Home

ଖୁବ୍‌ଶୀଘ୍ର ଶପଥ ନେବେ ହରିୟାଣା କ୍ୟାବିନେଟ

ହରିୟାଣା,୧୨।୧୧: ହରିୟାଣା ବିଧାନସଭାରେ ଏପର୍ଯ୍ୟନ୍ତ ମନ୍ତ୍ରୀମାନଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମ ହୋଇନାହିଁ। ଅକ୍ଟୋବର ୨୭ରୁ ମୁଖ୍ୟମନ୍ତ୍ରୀ ଭାବେ ଭାଜପାର ମନୋହର ଲାଲ ଖଟ୍ଟର ଶପଥ ନେଇଥିବା ବେଳେ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ହେଲେ…

ଭାରତୀୟ କ୍ରିକେଟ ଟିମ୍‌ ବସ୍‌ରେ ସ୍ବଚ୍ଛ ଭାରତର ବାର୍ତ୍ତା

ଇନ୍ଦୋର,୧୨।୧୧: ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ଇନ୍ଦୋରରେ ପହଞ୍ଚିଛନ୍ତି। ନାଗପୁରରୁ ଆସି ସ୍ବତନ୍ତ୍ର ବିମାନ ଯୋଗେ ଦେବୀ ଅହଲ୍ୟାବାଈ ହୋଲକାର ବିମାନବନ୍ଦରରେ ଦୁଇ ଦଳ ପହଞ୍ଚିଛନ୍ତି।…

ଉତ୍ତରାଖଣ୍ଡରେ ଭୂକମ୍ପ ଝଟ୍‌କା

ଡେରାଡୁନ,୧୨।୧୧: ଉତ୍ତରାଖଣ୍ଡ ପିଥରାଗଡ଼ ଜିଲାର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ଭୂକମ୍ପର କେନ୍ଦ୍ରସ୍ଥଳ ପିଥରାଗଡ଼ ରହିଥିବା ଜଣାପଡ଼ିଛି। ସକାଳ ୭ଟା ୩୦ରେ ପିଥରାଗଡ଼ର ମୁନସିୟାରି, ଡିଡିହାଟ ସମେତ ବହୁ ସ୍ଥାନରେ…

ମୁନ୍ନି ପରେ ‘ମୁନ୍ନା ବଦ୍‌ନାମ୍‌ ହୁଆ’..ଗୀତ ରିଲିଜ୍‌

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ୍‌ ହେବା ପରେ ଏବେ ବ୍ୟାକ୍‌ ଟୁ ବ୍ୟାକ୍‌ ଗୀତ୍‌ଗୁଡିକ ମଧ୍ୟ ରିଲିଜ୍‌ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦ୍‌ନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ୍‌ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବଦ୍‌ନାମ୍‌ ହୁଆ’ ଗୀତଟିର…

ଦେଶର ବିଭିନ୍ନ ଅଞ୍ଚଳରେ ବୁଲିବୁଲି ପାଠ ପଢ଼ାଉଛନ୍ତି ସାଇକେଲ୍‌ ଗୁରୁ

ମିର୍ଜାପୁର,୧୨।୧୧: ସାଇକେଲରେ ଭ୍ରମଣ କରି ଦେଶର ବିଭିନ୍ନ ଅଞ୍ଚଳରେ ପାଠ ପଢ଼ାଉଛନ୍ତି ସାଇକେଲ ଗୁରୁ ଆଦିତ୍ୟ କୁମାର। ସେ ଦେଶର ବିଭିନ୍ନ ରାଜ୍ୟ ଭ୍ରମଣ କରି ୫ ଲକ୍ଷ କିଲୋମିଟର ପଥ ଅତିକ୍ରମ କରିଛନ୍ତି। ଇତିମଧ୍ୟରେ ସେ ବହୁ ଲୋକଙ୍କୁ ଭେଟି…

ଭେଣ୍ଟିଲେଟରରେ ସୁର ସାମ୍ରାଜ୍ଞୀ

ମୁମ୍ବାଇ,୧୨।୧୧: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ଯୋଗୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ସୋମବାର ତାଙ୍କୁ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି।…

ଭାରତୀୟ ବୋଲରଙ୍କ କୀର୍ତ୍ତିମାନ, କ୍ରିକେଟ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ବର୍ଷରେ ୩ ଜଣ ବୋଲର ନେଲେ ହ୍ୟାଟ୍ରିକ୍‌

ସାଧାରଣତଃ ଭାରତୀୟ କ୍ରିକେଟ ଇତିହାସରେ ବ୍ୟାଟ୍ସମ୍ୟାନ୍‌ ଅପେକ୍ଷା ବୋଲରଙ୍କ ପ୍ରଭାବ କମ୍‌ ଥିବା କୁହାଯାଏ। କିନ୍ତୁ ଭାରତୀୟ ବୋଲର ଏହାକୁ ଭୁଲ୍‌ ପ୍ରମାଣିତ କରିଛନ୍ତି। ଏବେ ବୋଲରମାନେ ମଧ୍ୟ ପ୍ରତି ମ୍ୟାଚରେ ନିଜ ଜଲଓ୍ବା ଦେଖାଇବାକୁ ପଛାଉନାହାନ୍ତି। ଫଳସ୍ବରୂପ ଗୋଟିଏ ବର୍ଷରେ…

ମହିଳା ସମେତ ୨ ଖଲିସ୍ତାନୀ ଆତଙ୍କବାଦୀ ଗିରଫ

ଚଣ୍ଡିଗଡ଼,୧୨।୧୧: ପଞ୍ଜାବ ପୋଲିସର ଅପରେଶନ୍‌ ସେଲ୍‌ ପକ୍ଷରୁ ୨ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଉକ୍ତ ୨ ଆତଙ୍କବାଦୀଙ୍କ ପରିଚୟ ମିଳିଛି। ମହିଳା ଜଣଙ୍କ ଲୁଧିଆନାରେ ଜଣେ ନର୍ସ ଭାବେ କାର୍ଯ୍ୟରତ…

ସୋନିଆଙ୍କୁ ସମାଲୋଚନା କରୁଥିବା ଶିବସେନା ଏବେ ଠାକରେଙ୍କ ସ୍ବପ୍ନ ପୂରଣ ପାଇଁ କଂଗ୍ରେସର ଦ୍ୱାରସ୍ଥ

ନୂଆଦିଲ୍ଲୀ,୧୨।୧୧: ରାଜନୀତିରେ ବନ୍ଧୁତା ଅବା ଶତ୍ରୁତା ବେଶୀ ଦିନ ତିଷ୍ଠି ନ ଥାଏ। ଏହା ଏବେ ପ୍ରମାଣିତ ହେବାକୁ ଯାଉଛି। ମହାରାଷ୍ଟ୍ର ରାଜନୀତି ଏବେ ଏମିତି ମୋଡ ନେଇଛି ଯାହା ଏବେ ଏହି ଉକ୍ତିକୁ ପ୍ରମାଣ କରୁଛି। ଅତୀତରେ ଶିବସେନା ମୁଖ୍ୟ…

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିଲେ। ତେବେ…

ଗୁରୁ ନାନକଙ୍କ ୫୫୦ ତମ ଜୟନ୍ତୀ: ସ୍ବର୍ଣ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ଅମ୍ରିତସର,୧୨।୧୧: ପଞ୍ଜାବର ଅମ୍ରିତସରରେ ଥିବା ସ୍ବର୍ଣ୍ଣ ମନ୍ଦିରରେ ଶିଖ୍‌ ଧର୍ମଗୁରୁ ଗୁରୁ ନାନକ ଦେବଙ୍କ ଜୟନ୍ତୀ ଅବସରରେ ମଙ୍ଗଳବାର ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି। ଶ୍ରଦ୍ଧାଳୁମାନେ ସେଠାରେ ଥିବା ‘ସରୋବର’ରେ ବୁଡ ପକାଇବା ସହ ପ୍ରସାଦ ସେବନ କରିଛନ୍ତି। ଗୁରୁ…

ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍‌ଲଭ ସୁନାବେଶ ଦର୍ଶନ ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri