Home

ଗାଁରେ ଉଚ୍ଚା ଘର ପାଇଁ ନେବାକୁ ପଡ଼ିବ ଅନୁମତି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଏଣିକି ସହରପରି ଗାଁରେ ମନଇଚ୍ଛା ଘର କରିହେବ ନାହିଁ। ସେଥିପାଇଁ ପଞ୍ଚାୟତ ସମିତିର ଅନୁମତି ନେବାକୁ ପଡ଼ିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଗେଜେଟରେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ମଙ୍ଗଳବାର ନଗର ଉନ୍ନୟନମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା…

ଡି.କେ. ଶିବକୁମାର ଡାକ୍ତରଖାନାରେ ଭର୍ତ୍ତି

ବେଙ୍ଗାଲୁରୁ,୧୨।୧୧: ବରିଷ୍ଠ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମନ୍ତ୍ରୀ ଡି.କେ. ଶିବକୁମାର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଉଚ୍ଚ ରକ୍ତଚାପ ବଢିଯିବାରୁ ମଙ୍ଗଳବାର ଭୋରରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଅର୍ଥ ହେରଫେର ମାମଲାରେ ଗିରଫ ହୋଇ ଦିଲ୍ଲୀର ତିହାର ଜେଲରେ ଥିବା…

ବାଂଲାଦେଶରେ ଟ୍ରେନ୍‌ ଦୁର୍ଘଟଣା:୧୫ ମୃତ, ୫୦ରୁ ଊର୍ଦ୍ଧ୍ୱ ଆହତ

ଢାକା,୧୨।୧୧: ବାଂଲାଦେଶରେ ଏକ ବଡ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ବ୍ରହ୍ମାନବରିଆ ଜିଲାର ମଙ୍ଗଳବାର ଦୁଇଟି ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ସିଲହଟରୁ ଚିଟାଗଙ୍ଗ ଯାଉଥିବା ଉଦ୍ୟାନ ଏକ୍ସପ୍ରେସ୍‌…

ଗଛରୁ ପଣସ ତୋଳୁଛି ହାତୀ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ,୧୨।୧୧: ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଗଛରୁ ପଣସ ତୋଳି ଖାଉଥିବା ଏକ ହାତୀର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଜଣେ ଆଇଏଫ୍‌ଏସ୍‌ ଅଫିସର ପ୍ରବିଣ କାସଓ୍ବାନ ଟୁଇଟରରେ ଶେୟାର କରିଛନ୍ତି। ସେ କହିଛନ୍ତି ପାଚିଲା ପଣସ ବାସ୍ନା…

ଡଙ୍ଗାଭସା ହେଲା କାଳ: ନାଗାବଳୀ ନଦୀରେ ଭାସିଯାଇ ଛାତ୍ର ମୃତ

ରାୟଗଡ଼ା ଅଫିସ, ୧୨।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲାରେ। ମୃତକ ହେଲେ ୟୁଜିଏମ୍‌ଆଇଟିର ଡିପ୍ଲୋମା ଛାତ୍ର ସୁମନ ବେହେରା। ତାଙ୍କ…

ଏନ୍‌ଡ଼ିଏ ଫାଟର ପ୍ରଭାବ ମହାରାଷ୍ଟ୍ରରୁ ଝାଡ଼ଖଣ୍ଡରେ ପହଞ୍ଚିଲା: ଏଲ୍‌ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କଲା

ରାଞ୍ଚି,୧୨।୧୧: ମହାରାଷ୍ଟ୍ରରେ ଏନ୍‌ଡ଼ିଏ ସହଯୋଗୀ ଶିବସେନା ଓ ଭାଜପା ମଧ୍ୟରେ ହୋଇଥିବା ଫାଟର ପ୍ରଭାବ ଏବେ ଝାଡ଼ଖଣ୍ଡରେ ପହଞ୍ଚିଛି। ଏଠାରେ ଏଲ୍‌ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ରାଜ୍ୟ ବିଧାନସଭାର ୮୧ ଆସନ ମଧ୍ୟରୁ ଏଲ୍‌ଜେପି ୫୦ଟି ଆସନରେ ନିର୍ବାଚନ…

ଫୁଲଦାନି କିଣିଥିଲେ ମାତ୍ର ୯୦ଟଙ୍କାରେ, ବିକିଲେ ୪.୪ କୋଟିରେ

କୁହାଯାଏ, ଭାଗ୍ୟ କେତେବେଳେ କାହାର ପରିବର୍ତ୍ତନ ହୋଇଯିବ, ତାହା କେହି ଜାଣିପାବେ ନାହିଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବ୍ରିଟେନରେ। ଏଠାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ମାତ୍ର ୯୦ ଟଙ୍କାରେ ଏକ ଫୁଲଦାନି କିଣି ୪.୪ କୋଟିରେ ତାକୁ…

ଲତାଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ

ମୁମ୍ବାଇ,୧୨।୧୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ରବିବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇର ବିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ମିଳିବା ପରେ ତାଙ୍କ ପ୍ରଶଂସକମାନେ ଲତାଙ୍କର ଆଶୁ…

କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ ଜୀଉ, ଶ୍ରୀରାଧାକାନ୍ତ, ହେମାମାଳି ଠାକୁରାଣୀ, ସତ୍ୟସାଇ ମନ୍ଦିର, ମହାଦେବ ମନ୍ଦିର ଆଦି ବୁଲି…

ବ୍ରିକ୍ସ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ବ୍ରାଜିଲ୍‌ରେ ହେବାକୁ ଥିବା ୧୧ତମ ବ୍ରିକ୍ସ୍‌ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୧୩ ଓ ୧୪ ଦୁଇ ଦିନ ଧରି ଆୟୋଜନ ହେଉଥିବା ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ଦ୍ୱିପ୍ରହରରେ ବ୍ରାଜିଲର…

ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସଞ୍ଜୟ ରାଉତ କରୁଛନ୍ତି କାମ: ଫଟୋ ଭାଇରାଲ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ସଞ୍ଜୟ ହସ୍ପିଟାଲ ବେଡ୍‌ରେ ବସି କାମ କରୁଛନ୍ତି। ସେ ଏକ କାଗଜରେ କିଛି ଲେଖୁଥିବା…

ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: କେନ୍ଦ୍ରମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦେଇଥିବା ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଗ୍ରହଣ କରି ନେଇଛନ୍ତି। ତାଙ୍କ ସ୍ଥାନରେ କ୍ୟାବିନେଟ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri