ରଥଯାତ୍ରା ପାଇଁ ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା
ଭୁବନେଶ୍ୱର,୧୫ା୨(ସତ୍ୟଜିତ୍ ରାଉତ):ଆସନ୍ତା ଜୁନ ୨୭ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏସଂକ୍ରାନ୍ତରେ…
ମହାକୁମ୍ଭ ଯାଉଥିବାବେଳେ ଅଘଟଣ: ବୋଲେରୋ-ବସ୍ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ
ପ୍ରୟାଗରାଜ,୧୫।୨: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି…
ଓଡ଼ିଆ ସିନେ ପରଦାରେ ଢେଙ୍କାନାଳ ମାଟିର ମହକ
ଢେଙ୍କାନାଳ କଳା ସଂସ୍କୃତିର ଜିଲା ଭାବେ କେବଳ ରାଜ୍ୟ କାହିଁକି ଜାତୀୟସ୍ତରରେ ମଧ୍ୟ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଢେଙ୍କାନାଳର ପ୍ରତିଭାବାନ କଳାକାରମାନେ କେବଳ ଶାସ୍ତ୍ରୀୟ ନୃତ୍ୟ କାହିଁକି, ମଞ୍ଚ ଅଭିନୟ ଏବଂ ଚଳଚ୍ଚିତ୍ର ଅଭିନୟରେ ନିଜର ପାରଦର୍ଶିତା ଦେଖାଇ ଓଡ଼ିଶାରେ…
ଦଳ ଛାଡ଼ିଥିବା ନେତାଙ୍କୁ ଫେରି ଆସିବାକୁ ପିସିସି ସଭାପତିଙ୍କ ନିବେଦନ
ଭୁବନେଶ୍ୱର,୧୫।୨(ସୁନୀତ ମିଶ୍ର):କଂଗ୍ରେସରୁ ବିଗତ ଦିନରେ ଦଳ ବିରୋଧୀ କାର୍ଯ୍ୟ ହେଉ ବା ଅନ୍ୟ କୌଣସି କାରଣରୁ ନିଲମ୍ବିତ ନେତାମାନଙ୍କୁ ପୁଣି ଥରେ ଦଳକୁ ଫେରାଇ ଅଣାଯିବ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଶୁକ୍ରବାର ଏନେଇ ଏକ…
ଆର୍ଏମ୍ସି ଗୋଦାମରେ ଚାଲିଛି ଉପଜିଲାପାଳଙ୍କ ଅଫିସ: ଖର୍ଚ୍ଚାନ୍ତ ହେଉଛନ୍ତି ଲୋକେ, ଅଟୋରେ ଗଲେ ପଡୁଛି ୩ ଶହ
ଭବାନୀପାଟଣା,୧୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରର ମଧ୍ୟ ଭାଗରେ ଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ଏହି କାର୍ଯ୍ୟାଳୟର ନୂତନ କୋଠା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ସାଢେ ୬ କୋଟି ଟଙ୍କା ଅନୁଦାନ ଆସିବା…
୧୦ ତାଲିମ କେନ୍ଦ୍ରର କର୍ମକର୍ତ୍ତା ଯୋଗଦେଲେ: ୮୦ ଜଣ ପ୍ରାର୍ଥୀଙ୍କ ନାମ ପଞ୍ଜୀକରଣ
ଥୁଆମୂଳ ରାମପୁର,୧୫ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ତି ଜିଲା କର୍ମନିୟୋଜନ ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ବ୍ଲକ୍ଠାରେ ଶୁକ୍ରବାର ବ୍ଲକ୍ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଜିଲା କର୍ମନିୟୋଜନ ଅଧିକାରୀ ସୁବୁଲିତ…
ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍ ସଂଯୋଗ: ଚାଷୀଙ୍କ ଆଶା ଧୂଳିସାତ୍
