କଫ ସମସ୍ୟାର ଘରୋଇ ଉପଚାର
କଫଜନିତ ସମସ୍ୟାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଇବା ଦରକାର। ହେଲେ ଏପରି କେତେକ ଘରୋଇ ଉପାୟ ରହିଛି ଯାହାକୁ ଆପଣେଇ ଜଣେ କଫ ସମସ୍ୟାର ପ୍ରାରମ୍ଭିକ ଅବସ୍ଥାରେ ସେଥିରୁ ଉପଶମ ଲାଭ କରିପାରିବ।…
ହୃଦୟ ଜିତିଲେ ରଣବୀର ସିଂ
ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳ ଦେବଙ୍କ ଲୁକରେ ନଜର ଆସିବେ ରଣବୀର ସିଂ। କପିଳଙ୍କ ଲୁକରେ ରଣବୀରଙ୍କୁ ଠିକ ଭାବରେ ଚିହ୍ନି ମଧ୍ୟ ହେଉନାହିଁ। ଲୁକରେ ରଣବୀର ପୂରା କପିଲଙ୍କ ଭଳି ଦେଖାଯାଉଛନ୍ତି। ଫଟୋରେ ରଣବୀରଙ୍କ ଆଖିରେ ମଧ୍ୟ…
ସରକାରଙ୍କ ବିରୋଧରେ ପ୍ରଦର୍ଶନ: ଏକ ମାସରେ ୩୧୯ ମୃତ; ୧୫ ହଜାରରୁ ଅଧିକ ଆହତ
ବାଗଦାଦ୍,୧୧।୧୧: ସରକାରଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଇରାକ୍ରେ ଗତ ଏକମାସ ଧରି ଲୋକମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଇତିମଧ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି ହୋଇ ୩୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୫ ହଜାରରୁ ଅଧିକ…
ପରିବାର ଓ ଡାଇବେଟିସ୍
ଡାଇବେଟିସ୍ ଏକ ବିଶ୍ୱ ସ୍ବାସ୍ଥ୍ୟ ସମସ୍ୟା। ଏହା ଦ୍ରୁତ ହାରରେ ବଢି ଚାଲିଛି। ଏପରି କି ଭାରତ ପାଇଁ ଏହା ମହାମାରୀର ରୂପ ନେଲାଣି ବୋଲି ଚେତାବନୀ ଶୁଣେଇ ସାରିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥା। ଭାରତକୁ ଡାଇବେଟିସ୍ର ରାଜଧାନୀ ଭାବେ ମଧ୍ୟ…
ଚାର୍ଜରେ ବସାଇ ଛାତି ଉପରେ ରଖିଥିଲେ ମୋବାଇଲ: ଫାଟି ରାଜମିସ୍ତ୍ରୀଙ୍କ ଜୀବନଗଲା
ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ପ୍ରକାଶ…
ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ରାମମନ୍ଦିର ମୂଳଦୁଆ: ସହମତି ପ୍ରକାଶ କଲା ଆର୍ଏସ୍ଏସ୍
ନୂଆଦିଲ୍ଲୀ,୧୧।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିରର ମୂଳଦୁଆ ହିନ୍ଦୁ ନବବର୍ଷ ଅବା ରାମ ନବମୀରେ ପଡ଼ିବ ବୋଲି ସନ୍ଥମାନଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିରେ ଆର୍ଏସ୍ଏସ୍ ପକ୍ଷରୁ ସହମତି ପ୍ରକାଶ କରାଯାଇଛି। ୨୦୨୦ ମାର୍ଚ୍ଚ…
୬ ଉଇକେଟ ନେବା ପରେ ଧୋନୀଙ୍କୁ ମନେ ପକାଇଲେ ଦୀପକ ଚହର
ନାଗପୁର, ୧୧।୧୧:ଦୀପକ ଚହରଙ୍କ ମ୍ୟାଜିକ ସ୍ପେଲ ଏବଂ ହ୍ୟାଟ୍ରିକ ସଫଳତା ବଳରେ ଭାରତ ରବିବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୩୦ ରନରେ ହରାଇ ଦେଇଛି। ଏହି ମ୍ୟାଚରେ ଦୀପକ ମାତ୍ର ୭ ରନ ଦେଇ ୬ ଉଇକେଟ ନେଇଥିଲେ।…
ଏମାର ମଠ ଟ୍ରଷ୍ଟ ବୋର୍ଡକୁ ଅନୁମୋଦନ
ପୁରୀ ଅଫିସ, ୧୧।୧୧ : ବହୁଚର୍ଚ୍ଚିତ ଏମାର ମଠ ପାଇଁ ଗଠନ ହୋଇଛି ଟ୍ରଷ୍ଟ ବୋର୍ଡ। ୫ ଜଣ ସଦସ୍ୟ ଥିବା ଏହି ବୋର୍ଡର ଟ୍ରଷ୍ଟି ରହିଛନ୍ତି ଝାଞ୍ଜପିଟା ମଠ ମହନ୍ତ ବାବା ସଚ୍ଚିଦାନନ୍ଦ ଦାସ ମହାରାଜ। ଦେବୋତ୍ତର କମିଶନଙ୍କଠାରୁ ମଧ୍ୟ…
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ୪ବର୍ଷ ପରେ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଜଣେ ନାବାଳିକାଙ୍କୁ ଅପହରଣ କରିବା ପରେ ବଳାତ୍କାର କରିବା ମାମଲାର ୪ବର୍ଷ ପରେ ନୟାପଲ୍ଲୀ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ୟୁନିଟ୍-୮ କ୍ୟାରମ୍ଫିଲ୍ଡ ବସ୍ତିର ଗଣେଶ ସେଠୀ(୨୨)। ତାଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ କରାଯାଇଛି।…
ଅପରେଶନ୍ ଅଲ୍ଆଉଟ୍: ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ମୃତ
ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍ ଅଲ୍ଆଉଟ୍ ଜାରି ରହିଛି। ସୋମବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି। ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ରବିବାର…
ନିଶା ଖାଇବାକୁ ଟଙ୍କା ମିଳିଲାନି: ମାଆଙ୍କୁ ମାଡ଼ମାରି ଜେଲ ଗଲେ ପୁଅ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ନିଶା ଖାଇବାକୁ ଟଙ୍କା ନ ଦେବାରୁ ମାଆଙ୍କୁ ମାଡ଼ ମାରିଛନ୍ତି ପୁଅ। କ୍ୟାପିଟାଲ ଥାନା ପୋଲିସ ଏହି ଅଭିଯୁକ୍ତ ପୁଅଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସଡକ ବସ୍ତି ଅଞ୍ଚଳରେ ରହୁଥିବା ଦିଲୀପ ନାୟକ (୨୬)।…
ଚାକିରି ନାଁରେ ୩୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ : ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇନେଲା ନବରଙ୍ଗପୁର ପୋଲିସ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚାକିରି ଦେବା ନଁାରେ ବହୁ ଯୁବକଙ୍କଠାରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଉଠାଇ ନେଇଛି ନବରଙ୍ଗପୁର ପୋଲିସ। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ଉମେଶ ମିଶ୍ର। ସେ ଇନ୍ଫୋସିଟି ଥାନା…
Archives


