବାମୀଙ୍କ ଛାତି ଉପରେ ବସି ନିର୍ଧୁମ ଛେଚିଲେ ସ୍ତ୍ରୀ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୩।୪: ସୋସିଆଲ ମିଡିଆରେ ନିଷ୍ଠୁରତାର ଅନେକ ଭିଡିଓ ଭାଇରାଲ ହୋଇଥାଏ। ବେଳେବେଳେ ଏହା ଅନେକ କଷ୍ଟ ଦିଏ। ନିକଟରେ ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏମିତି ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ ଜଣେ ଲୋକୋ ପାଇଲଟଙ୍କ ସ୍ତ୍ରୀ ତାଙ୍କୁ ନିର୍ଧୁମ ପିଟୁଥିବା…

ହଷ୍ଟେଲରେ ମଦ ପିଉଥିଲେ; ଦେଖିନେଲେ ବୋଲି ବ୍ଲେଡରେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ହାତକୁ କାଟିଲେ, ଲୁଣ ମାରିଲେ ନବମ ଶ୍ରେଣୀ ଛାତ୍ର

ଉଦଳା,୩।୪(ସନ୍ତୋଷ କୁମାର ବାଛିନି): ଛୋଟ ପିଲା ବୟସରେ ଭୟଙ୍କର ବ୍ୟବହାର। ର଼୍ୟାଗିଂ କରିବାକୁ ଯାଇ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ଦେହକୁ ବ୍ଲେଡରେ କାଟିଲେ। ପରେ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯ୍ୟାତନା। ଖୁଣ୍ଟା ଥାନା ବାସିପିଠା ଏସଏସଡି ହାଇସ୍କୁଲରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri