ମିଶିଲା କାଳିଆ-ପିଏମ୍ କିଷାନ ଯୋଜନା
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିସାରିଥିବା ବେଳେ ଏବେ ଦ୍ୱିତୀୟ କିସ୍ତି ପ୍ରଦାନ କରୁଛନ୍ତି। ତେବେ କାଳିଆ ଯୋଜନା ଆରମ୍ଭ ହେବା ପରେ କେନ୍ଦ୍ର ସରକାର ପିଏମ୍ କିଷାନ ଯୋଜନା ଚାଷୀଙ୍କ ପାଇଁ ଆରମ୍ଭ…
ବ୍ୟାଙ୍କ ମ୍ୟାନେଜର ରଞ୍ଜିତାଙ୍କ ରହସ୍ୟଜନକ ମୃତ୍ୟୁ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ଖଣ୍ଡଗିରି ଥାନା ବରମୁଣ୍ଡା ହାଉସିଂବୋର୍ଡ କଲୋନୀର ପ୍ଲଟ୍ ନଂ.ଏମ୍ଆଇଜି-୫୧ରେ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ନବରଙ୍ଗପୁରର ଆର୍. ରଞ୍ଜିତା ରାଓ(୩୧)। ରଞ୍ଜିତା ଅଶୋକ ନଗର ୟୁକୋ ବ୍ୟାଙ୍କର ସିନିୟର ମ୍ୟାନେଜର ଭାବେ କାର୍ଯ୍ୟ…
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା:ସାମିଲ ହେବେ ଆହୁରି ୨ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାରଙ୍କ ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ୨ ଲକ୍ଷ ୨ ହଜାର ୮୦୯ ଅନ୍ତର୍ଭୁକ୍ତ କରାଯିବ। ଯେଉଁ ଯୋଗ୍ୟ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିନାହାନ୍ତି, ସେମାନଙ୍କୁ ଏହି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ…
ସ୍ୟାଟ୍କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି
କଟକ ଅଫିସ, ୬।୧୨ :ସ୍ୟାଟ୍(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍ରେ ଅଚଳାବସ୍ଥା ଯୋଗୁ ଏଠାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ବିଚାରରେ ସମସ୍ୟା ଉପୁଜିଛି। ଏଭଳି ସ୍ଥିତିରେ ଗୁରୁବାର ସ୍ୟାଟ୍କୁ…
ରାଜଧାନୀ ମଡେଲ ସ୍କୁଲ ଲାଗି ଖଣ୍ଡଗିରି ନିକଟରେ ଜାଗା ଚିହ୍ନଟ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟର ବର୍ତ୍ତମାନ ୨୧୪ଟି ବ୍ଲକରେ ମଡେଲ ସ୍କୁଲ ରହିଛି। ଏହିସବୁ ମଡେଲ ସ୍କୁଲରେ ଛାତ୍ରୀନିବାସ ରହିଥିବାବେଳେ ଛାତ୍ର ନିବାସ ଏବଂ ଖେଳପଡ଼ିଆ ବ୍ୟବସ୍ଥା ରହିନାହିଁ। ତେଣୁ ଆଗକୁ ରାଜଧାନୀ ଭୁବନେଶ୍ୱରରେ ଏକ ଇଣ୍ଟିଗ୍ରେଟେଡ ମଡେଲ ସ୍କୁଲ ଖୋଲିବା ଲାଗି ରାଜ୍ୟ…
ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି
ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ରହିଛି। ବିଧାନସଭାରେ ଏକକାଳୀନ ବ୍ୟାଖ୍ୟାକରଣ ଓ ସେବାପ୍ରଦାନ ବ୍ୟବସ୍ଥାକୁ ଇଂଲିଶରୁ…
ଜି.ଉଦୟଗିରିରେ ୭.୬ ଡିଗ୍ରୀକୁ ଖସିଲା ପାରଦ
ଜି.ଉଦୟଗିରି, ୬ା୧୨ (ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ୨ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସର୍ବନିମ୍ନ ପାରଦ ୭.୬ ଡିଗ୍ରୀ ସେଲସିୟସକୁ ଖସିଆସିଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ…
ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍ଲାଇନରେ ଠିକ୍ ତଥ୍ୟ ପ୍ରଦାନ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା ସମ୍ପର୍କିତ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ…
ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ସପକ୍ଷରେ ଡିଜିଟାଲ ପ୍ରଚାର
ଭୁବନେଶ୍ୱର, ୬ା୧୨ (ସ୍ପୋଟର୍ସ ବ୍ୟୁରୋ)-ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ପୁରସ୍କାର ପ୍ରଦାନ ଦାବି ସପକ୍ଷରେ ଅଧିକରୁ ଅଧିକ ସଂଖ୍ୟାରେ ଜନମତ ସଂଗ୍ରହ ପାଇଁ ଓହୁ ମାର୍କେଟିଂ ଏବଂ ନ୍ୟୁଜବିଟ୍ ମାଗାଜିନ ସହିତ ଏହାର ପ୍ରଚାର ଅଭିଯାନ ଜାରି ରଖିଛି ସିଗ୍ନେଚର…
ପ୍ରତିଦିନ ପିଅନ୍ତୁ ପାଳଙ୍ଗ ପତ୍ର ଜୁସ୍, ମିଳିବ ଏସବୁ ଫାଇଦା
ଶରୀରକୁ ଆବଶ୍ୟକୀୟ ପୋଷକ ତତ୍ତ୍ୱ ପାଳଙ୍ଗ ଶାଗରେ ଥାଏ। ଏଥିରେ ଭିଟାମିନ୍, ମିନେରାଲ୍ସ, ମ୍ୟାଗ୍ନେସିୟମ ପୋଟାସିୟମ, ଆଇରନ୍ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ପାଳଙ୍ଗ ଶାଗର ଜୁସ୍ ପିଇଲେ ହାଡ ମଜଭୁତ ହୁଏ। ଗର୍ଭବତୀ ମହିଳାଙ୍କ ପାଇଁ ପାଳଙ୍ଗ ଜୁସ୍ ବେଶ୍…
ଟି୨୦ ବିଶ୍ୱକପ୍ ଦଳରେ ଗୋଟିଏ ଦ୍ରୁତ ବୋଲିଂ ସ୍ଥାନ ଖାଲି ପଡ଼ିଛି: ବିରାଟ
ହାଇଦ୍ରାବାଦ୍, ୫।୧୨ (ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ର ୭ମ ସଂସ୍କରଣ ଖେଳାଯିବ। ଏହି ପ୍ରତିଯୋଗିତା ଲାଗି ଭାରତୀୟ ଦ୍ରୁତ ବୋଲିଂ ବିଭାଗରେ କେବଳ ଗୋଟିଏ ସ୍ଥାନ ଖାଲି ରହିଛି ବୋଲି ଅଧିନାୟକ ବିରାଟ କୋହଲି ଗୁରୁବାର…
ଅର୍ଜୁନ ପୁରସ୍କାର ପ୍ରାପ୍ତ ଖେଳାଳିଙ୍କ କାର ଚୋରି
ନୂଆଦିଲ୍ଲୀ,୫ା୧୨(ପି.ଟି.)- ୩୦ ବର୍ଷୀୟ ଅର୍ଜୁନ ସମ୍ମାନପ୍ରାପ୍ତଙ୍କ କାର୍ ସମ୍ପର୍କୀୟଙ୍କ ଘରୁ ଚୋରି ହୋଇଯାଇଥିବା ଗୁରୁବାର ରୋହିନି ପୋଲିସ୍ କହିଛି। ୨୦୧୪ ଏସିଆନ ଗେମ୍ସର ରିକର୍ଭ ଦଳଗତ ତୀରନ୍ଦାଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ବିଜେତା ଅଭିଷେକ ବର୍ମା ଏବେ ମଡେଲ ଟାଉନରେ ରହୁଛନ୍ତି।…

