ସରକାର ଗଠନ ପୂର୍ବରୁ ଅସୁସ୍ଥ ହେଲେ ସଞ୍ଜୟ: ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପୂର୍ବରୁ ଶିବସେନା ନେତା ଅସୁସ୍ଥ। ଶିବସେନାର ଟାଣୁଆ ନେତା ତଥା ଏମ୍ପି ସଞ୍ଜୟ ରାଉତ ସୋମବାର ମଧ୍ୟାହ୍ନରେ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ମୁମ୍ବାଇ ସ୍ଥିତ ଲିଲାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
ଶରିଫ ଗୁରୁତର: ବିଦେଶ ଯିବାକୁ ନେଇ ଉପୁଜୁଛି ବାଧା
ଇସ୍ଲାମାବାଦ,୧୧।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଗୁରୁତର ହୋଇ ପଡିଛନ୍ତି। ରବିବାର ସେ ଉନ୍ନତ ଚିକିତ୍ସା ଲାଗି ଲଣ୍ଡନ ଯିବାର ଯୋଜନା ଥିଲା। ହେଲେ ଏପର୍ଯ୍ୟନ୍ତ ତାଙ୍କ ନାଁ ନୋ ଫ୍ଲାଏ ଲିଷ୍ଟ ବା (Exist Control List-ECL)ରୁ ହଟାଯାଇ…
ଏସିଆନ ଶୁଟିଂ ଚାମ୍ପିୟନଶିପ୍: ସୌରଭଙ୍କୁ ରୌପ୍ୟ
ଦୋହା, ୧୧।୧୧(ପି.ଟି.)- ଭାରତୀୟ ଟିନ୍ଏଜ୍ ଶୁଟର ସୌରଭ ଚୌଧାରୀ ଏଠାରେ ଚାଲିଥିବା ୧୪ତମ ଏସିଆନ ଶୁଟିଂ ଚାମ୍ପିୟନଶିପ୍ରେ ରୌପ୍ୟ ପଦକ ହାସଲ କରିଛନ୍ତି। ସୋମବାର ଅନୁଷ୍ଠିତ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ୧୭…
ଏହି ରାଜ୍ୟରେ ଶହୀଦଙ୍କ ପରିବାରଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ
ଶିମଲା,୧୧।୧୧: ଶହୀଦଙ୍କ ପରିବାରଙ୍କୁ ଏଣିକି ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ। ଏନେଇ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସୋମବାର ଘୋଷଣା କରିଛନ୍ତି। ଏଥିସହ ଶହୀଦ ପରିବାର ଫଣ୍ଡ ପାଇଁ ୫ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
ଭାବି ସ୍ବାମୀଙ୍କୁ ମାତାଲ୍ ଅବସ୍ଥାରେ ଦେଖି ବିବାହ କରିବାକୁ ମନା କଲେ କନ୍ୟା
ଲକ୍ଷ୍ନୌ,୧୧।୧୧: ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ବରଯାତ୍ରୀ ବି ବାଣ ଫୁଟାଇ କନ୍ୟା ଘର ପାଖରେ ପହଞ୍ଚିଥିଲେ। କିନ୍ତୁ କନ୍ୟା ବରକୁ ଦେଖି ବିବାହ କରିବାକୁ ମନା କରିଦେଇଥିଲେ। ଏଭଳି ଏକ ଘଟଣା ଘଟିଛି ଉତ୍ତର ପ୍ରଦେଶରେ ଲକ୍ଷ୍ମୀପୁରରେ। ଭାବି…
ବଲିଉଡ୍ରେ ସଫଳତାର ସହ ୩୦ ବର୍ଷ ପୂରଣ କଲେ ଅଜୟ: ପ୍ରଥମ ସିନେମାରେ ଅକ୍ଷୟଙ୍କୁ କରିଥିଲେ ରିପ୍ଲେସ୍
ସିଂଘମ୍ ଷ୍ଟାର ଅଜୟ ଦେବ୍ଗନ୍ ବଲିଉଡ୍ ଇଣ୍ଡଷ୍ଟ୍ରିରେ ସଫଳତାର ସହ ୩୦ ବର୍ଷ ପୂରଣ କରିଛନ୍ତି। ‘ତାନାଜୀ: ଦି ଅନସଙ୍ଗ ଓ୍ବାରିୟର’ ଅଜୟଙ୍କ କ୍ୟାରିୟରର ୧୦୦ତମ ଫିଲ୍ମ। ଫିଲ୍ମ ‘ଫୁଲ୍ ଔର କାଣ୍ଟେ’ରୁ ଅଜୟ ବଲିଉଡ୍ରେ କ୍ୟାରିୟର ଆରମ୍ଭ କରିଥିଲେ। ଏହି…
