Home

ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ: ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ୭୦ ବର୍ଷ ତଳେ ହୋଇଥିଲା ଆରମ୍ଭ

ନୂଆଦିଲ୍ଲୀ,୭।୧୨: ପ୍ରତିବର୍ଷ ଡିସେମ୍ବର ୭କୁ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳନ କରାଯାଇଥାଏ। ୧୯୪୯ଠାରୁ ଗତ ୭୦ ବର୍ଷ ଧରି ଏଭଳି ଜାରି ରହିଛି। ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ଏହି ଦିବସ ଦେଶବ୍ୟାପି ପାଳିତ ହୋଇଥାଏ। ୧୯୪୭ ଅଗଷ୍ଟ…

ଭିନ୍ନ ଲୁକ୍‌ରେ କରୀନା

ବଲିଉଡ୍‌ର ଫ୍ୟାଶନ କୁଇନ୍‌ କରୀନା କପୁର ଖାନ୍‌ଙ୍କ ଭିନ୍ନ ଲୁକ୍‌ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛି। ତାଙ୍କର ଏହି ନୂଆ ଲୁକ୍‌କୁ ପ୍ରଶଂସକ ବେଶ୍‌ ପ୍ରଶଂସା କରୁଛନ୍ତି। କରୀନା ଯେଉଁ ଡ୍ରେସ୍‌ ପିନ୍ଧିଛନ୍ତି ଏହାକୁ ନେଇ ପ୍ରଶଂସକମାନେ ଭିନ୍ନ…

ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲା: ପୋଲିସ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ

ହାଇଦ୍ରାବାଦ,୭।୧୨: ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲାରେ ପୋଲିସ ବିରୋଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ଏନ୍‌କାଉଣ୍ଟରରେ ସାମିଲ ଥିବା ପ୍ରତି ପୋଲିସ କର୍ମଚାରୀଙ୍କ ବିରୋଧରେ ଏକ ମାମଲା ରୁଜୁ କରିବା ପାଇଁ ଏହି ଆବେଦନ ପତ୍ରରେ ଦାବି କରାଯାଇଛି। ଏଥିସହ ଏକ ଯାଞ୍ଚ…

ପାକିସ୍ତାନର ରାଷ୍ଟ୍ରନୀତି ଆତଙ୍କବାଦ: ରାଜନାଥ ସିଂ

ନୂଆଦିଲ୍ଲୀ,୭।୧୨: ପାକିସ୍ତାନର ରାଷ୍ଟ୍ରନୀତି ହେଉଛି ଆତଙ୍କବାଦ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଅବସରରେ ଭାରତୀୟ ସେନାଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି। ସ୍ବାଧୀନତା ପରଠାରୁ ଭାରତ ସହିତ ପାକିସ୍ତାନ ୪ ଥର ଯୁଦ୍ଧ କରିଛି। ସମସ୍ତ…

ମିଳିଲା ଗୁପ୍ତଧନ: ଶହେ ବର୍ଷ ତଳର ମାଟିପାତ୍ରରେ ୨,୫୯୫ ମୁଦ୍ରା

ଥିରୁଭାନନ୍ତପୁରମ୍‌,୭।୧୨: କେରଳର ଥିରୁଭାନନ୍ତପୁରମ୍‌ରେ ମାଟି ତଳୁ ମିଳିଛି ଗୁପ୍ତଧନର ସନ୍ଧାନ। ଶହେ ବର୍ଷ ପୁରୁଣା ମାଟି ପାତ୍ରରେ ୨,୫୯୫ ତମ୍ବା ମୁଦ୍ରା ବନ୍ଦ ଅବସ୍ଥାରେ ମିଳିଛି। ଏସବୁର ଓଜନ ୨୦ କିଲୋ ୪ଶହ ଗ୍ରାମ୍‌। ଏଥିରେ କଳଙ୍କି ଲାଗି ଯାଇଥିବାରୁ ଏସବୁକୁ…

ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍‌ ଥାନାରେ ମାମଲା ରୁଜୁ

ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା ଠକେଇ କରି ଫେରାର ହୋଇଯାଇଥିବା ଶନିବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ବଲାଙ୍ଗୀର ସହରର…

ବଳାତ୍କାର ଘଟଣାକୁ ନେଇ ଚୁପ୍‌ ରହିଲେ ଉପ ମୁଖ୍ୟମନ୍ତ୍ରୀ

ପାଟନା,୭।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ସୁଶାସନ ଦେଉଥିବା ଦାବି କରୁଛନ୍ତି ସତ। ହେଲେ ଏବେ ବିହାର ବଳାତ୍କାରୀଙ୍କ ରାଜ୍ୟ ପାଲଟି ଯାଇଛି। ପ୍ରାୟ ପ୍ରତିଦିନ ଏଠାରେ ଘଟି ଚାଲିଥିବା ବଳାତ୍କାର ଘଟଣାା ରାଜ୍ୟର ଛବିକୁ ଖରାପ କରି ସାରିଲାଣି।…

ପିଲାଙ୍କୁ ଦିଅନ୍ତୁ ଅନୁଶାସନ ଶିକ୍ଷା

ନୂଆଦିଲ୍ଲୀ: ସବୁ ପରିବାରର କିଛି ନା କିଛି ନିୟମ ରହିଥାଏ, ଯାହାକୁ ଘରର ସମସ୍ତ ସଦସ୍ୟଙ୍କୁ ମାନିବାକୁ ପଡ଼େ। ଏହି ନିୟମ ହିଁ ପିଲାମାନଙ୍କୁ ଅନୁଶାସନରେ ବାନ୍ଧି ରଖିବାରେ ସହାୟକ ହୁଏ। ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପିଲାଙ୍କୁ ଛୋଟ ବେଳୁ ହିଁ…

୨୧ ଶତାବ୍ଦୀରେ ଭାରତ ହେବ ସୁପର ପାଓ୍ବାର: ୨୦୩୦ ବେଳକୁ ପ୍ରତି ଦ୍ୱିତୀୟ ପରିବାର ମଧ୍ୟବିତ୍ତ ବର୍ଗରେ ହେବ ସାମିଲ୍‌

ଓ୍ବାଶିଂଟନ,୭।୧୨: ଭାରତ ଏବେ ସୁପର ପାଓ୍ବାର ହେବାକୁ ଯାଉଛି। ୨୧ ଶତାବ୍ଦୀରେ ଭାରତ ପାଇଁ ଏହି ସୁଯୋଗ ଆସିବ ବୋଲି ଆମେରିକାରେ ଅବସ୍ଥାପିତ ଥିବା ଭାରତୀୟ ରାଷ୍ଟ୍ରଦୂତ ହର୍ଷବର୍ଦ୍ଧନ ଶୃଙ୍ଗଳା ସୂଚନା ଦେଇଛନ୍ତି। ନୂଆ ନିବେଶ ଯୋଜନା ଦ୍ୱାରା ଭାରତ ସାରା…

ଉନ୍ନାଓ ମାମଲାରେ ନ୍ୟାୟ ଦାବି: ବିଧାନସଭା ସମ୍ମୁଖରେ ଧାରଣାରେ ବସିଲେ ଅଖିଳେଶ

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓ ଘଟଣାରେ ଇତିମଧ୍ୟରେ ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ନ୍ୟାୟ ଦାବି କରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ବିଧାନସଭା ସମ୍ମୁଖରେ ଧାରଣା ଦେଇଛନ୍ତି। ତାଙ୍କ ସହିତ ନରେଶ ଉତ୍ତମ ଏବଂ ରାଜେନ୍ଦ୍ର ଚୌଧୁରୀ ମଧ୍ୟ ଧାରଣାରେ ବସିଛନ୍ତି।…

ଗୋଟେ ପାରା ଧରିଲେ ହଜାରେ ଟଙ୍କା ପୁରସ୍କାର

ବଡ଼ୋଦରା,୭।୧୨: ଗୁଜରାଟ ବଡ଼ୋଦରା ବିମାନ ବନ୍ଦର କର୍ତ୍ତୃପକ୍ଷ ଏକ ନିଆରା ପୁରସ୍କାର ଘୋଷଣା କରିଛନ୍ତି। ବିମାନ ବନ୍ଦର କାର୍ଯ୍ୟାଳୟର ୨୫ ମିଟର ଉଚ୍ଚରେ ପାରା ବସା କରିଛନ୍ତି। ସେଠାରେ ୧୬ ପାରା ରହିଛନ୍ତି। ପାରାଙ୍କୁ ଘଉଡ଼େଇବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ ନାନା…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ୩୬ ନମ୍ବର ବୁଥ୍‌ରେ ପଥରମାଡ ସହ ଗୁଳିଚାଳନା

ଗୁମଲା,୭।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଗୁମଲା ଜିଲାର ସିସାଇ ବିଧାନସଭା ଅଞ୍ଚଳରେ ବୁଥ୍‌ ନମ୍ବର ୩୬ରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଇଣ୍ଡୋ-ତିବତାନ ବର୍ଡର ପୋଲିସ(ଆଇଟିବିପି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?