ପୁଣି ଚମକିଲେ ଲେଡି ତେନ୍ଦୁଲକର
ନୂଆଦିଲ୍ଲୀ,୧୧।୧୧: ଭାରତୀୟ ମହିଳା କ୍ରିକେଟରେ ଲେଡି ତେନ୍ଦୁଲକର। କ୍ରିକେଟ ଇତିହାସର କିମ୍ବଦନ୍ତୀ ଖେଳାଳି ସଚିନ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ଆଉ ତାଙ୍କୁ ଅନୁସରଣ କରିଛନ୍ତି ଏହି ମହିଳା କ୍ରିକେଟର ଜଣଙ୍କ। ମାତ୍ର ୧୫ ବର୍ଷ…
ଆଇଇଡି ବିସ୍ଫୋରଣରେ ୫ ଆତଙ୍କବାଦୀ ମୃତ
କାବୁଲ,୧୧।୧୧: ଆଫଗାନିସ୍ତାନର ଉତ୍ତରରେ ଥିବା କୁନ୍ଦୁଜ ଅଞ୍ଚଳରେ ସୋମବାର ହୋଇଥିବା ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ୍ (ଆଇଇଡି) ବିସ୍ଫୋରଣରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୩ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନ ସେନା ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ରାତି…
୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା
ପ୍ରସିଦ୍ଧ ଅଭିନେତା ଅମୁଲ ପାଲେକର ଦୀର୍ଘ ୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି। ସେ ଥ୍ରୀଲିଙ୍ଗ ଡ୍ରାମା ହିନ୍ଦୀ ପ୍ଲେ ‘କୁସୁର’ରେ ନଜର ଆସିବେ। ‘କୁସୁର’ର କାହାଣୀ ସନ୍ଧ୍ୟା ଗୋଖଲେ ଲେଖିଛନ୍ତି। ଏଥିରେ ଜଣେ ଅବସରପ୍ରାପ୍ତ ଏସିପି ଦଣ୍ଡବତେ ଚରିତ୍ରରେ ନଜର…
ଡେଭିସ୍ କପ୍ ଭେନ୍ୟୁ ସ୍ଥାନାନ୍ତର ପ୍ରସଙ୍ଗ: ଆଇଟିଏଫ୍ ନିଷ୍ପତ୍ତିକୁ ପାକିସ୍ତାନର ଚ୍ୟାଲେଞ୍ଜ୍
କରାଚି,୧୧।୧୧(ପି.ଟି.)- ଭାରତ ବିପକ୍ଷ ଡେଭିସ କପ୍ ଟାଇ ସ୍ଥାନାନ୍ତର ନିଷ୍ପତ୍ତି ବିରୋଧରେ ପାକିସ୍ତାନ ଚ୍ୟାଲେଞ୍ଜ୍ କରିଛି। ଡେଭିସ୍ କପ୍ ପ୍ରଥମେ ପାକିସ୍ତାନ ରାଜଧାନୀ ଇସ୍ଲାମାବାଦରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ସୁରକ୍ଷା ତଥା ନିରାପତ୍ତା କାରଣରୁ ଏହି ଟାଇକୁ ନିରପେକ୍ଷ…
ପଦ୍ମିନୀଙ୍କ ବଲିଉଡ୍ ଲେଉଟାଣିକୁ ନେଇ ଟୁଇଟ୍ କଲେ ଲତା
ମୁମ୍ବାଇ: ବେଶ୍ କିଛି ବର୍ଷ ପରେ ପୁଣି ବଲିଉଡ୍କୁ ଫେରୁଛନ୍ତି ୮୦ ଦଶକର ନାୟିକା ପଦ୍ମିନୀ କୋହ୍ଲାପୁରେ। ଫିଲ୍ମ ‘ପାନିପତ’ରେ ସେ ଗୋପିକା ବାଇ ଭୂମିକାରେ ନଜର ଆସିବେ। ନିକଟରେ ଫିଲ୍ମର ଟ୍ରେଲର୍ ରିଲିଜ୍ ହୋଇଥିବା ବେଳେ ସେଥିରେ ପଦ୍ମିନୀଙ୍କ ଝଲକ୍…
ପ୍ରତିଶୋଧ ନେବାକୁ ବୃଦ୍ଧ ଚୋରି କରୁଥିଲେ ଏମିତି ଜିନିଷ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଜାପାନର ରାଜଧାନୀ ଟୋକିଓରେ ରହୁଥିବା ଜଣେ ୬୧ ବର୍ଷର ବୃଦ୍ଧ କୌଣସି ସୁନାରୁପା ଅଳଙ୍କାର ନୁହେଁ, ଏମିତି ଜିନିଷ ଚୋରି କରୁଥିଲେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ତଥାପି ଏପରି ଏକ ମଜାଳିଆ ଘଟଣା ନଜରକୁ ଆସିଛି। ଅଭିଯୁକ୍ତଙ୍କ ନାମ ଆକିୟୋ ହତୋଡ଼ି।…
୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ
ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି। ଏବେ କିନ୍ତୁ କଂଗ୍ରେସ ବିନା ଶିବସେନା ସରକାର ଗଠନ କରିବା ଅସମ୍ଭବ ଥିବାରୁ ସେ…
ବୁଲା କୁକୁର ସହ ଖେଳିଲେ ବିରୁଷ୍କା
ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ଏବେ ଭୁଟାନରେ ଛୁଟି କାଟୁଛନ୍ତି। ପ୍ରତିଦିନ ଉଭୟଙ୍କ ନୂଆ ନୂଆ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିକଟରେ ଅନୁଷ୍କା ନିଜ ଇନଷ୍ଟାଗ୍ରାମରେ ବୁଲା କୁକୁର ସହ ଖେଳୁଥିବା ଫଟୋ ପୋଷ୍ଟ…
ଦୁଇ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ଉଦ୍ଧାର କାର୍ଯ୍ୟ ଜାରି
ହାଇଦ୍ରାବାଦ୍,୧୧।୧୧: ହାଇଦ୍ରାବାଦ୍ରେ ଦୁଇ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ସ୍ଥାନୀୟ କାଚିଗୁଡ଼ା ରେଳ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି। ଖବର ପାଇ ରେଳ ବିଭାଗ ଉଚ୍ଚ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ଉଦ୍ଧାର…
ବେଙ୍ଗାଲୁରୁ ରେଳ ପ୍ରୋଜେକ୍ଟ ଉଦ୍ଘାଟନ କଲେ ଶ୍ରମିକଙ୍କ ଝିଅ
ବେଙ୍ଗାଲୁରୁ,୧୧।୧୧: ବେଙ୍ଗାଲୁରୁରେ ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଦକ୍ଷିଣ-ପଶ୍ଚିମ ରେଳ ବିଭାଗ ଦ୍ୱାରା ଏକ ପ୍ରୋଜେକ୍ଟ ଉଦ୍ଘାଟନ କରାଯାଇଥିଲା। ଯାହାକୁ ମନ୍ତ୍ରୀ, ଅଧିକାରୀ କି କୌଣସି ସେଲିବ୍ରିଟି ନୁହେଁ, ଜଣେ ଶ୍ରମିକଙ୍କ ଝିଅ ଏହାକୁ ଉଦଘାଟନ କରିଥିଲେ। ବେଙ୍ଗାଲୁରୁ ସେଣ୍ଟ୍ରାଲ୍…
ଦ୍ୱିତୀୟ ଟି୨୦: ଭାରତୀୟ ମହିଳା ୧୦ ଉଇକେଟରେ ବିଜୟୀ ଶେଫାଳି, ଦୀପ୍ତିଙ୍କ ଚମତ୍କାର ପ୍ରଦର୍ଶନ
ଗ୍ରସ୍ ଆଇଲେଟ (ସେଣ୍ଟ ଲୁସିଆ)- ଅଫ୍ ସ୍ପିନର ଦୀପ୍ତି ଶର୍ମାଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୪-୦-୧୦-୪) ଓ ଟିନଏଜ ବ୍ୟାଟିଂ ସେନସେସନ ଶେଫାଳି ବର୍ମାଙ୍କ ଅପରାଜିତ ଅର୍ଦ୍ଧଶତକ (୬୯ରନ, ୪୪ ବଲ, ୧୦ ଚୌକା, ୨ ଛକା) ବଳରେ ଭାରତୀୟ ମହିଳା…
ବୁଲ୍ବୁଲ୍ ସମ୍ପର୍କରେ ରିପୋର୍ଟ ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ
ରାଜନଗର,୧୧।୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମା ସୋମବାର ପୂର୍ବାହ୍ନରେ ଭିଡିଓ କନ୍ଫରେନ୍ସି ମାଧ୍ୟମରେ ବୁଲ୍ବୁଲ୍ ବାତ୍ୟାର ସମୀକ୍ଷା କରିଛନ୍ତି। ଜିଲାର ସବୁଠୁ କ୍ଷୟକ୍ଷତି ଅଞ୍ଚଳ ଭାବରେ ରାଜନଗର ଚିହ୍ନଟ ହୋଇଛି। ୧୩ ତାରିଖ ସୁଦ୍ଧା ରାଜନଗର ଅଞ୍ଚଳରେ କେତେ ଘର ଭାଙ୍ଗିଛି।…
Archives