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ବିଭିନ୍ନ ଗ୍ରାମରେ ବିଜୁ କୃଷକ କଲ୍ୟାଣ ଯୋଜନାରେ ଗଭୀର ନଳକୂପ ଖୋଳାଯାଇଛି। କିନ୍ତୁ ବର୍ଷ ବର୍ଷ ଧରି ସେଠାକୁ ବିଦ୍ୟୁତ୍ ସଂଯୋଗ ହୋଇପାରିନାହିଁ। ଫଳରେ ଏପର୍ଯ୍ୟନ୍ତ ଗଭୀର ନଳକୂପଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରି ନ ଥିବାବେଳେ ଚାଷୀଙ୍କ…
ତ୍ରୁଟିପୂର୍ଣ୍ଣ କୃଷିନୀତି, ତେଜୁଛି ଆନ୍ଦୋଳନ:ମାର୍ଚ୍ଚ ୧୭ରେ ମହାପଞ୍ଚାୟତ
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ କୃଷି ଏବଂ କୃଷକଙ୍କ ସମସ୍ୟା ଅସମାହିତ ରହିଯାଇଛି। ଏହାକୁ ନେଇ ଜିଲାରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଏବଂ କୃଷିକ୍ଷେତ୍ରକୁ କମ୍ପାନୀକରଣ ବିରୋଧରେ ଆନ୍ଦୋଳନ ତେଜି ଉଠିଛି। ଆସନ୍ତା ମାର୍ଚ୍ଚ ୧୭ତାରିଖରେ ବରଗଡ଼…
beggars in Odisha: ରାଜ୍ୟରେ ୫ହଜାରରୁ ଊର୍ଦ୍ଧ୍ୱ ଭିକାରି: ଏହି ଜିଲାରେ ସବୁଠୁ ଅଧିକ
ଭୁବନେଶ୍ୱର ୧୫ା୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ୫ହଜାର ୨୮୪ଜଣ ଭିକାରି ଅଛନ୍ତି। ସେଥିମଧ୍ୟରୁ କଟକରେ ସର୍ବାଧିକ ୧ହଜାର ୬୦ ଭିକାରି ରହିଛନ୍ତି। ଏନେଇ ଶୁକ୍ରବାର ବିଧାନସଭାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ…
ଡାକ୍ତର ମଗାଇଥିଲେ ଲାପ୍ଟପ୍, ଆସିଲା ମାର୍ବଲ
ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର):ଅନ୍ଲାଇନ୍ରେ ଏକ ଲାପ୍ଟପ୍ କ୍ରୟ କରି ସମ୍ବଲପୁରର ଦନ୍ତରୋଗ ବିଶେଷଜ୍ଞ ଡା. ଚୌବର୍ଗ ନାଏକ ଠକେଇର ଶିକାର ହୋଇଛନ୍ତି। ଟାଉନଥାନାରେ ଅଭିଯୋଗ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଡା. ନାଏକଙ୍କୁ ଥାନାକୁ ଡ଼କାଇ ପଚରାଉଚରା କରୁଛନ୍ତି। ସେ ଅନ୍ଲାଇନ୍ରେ…
ପୁଣି ବଢିଲା ସୁନାଦର: ଏତିକି ଟଙ୍କାରେ ପହଞ୍ଚିଲା
ଭୁବନେଶ୍ୱର,୧୪।୨(ଅଭୟ ଦାଶ):କ୍ରମାଗତ ଭାବେ ସୁନା ଦର ବଢ଼ି ଚାଲିଥିଲାବେଳେ ରୁପା ଦର ଓ ଅନ୍ୟାନ୍ୟ ମୂଲ୍ୟବାନ୍ ଧାତୁର ଦର ମଧ୍ୟ ସମ ପରିମାଣରେ ବୃଦ୍ଧି ଘଟି ଚାଲିଛି। ଭୁବନେଶ୍ୱରରେ ସୁନା ଦର ୨୪ କ୍ୟାରେଟ୍ର ଦାମ୍ ଶୁକ୍ରବାର ୮୮, ୭୫୦ ରହିଥିବାବେଳେ…
ମଦ ପ୍ରେମୀଙ୍କ ପାଇଁ ଖୁସିଖବର! ଟ୍ରମ୍ପ-ମୋଦି ନେଲେ ବଡ଼ ନିଷ୍ପତ୍ତି, ଏଣିକି…
ନୂଆଦିଲ୍ଲୀ,୧୫।୨: ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ମଧ୍ୟରେ, ଆମେରିକାରୁ ଆମଦାନି ହେଉଥିବା ବର୍ବନ ହ୍ବିସ୍କି ପାଇଁ ମଧ୍ୟ ଏକ ପ୍ରମୁଖ…
Archives


