Home

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସା ୭ଟା ୩୦ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ରବିବାର ପୂର୍ବାହ୍ନ ୯ଟା ୩୦ରେ…

ସୁପ୍ରିମକୋର୍ଟରେ ୬ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ନଭେମ୍ବର ୯ରେ ସୁପ୍ରିମକୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ବହୁ ପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ଦେଇ ରାମମନ୍ଦିର ନିର୍ମାଣ ପଥ ପରିଷ୍କାର କରିଥିବାବେଳେ ଏହା ବିରୋଧରେ ଶୁକ୍ରବାର ଭିନ୍ନ ଭିନ୍ନ ଭାବେ ୬ଟି ରିଭ୍ୟୁ ପିଟିଶନ ଦାଖଲ…

ବାରାହା ଫାଶରେ ଫସି ଚାଷୀ ମୃତ

ଛେଣ୍ଡିପଦା,୭।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଗୋପିବଲ୍ଲଭପୁର ଗାଁରେ ବାରାହା ଫାସରେ ପଡି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ କୋଶଳା ଖଳିନାଳ ଗାଁର ନବକିଶୋର ପ୍ରଧାନ। ସୂଚନାଯୋଗ୍ୟ, ନବକିଶୋର ଶୁକ୍ରବାର ବିଳମ୍ବିତ ରାତିରେ ଶିକାରୀ ବାରାହା ଶିକାର…

ଏନ୍‌ଏଚ୍‌ଆର୍‌ସିର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୨(ପି.ଟି.): ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେବା ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନିଜଆଡୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌କାଉଣ୍ଟର ଚିନ୍ତାର ବିଷୟ ଏବଂ ଏହାର…

ଲୋକ ସଭା ଦିନକ ପାଇଁ ମୁଲତବୀ

ନୂଆଦିଲ୍ଲୀ,୭ା୧୨(ପି.ଟି.): ଉନ୍ନାଓ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହୁଥିବାବେଳେ ଦୁଇ କଂଗ୍ରେସ ଏମ୍‌ପି ତାଙ୍କ ପ୍ରତି ଧମକପୂର୍ଣ୍ଣ ଆକ୍ଷେପ କରିବାରୁ ଭାଜପା ଓ ଅନ୍ୟ ଦଳର ସଦସ୍ୟମାନେ କ୍ଷମାମାଗିବା ପାଇଁ ଅଡିବସିବାରୁ ଗୃହ ଅଚଳ ହୋଇଥିଲା। ଫଳରେ ଗୃହରେ ଅଧ୍ୟକ୍ଷତା କରୁଥିବା…

ଭାଜପା ସପକ୍ଷରେ ଏକ୍‌ଜିଟ ପୋଲ୍‌ ରିପୋର୍ଟ

ବେଙ୍ଗାଲୁରୁ, ୭ା୧୨: କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର ଭୋଟଗ୍ରହଣ କରାଯାଇଥିବାବେଳେ ଏକ୍‌ଜିଟ ପୋଲ ସର୍ଭେ ରିପୋର୍ଟରେ ଫଳାଫଳ ଭାଜପା ସପକ୍ଷରେ ଯିବ ବୋଲି ମତ ଦେଇଛି। ସ୍ଥାନୀୟ କନ୍ନଡ ନ୍ୟୁଜ୍‌ ଚ୍ୟାନେଲ ପାଓ୍ବାର ଟିଭି ପକ୍ଷରୁ ଭାଜପାକୁ ୮ରୁ…

ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ: ଚିଠା ପ୍ରସ୍ତୁତ ଲାଗି ନିର୍ଦ୍ଦେଶ

ଓ୍ବାଶିଂଟନ, ୭ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଆସିଥିବାବେଳେ ଏନେଇ ଚିଠା ପ୍ରସ୍ତୁତ କରିବା ଲାଗି ତାଙ୍କ ଡେମୋକ୍ରାଟିକ ପାର୍ଟିର ବରିଷ୍ଠ ନେତାମାନଙ୍କୁ ହାଉସ୍‌ ଅଫ୍‌ କମନ୍ସର ବାଚସ୍ପତି ନାନ୍‌ସି ପେଲୋସି ନିର୍ଦ୍ଦେଶ ଦେଇଛନ୍ତି। ଟ୍ରମ୍ପଙ୍କ ବିରୋଧରେ ବଳାତ୍କାର…

ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ: ଶେଷରେ ଆଖିବୁଜିଲେ ଯବାନ କୃଷ୍ଣଚନ୍ଦ୍ର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ। ଶେଷରେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ଶିକାର ହୋଇ କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକ ଆଖିବୁଜିଛନ୍ତି। ପୁଅର ଚିକିତ୍ସା ପାଇଁ ସର୍ବସ୍ବାନ୍ତ…

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ୍‌ ଚିକିତ୍ସା ପ୍ରସଙ୍ଗ: ୬ ହସ୍ପିଟାଲ ସହ ପୋଲିସ କମିଶନରଙ୍କ ଆଲୋଚନା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଳମ୍ବ ଯୋଗୁ ଅନେକ ସମୟରେ ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କର ମୃତ୍ୟୁ ଘଟୁଛି। କିପରି ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇବା ସହ ଚିକିତ୍ସା ଆରମ୍ଭ ହେବ ସେଥିପାଇଁ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏମ୍‌ସ, ଆମ୍ରି,…

ବିଫଳତାରୁ ଧ୍ୟାନ ହଟାଇବାକୁ ଉଦ୍ୟମ

ନୂଆଦିଲ୍ଲୀ,୭ା୧୨(ପି.ଟି.): କୌଣସି ପରିସ୍ଥିତିରେ ବି ପୋଲିସ ଭିଡ଼ହିଂସାକାରୀ ଉତ୍ତ୍ୟକ୍ତ ଲୋକଙ୍କ ଭଳି କାର୍ଯ୍ୟ କରିପାରିବ ନାହିଁ ବୋଲି ଅଧିକାର କର୍ମୀମାନେ କହିଛନ୍ତି। ମହିଳାମାନଙ୍କ ଅଧିକାରକୁ ସୁରକ୍ଷା ଦେବାରେ ସରକାରଙ୍କ ବିଫଳତାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏନ୍‌କାଉଣ୍ଟର ଏକ ଉଦ୍ୟମ ବୋଲି…

ପୁରୀ ନାବାଳିକା ଗଣବଳାତ୍କାର ମାମଲା: ତୃତୀୟ ଅଭିଯୁକ୍ତ ରାମଚନ୍ଦ୍ର ଗିରଫ

ପୁରୀ ଅଫିସ, ୭।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ କୁମ୍ଭାରପଡ଼ା ପୋଲିସ ଶୁକ୍ରବାର ତୃତୀୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୁଆଗଁ। ଆଳିଆପୁଟୁ ଗ୍ରାମର ରାମଚନ୍ଦ୍ର ପ୍ରଧାନ(୩୨)। କୌଣସି ସୁତ୍ରରୁ ଖବରପାଇ ପୋଲିସ…

ପ୍ରଶ୍ନ ଘେରରେ ଏନ୍‌କାଉଣ୍ଟର

୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟାକାଣ୍ଡକୁ ୭ ବର୍ଷ ପୂରିବାକୁ ଯାଉଛି। ଏହି ମାମଲାର ଦୋଷୀମାନଙ୍କୁ ଫାଶୀଖୁଣ୍ଟ ଅପେକ୍ଷା କରିଥିବାବେଳେ ଗତ ୨୭ରେ ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯାଇଛି। ୨୮ରେ ପୀଡ଼ିତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?