Home

ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ

ଲକ୍ଷ୍ନୌ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଉତ୍ତରପ୍ରଦେଶ ସରକାରର ୨ ଜଣ ମନ୍ତ୍ରୀ ଯାଇଥିବାବେଳେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକେ ଓ କଂଗ୍ରେସ କର୍ମୀମାନେ ସେମାନଙ୍କୁ ଜୋରଦାର ବିରୋଧ କରିଥିଲେ। ମନ୍ତ୍ରୀ କମଳ ରାଣୀ ବରୁନ୍‌ ଓ ସ୍ବାମୀ ପ୍ରସାଦ…

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ ଆଶା କରାଯାଉଥିବା ଜାଡ଼ ନ ଥିବାରୁ ନିରାଶ ହୋଇଛନ୍ତି। ତେବେ ସେମାନେ ଡୁଲୁରୀ…

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା କରିବା ପରେ ଶନିବାର ଏନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍‌ଏଚ୍‌ଆର୍‌ସି) କର୍ମକର୍ତ୍ତା ଘଟଣାସ୍ଥଳ(ଚତ୍ତନପଲ୍ଲୀ ଗ୍ରାମ)କୁ ଯାଇ…

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା ସହ ୨ ଜଣ ଆହତ ହୋଇଛନ୍ତି। ସିସାଇ ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬…

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା ବ୍ୟୟବହୁଳ ହୋଇଯାଇଛି ଏବଂ ବିଭିନ୍ନ କାରଣରୁ ଏହା ସାଧାରଣ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ସାଧାରଣ…

ଉନ୍ନାଓ ପୀଡ଼ିତା ପରିବାରର ଦାବି: ଅଭିଯୁକ୍ତଙ୍କୁ ମିଳୁ ହାଇଦ୍ରାବାଦ ଭଳି ଦଣ୍ଡ

ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ଭଳି ଏନ୍‌କାଉଣ୍ଟର କରାଯିବାକୁ କିମ୍ବା ଫାଶୀ ଦେବାକୁ ପୀଡିତାଙ୍କ ପରିବାର ସଦସ୍ୟମାନେ ଦାବି କରିଛନ୍ତି।…

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ ବିଭାଗ…

ରୋଗୀଙ୍କ ସହ ଫୋନ୍‌ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ବ୍ୟବହାର, ନିରାମୟ ଯୋଜନାରେ ମାଗଣା ଔଷଧ,…

ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ – ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିଙ୍କ ଉଦ୍ୟମ ପ୍ରଶଂସନୀୟ। ଆଜିର ସମୟରେ ସଂସ୍କୃତି ଏବଂ ଭାଷାକୁ ବଜାୟ…

ନୌବାଦ୍ୟରେ ଦେଶକୁ ସଲାମ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ନୌସେନା ଦିବସ ପାଳନ ଅବସରରେ ଶନିବାର ନୌସେନା ପ୍ରଭାରୀ (ଓଡ଼ିଶା) ଓ ଭାରତୀୟ ନୌସେନା ଆଇଏନ୍‌ଏସ୍‌ ଚିଲିକା ପକ୍ଷରୁ ଉତ୍କଳ ମଣ୍ଡପଠାରେ ନୌବାଦ୍ୟ ପରିବେଷଣ କରାଯାଇଥିଲା। ନୌସେନାର ବୃନ୍ଦ ବାଦ୍ୟ ଓ ସଙ୍ଗୀତରେ ଦେଶକୁ ସଲାମ କରିଥିଲେ ନୌସେନା।…

ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’

ଅନୁଗୋଳ ଅଫିସ, ୮।୧୨ – ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା ସମ୍ଭବ ହେବନାହିଁ। ସମାଜରେ ସ୍ବାଭିମାନର ସହ ବଞ୍ଚତ୍ବା ନାରୀମାନଙ୍କ ସାମ୍ବିଧାନିକ ଅଧିକାର। ରାଜ୍ୟ…

ଅନୁଗୋଳରେ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନର ‘ଆଶା-ଦି ହୋପ୍‌’ଉଦ୍‌ଘାଟିତ : ଦିବ୍ୟାଙ୍ଗଙ୍କ ମାତା ପିତାଙ୍କ ସ୍ବପ୍ନ ସାକାର କରିବୁ: ଶାଲୁ ଜିନ୍ଦଲ

ଅନୁଗୋଳ ଅଫିସ, ୮।୧୨ – ଦିବ୍ୟାଙ୍ଗ ତଥା ସ୍ବତନ୍ତ୍ର ଭିନ୍ନକ୍ଷମ ଶିଶୁମାନଙ୍କ ଆବଶ୍ୟକତା ପୂରଣ ପାଇଁ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ‘ଆଶା-ଦି ହୋପ୍‌’ ନାମକ ଏକ ସ୍ବତନ୍ତ୍ର ଥଇଥାନ କେନ୍ଦ୍ର ଶନିବାର ଅନୁଗୋଳ ଠାରେ ଉଦ୍‌ଘାଟିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଫାଉଣ୍ଡେଶନର ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?