ଏହି ଦେଶରେ ବାପା ହେଲେ ପୁରୁଷଙ୍କୁ ମିଳିଥାଏ ସର୍ବାଧିକ ଛୁଟି
ସାଧାରଣତଃ ପିଲା ଜନ୍ମ ଦେଲେ କାର୍ଯ୍ୟସ୍ଥଳରେ ମା’ଙ୍କୁ ଛୁଟି ମିଳିଥାଏ। ମାତ୍ର କେଉଁଠି ବାପାଙ୍କୁ ଛୁଟି ମିଳୁଥିବାର ଶୁଣିଛନ୍ତି। ଆଜ୍ଞା ହଁ, ଏମିତି ଏକ ଦେଶ ହେଉଛି ଜାପାନ। ଯେଉଁଠି ସନ୍ତାନ ଜନ୍ମ ହେଲେ ବାପାଙ୍କୁ କାର୍ଯ୍ୟସ୍ଥଳରେ ସର୍ବାଧିକ ଛୁଟି ମିଳିଥାଏ।…
ଦୀପକ ଚହରଙ୍କ ବୋଲିଂ ଦେଖି ଏମିତି କହିଲେ ତାଙ୍କ ଭଉଣୀ
ନୂଆଦିଲ୍ଲୀ,୧୩।୧୧: ନିର୍ଣ୍ଣାୟକ ଟି-୨୦ରେ ବାଂଲାଦେଶ ବ୍ୟାଟିଂ ଲାଇନଅପ୍ ଛିନଛତ୍ର କରି ଦେଇଥିବା ଟିମ ଇଣ୍ଡିଆର ଦ୍ରୁତ ବୋଲିର ଦୀପକ ଚହର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଉକ୍ତ ମ୍ୟାଚ୍ରେ ଦୀପକ କେବଳ ଭଲ ବୋଲିଂ କରି ନ ଥିଲେ ବରଂ…
ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ
ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍କୋର୍ଟ ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ ଦେବେ। ଏହି ଦୁଇ ମାମଲାର ପୁନର୍ବିଚାର ପାଇଁ ଆବେଦନ ଦାଖଲ କରାଯାଇଥିଲା। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ରାୟ ଦେବେ। ଫ୍ରାନ୍ସର ରାଫାଲ ଯୁଦ୍ଧ…
ଉପନିର୍ବାଚନ ଫଳାଫଳ ପରେ ବହୁମତ ପାଇଁ ୟେଦୁରପ୍ପା ସରକାର ଆବଶ୍ୟକ କରିବେ ୬ ବିଧାୟକଙ୍କ ସମର୍ଥନ
ବେଙ୍ଗାଲୁରୁ,୧୩।୧୧: କର୍ନାଟକର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଉପନିର୍ବାଚନ ହେବ। ସମ୍ପ୍ରତି କର୍ନାଟକରେ ମୋଟ ବିଧାୟକ ସଂଖ୍ୟା ୨୦୭ ରହିଛି। ସରକାର ଗଠନ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ୧୦୪ ଥିବାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁରପ୍ପାଙ୍କ ପାଖରେ ୧୦୬ ବିଧାୟକଙ୍କ ସମର୍ଥନ…
ଏମିତି ବିବାହ ବାର୍ଷିକୀ ପାଳନ କରିବେ ଦୀପ୍ବୀର
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବଂ ରଣବୀର ସିଂ ନଭେମ୍ବର ୧୪ରେ ପ୍ରଥମ ବିବାହ ବାର୍ଷିକୀ ପାଳନ କରିବେ। ୨୦୧୮ରେ ଉଭୟଙ୍କ ବିବାହ ଖୁବ୍ ଆଡମ୍ବରରେ ଇଟାଲୀରେ ହୋଇଥିଲା। ପ୍ରଥମ ବିବାହ ବାର୍ଷିକୀକୁ ମନେରଖିବା ପାଇଁ ପରିବାର ସହ ସମୟ ବିତାଇବେ…
ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଲଢ଼ିପାରିବେ ନିର୍ବାଚନ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୩।୧୧: କର୍ନାଟକର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ନିର୍ବାଚନ ଲଢ଼ିପାରିବେ ବୋଲି ବୁଧବାର ସୁପ୍ରିମ୍କୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ବାଚସ୍ପତିଙ୍କ ନିଷ୍ପତ୍ତି ଠିକ୍ ଥିବା କୋର୍ଟ କହିଛନ୍ତି। ଫଳରେ ଅଯୋଗ୍ୟ ଘୋଷିତ ବିଧାୟକାମାନେ ଆଶ୍ୱସ୍ତ ହୋଇଛନ୍ତି। କୋର୍ଟଙ୍କ ରାୟ ଅନୁସାରେ…
ରାଜୌରୀରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୩।୧୧: ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ପ୍ରୟାସ ଜାରି ରଖିଛି। ବୁଧବାର ପାକିସ୍ତାନ ପୁଣି ଥରେ ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ପୋଷ୍ଟଗୁଡିକ ଉପରେ ମୋର୍ଟାର ଶେଲିଂ ମାଡ଼…
ଦରମା ନ ମିଳିବାରୁ ଅଭିନବ ପ୍ରତିବାଦ: କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗିଲେ ସଫେଇ କର୍ମଚାରୀ
ବାରିପଦା ଅଫିସ,୧୩।୧୧: ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ବୁଧବାର ସକାଳେ ପୌର କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗି ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଦରମା ପ୍ରଦାନ ଦାବିରେ ଏହି ଆନ୍ଦୋଳନ…
ଫିଲ୍ମରୁ ଦୂରେଇଲେ ଅମିତାଭ୍ ବଚ୍ଚନ୍
ମୁମ୍ବାଇ: ଯିଏ ବଲିଉଡ୍ର ଫ୍ୟାନ୍, ସେ ବିଗ୍ ବି ଅମିତାଭ୍ ବଚ୍ଚନ୍ଙ୍କ ଫ୍ୟାନ୍ ହୋଇଥିବ ନିଶ୍ଚୟ। ଏଣୁ ଆମ ସମସ୍ତଙ୍କ ପାଇଁ ଏକ ଦୁଃଖ ଖବର। ଦଶନ୍ଧି ଦଶନ୍ଧି ଧରି ନିଜ ଅଭିନୟ ଆଉ ବ୍ୟକ୍ତିତ୍ୱ ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ଘର…
ବିଶ୍ୱ ଦୟା ଦିବସ: ଜୀବନକୁ ସ୍ପର୍ଶ କରେ ଦୟା
ଦୟା ଜୀବନକୁ ବଦଳାଇଦିଏ। ଏହା ଆନନ୍ଦର ଅଗ୍ରଦୂତ। ଯେଉଁମାନେ ଦୟାର ଅଲୌକିକତା ଅନୁଭବ କରିଛନ୍ତି ସେମାନେ ସବୁବେଳେ ଦୟାଳୁ। ଦୟା ଭାବ ମାନବ ଜୀବନର ଏକ ମୌଳିକ ଅଂଶ। ଏହା ଜାତି, ଧର୍ମ,ସମ୍ପ୍ରଦାୟ, ଲିଙ୍ଗଗତ ପାର୍ଥକ୍ୟ ତଥା ରାଜନୀତିର ବାଦ ବିବାଦକୁ…
ଇସ୍ରାଏଲ୍ ବୋମାମାଡ଼ରେ ପାଲେଷ୍ଟାଇନ୍ ଆତଙ୍କବାଦୀ ମୁଖ୍ୟ ବାହା ଅବୁ ନିହତ
ଗାଜା,୧୩।୧୧: ଇସ୍ରାଏଲ୍ ବୋମାମାଡ଼ରେ ପାଲେଷ୍ଟାଇନ୍ ଆତଙ୍କବାଦୀ ମୁଖ୍ୟ ବାହା ଅବୁ ଅଲ୍-ଅଟ୍ଟା ନିହତ ହୋଇଛନ୍ତି। ଗାଜା ଅଞ୍ଚଳରେ ଇସ୍ରାଏଲ୍ ମିଳିତ ସୈନ୍ୟ ବାହିନୀ ପକ୍ଷରୁ ପ୍ରବଳ ବୋମାମାଡ଼ କରାଯାଇଥିଲା। ବୋମାମାଡ଼ରେ ବାହା ଅବୁ ଏବଂ ତାଙ୍କ ସ୍ତ୍ରୀଙ୍କ ସହିତ ୧୦ ଜଣଙ୍କ…
୧୮ବର୍ଷ ପରେ ଚପଲ ପିନ୍ଧିବେ ଦେବଦାସ
କିଶନଗଞ୍ଜ,୧୩।୧୧: ବିହାରର କିଶନଗଞ୍ଜର ଦେବଦାସ ଏବେ ୧୮ ବର୍ଷ ପରେ ଚପଲ ପିନ୍ଧିବେ। ରାମମନ୍ଦିର ନିର୍ମାଣ ନହେଲେ ସେ ଚପଲ ପିନ୍ଧିବେନି ବୋଲି ୨୦୦୧ରେ ଶପଥ ନେଇଥିଲେ। ସେହିଦିନଠାରୁ ସେ ବିନା ଚପଲରେ ଯିବା ଆସିବା କରୁଥିଲେ। ଏବେ ସୁପ୍ରିମ୍କୋର୍ଟଙ୍କ ରାୟ…
Archives


