Home

ଧାନ କାଟିବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର

ଖଇରା, ୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ପଳସା ପଞ୍ଚାୟତ ଅଧୀନ ନଛିପୁର ଗ୍ରାମକୁ ଧାନ କାଟିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଖଇରା ପୋଲିସ ଜଣେ ଯୁବକଙ୍କୁ ଶନିବାର ଅଟକ ରଖି ପଚରାଉଚୁରା କରୁଛି।…

ସିଲ୍‌ ଖୋଲି କାଠଡିପୋରେ ଯାଞ୍ଚ

ଭଦ୍ରକ ଅଫିସ, ୭।୧୨- ଭଦ୍ରକ ଜିଲା ବନ ବିଭାଗ ପକ୍ଷରୁ ଶନିବାର ଭଦ୍ରକ ସହରର ସାମରାଇପୁରରେ ଥିବା ସରକାରୀ ଲକ୍ଷ୍ମୀନାରାୟଣ କାଠଡିପୋର ସିଲ୍‌ ଖୋଲି ଷ୍ଟକ ଯାଞ୍ଚ କରାଯାଇଛି। ଏହି ଡିପୋରେ ଗୁରୁବାର ରାତି ପ୍ରାୟ ୨ଟା ବେଳେ ବନ ବିଭାଗ…

୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ

ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍‌ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଶନିବାର ଜେଏମ୍‌ଏଫସି କୋଟର୍ର୍ରେ ହାଜର କରାଯାଇଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ଡ଼ିପିଓ…

ପରାଜୟରୁ ବର୍ତ୍ତିଲା ଇଷ୍ଟବେଙ୍ଗଲ

ଲୁଧିଆନା, ୭ା୧୨ (ପି.ଟି.)-ପଞ୍ଜାବ ଏଫ୍‌ସି ବିପକ୍ଷ ଆଇ-ଲିଗ୍‌ ମ୍ୟାଚରେ ଇଷ୍ଟ ବେଙ୍ଗଲ ପରାଜୟରୁ ଅଳ୍ପକେ ବର୍ତ୍ତିଯାଇଛି। ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏହି ମ୍ୟାଚରେ ଡାନିଲୋ ଅଗଷ୍ଟୋ ୧୩ତମ ମିନିଟ୍‌ରେ ଏକ ଗୋଲ ସ୍କୋର କରି ପଞ୍ଜାବ ଏଫ୍‌ସିକୁ…

ଇଂଲଣ୍ଡ ଦଳକୁ ଆଣ୍ଡରସନଙ୍କ ପ୍ରତ୍ୟାବର୍ତ୍ତନ

ଲଣ୍ଡନ, ୭।୧୨- ଚଳିତ ମାସ ଅନ୍ତିମ ସପ୍ତାହରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ଲାଗି ଶନିବାର ଭ୍ରମଣକାରୀ ଇଂଲଣ୍ଡ ଦଳ ଘୋଷଣା କରାଯାଇଛି। ଜୋ ରୁଟ୍‌ଙ୍କ ନେତୃତ୍ୱରେ ଘୋଷିତ ୧୭ ଜଣିଆ ଦଳକୁ ଜେମ୍ସ ଆଣ୍ଡରସନ, ଜନି…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଜୁଏଲ…

ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ: ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ିଲେନି ପରିବାର ଲୋକେ

ସିମୁଳିଆ,୭।୧୨(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମକ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି…

ଶୁଖୁଛି ବିଶ୍ୱର ଏହି ଜଳପ୍ରପାତ

ଲୁସାକା: ବିଶ୍ୱର ପ୍ରମୁଖ ଜଳପ୍ରପାତ ମଧ୍ୟରୁ ଦକ୍ଷିଣଆଫ୍ରିକାର ଜାମ୍ବିଆ ଏବଂ ଜିମ୍ବାଓ୍ବେକୁ ବିଭାଜନ କରୁଥିବା ଭିକ୍ଟୋରିଆ ଜଳପ୍ରପାତ ଅନ୍ୟତମ। ୩୫୫ ଫୁଟ ଉଚ୍ଚର ଏହି ଜଳପ୍ରପାତ ପ୍ରତିବର୍ଷ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ମାତ୍ର ୨୫ ବର୍ଷ ଧରି…

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର ଅପରାହ୍ନରେ ଶାସ୍ତ୍ରୀନଗରଠାରେ ରହୁଥିବା ଦୀପକ ସୂତାର(୨୨) ଆତ୍ମହତ୍ୟା କରୁଥିବା ବେଳେ ଝରକା ବାଟେ…

କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।…

ଦୃଷ୍ଟିଶକ୍ତି ବଢ଼ାଇଥାଏ ଏସବୁ ଖାଦ୍ୟ

ଆଜିକାଲି ଅଧିକାଂଶ ଲୋକଙ୍କ ଦୃଷ୍ଟିଶକ୍ତି କମ୍‌ ରହୁଛି। ଖାଦ୍ୟପେୟରେ ଅନିୟମିତତା, ପରିବର୍ତ୍ତିତ ଜୀବନଶୈଳୀ ତଥା ଅଧିକ ସମୟ ଟିଭି, ମୋବାଇଲ୍‌, କମ୍ପ୍ୟୁଟର ଆଦି ଦେଖିବା ଯୋଗୁ ଦୃଷ୍ଟିଶକ୍ତି ହ୍ରାସ ପାଉଛି। ଆଖିକୁ ସୁସ୍ଥ ରଖିବା ପାଇଁ ଭିଟାମିନ୍‌ ‘ଏ’, ‘ବି’, ‘ସି’…

‘ମୋ ସରକାର’ ଟିମ୍‌ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର ସଦର ମହକୁମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?