ହ୍ୟାଟ୍ରିକ ମ୍ୟାନ୍ ଚହରଙ୍କୁ୍ ପୂର୍ବତନ କ୍ରିକେଟରଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୧।୧୧- ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ଭାରତୀୟ ଭାବେ ହ୍ୟାଟ୍ରିକ ଉଇକେଟ ହାସଲ କରିବା ପରେ ମିଡିୟମ ପେସର ଦୀପକ ଚହରଙ୍କୁ ପ୍ରଶଂସାର ସୁଅ ଛୁଟିଛି। ପୂର୍ବତନ କ୍ରିକେଟରମାନେ ମଧ୍ୟ ଚହରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ…
ବିବାହର ଅଧଘଣ୍ଟା ପୂର୍ବରୁ ଆତ୍ମହତ୍ୟା କଲେ ସଫ୍ଟଓ୍ବେୟାର ଇଞ୍ଜିନିୟର
ହାଇଦ୍ରାବାଦ୍,୧୧।୧୧: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଅଧଘଣ୍ଟା ପୂର୍ବରୁ ଆତ୍ମହତ୍ୟା କରିଛନ୍ତି ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର। ସନ୍ଦୀପ ନାମକ ଏହି ଯୁବକ ଜଣଙ୍କ ନିଜ ବିବାହ ମଣ୍ଡପରେ ରଶି ଲଗାଇ ଜୀବନ ହାରିଛନ୍ତି। ବିବାହ ପାଇଁ ଉଭୟ ବର…
ଅଜିତ ପାଓ୍ବାରଙ୍କ ସହ ଯୋଗାଯୋଗରେ ଭାଜପାର ୭ ବିଧାୟକ: ଇସ୍ତଫା ଦେବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ, ୧୧।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ହାଇ ଭୋଲଟେଜ୍ ଡ୍ରାମା ଲାଗିରହିଛି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ୭ ବିଧାୟକ ଏନ୍ସିପି ଯୋଗାଯୋଗରେ ରହିଥିବା କୁହାଯାଉଛି। ଆଉ ଏହି ସମସ୍ତ ବିଧାୟକ ଦଳରୁ ଇସ୍ତାଫା ଦେବେ…
ଏହି ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ରହିଛି ହେଲିକପ୍ଟର…
ଚାଇନାରେ ରହିଛି ଏପରି ଗାଁ ଯେଉଁଠି ସମସ୍ତେ କୋଟିପତି। ଏହାକୁ ‘ସୁପର ଭିଲେଜ’ କୁହାଯାଇଥାଏ। ଗାଁରେ ସବୁ ଲୋକଙ୍କ ପାଖରେ ଭଲ ଘର ଏବଂ ଗାଡି ଅଛି। ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ହେଲିକପ୍ଟର ରହିଛି। ଏହି ଗାଁ ଆଗରୁ…
ହାତୀ ଆକ୍ରମଣରେ ବୃଦ୍ଧ ମୃତ, ମହିଳା ଗୁରୁତର
ଦେବଗଡ଼,୧୧।୧୧(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ଅଞ୍ଚଳରେ ହାତୀ ଆକ୍ରମଣରେ ସୋମବାର ସକାଳେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଲୁଲଙ୍ଗ ପଞ୍ଚାୟତର ବଡ଼କୁଦ ବାସିନ୍ଦା ଶନିଆ କୁଦର(୬୫)। ଆଜି ସକାଳେ ସେ ବିଲକୁ ଯାଉଥିବା…
ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ
ବିଜେପୁର,୧୧।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାମ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗଦେଇ ଭୂମିହୀନଙ୍କୁ ଜମି ପଟ୍ଟା ସହ ଭତ୍ତା ଏବଂ…
Archives


