Home

ଅପରେଶନ୍‌ ଅଲ୍‌ଆଉଟ୍‌: ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ମୃତ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ସୋମବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି। ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ରବିବାର…

ନିଶା ଖାଇବାକୁ ଟଙ୍କା ମିଳିଲାନି: ମାଆଙ୍କୁ ମାଡ଼ମାରି ଜେଲ ଗଲେ ପୁଅ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ନିଶା ଖାଇବାକୁ ଟଙ୍କା ନ ଦେବାରୁ ମାଆଙ୍କୁ ମାଡ଼ ମାରିଛନ୍ତି ପୁଅ। କ୍ୟାପିଟାଲ ଥାନା ପୋଲିସ ଏହି ଅଭିଯୁକ୍ତ ପୁଅଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସଡକ ବସ୍ତି ଅଞ୍ଚଳରେ ରହୁଥିବା ଦିଲୀପ ନାୟକ (୨୬)।…

ଚାକିରି ନାଁରେ ୩୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ : ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇନେଲା ନବରଙ୍ଗପୁର ପୋଲିସ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚାକିରି ଦେବା ନଁାରେ ବହୁ ଯୁବକଙ୍କଠାରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଉଠାଇ ନେଇଛି ନବରଙ୍ଗପୁର ପୋଲିସ। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ଉମେଶ ମିଶ୍ର। ସେ ଇନ୍‌ଫୋସିଟି ଥାନା…

ଭାଙ୍ଗିବ ଭାଜପା-ଶିବସେନା ମେଣ୍ଟ! ମୋଦିଙ୍କ କ୍ୟାବିନେଟରୁ ଇସ୍ତଫା ଦେବେ ଶିବସେନା ନେତା

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ର ରାଜନୀତି ବେଳକୁ ବେଳ ସରଗରମ ହେବାରେ ଲାଗିଛି। ଭାଜପା ସରକାର ଗଠନ କରିବାକୁ ମନା କରିଦେବା ପରେ ଏବେ କିଏ ଗଢିବ ସରକାର ତାକୁ ନେଇ ଚାଲିଛି ମାନସ ମନ୍ଥନ। ଭାଜପା-ଶିବସେନା ମଧ୍ୟରେ କଥା ଛିଡି ନ ପାରିବାରୁ…

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୁଣା ଭୁବନେଶ୍ୱର,୧୧।୧୧(ଡି.ଏନ.ଏ.) : ଆସନ୍ତା ୧୨ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତି ନିର୍ଘଣ୍ଟ କରାଯାଇଛି। ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପୂର୍ବାହ୍ନରେ ବହୁ ଯାତ୍ରୀଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଶୃଙ୍ଖଳିତ କରିବା ଲାଗି ପୂର୍ଣ୍ଣିମାର ପୂର୍ବଦିନ…

ବିଳମ୍ବିତ ରାତିରେ ଆତଙ୍କ ଖେଳାଇଲେ ୫ ଯୁବକ : ବାର୍‌ରେ ପଶି ଆକ୍ରମଣ, ବାର୍‌ ଡ୍ୟାନ୍ସରଙ୍କୁ ପିଛା କରି ଲୁଟିଲେ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଶନିବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଛକରୁ ସତ୍ୟବିହାର ପର୍ଯ୍ୟନ୍ତ ଆତଙ୍କ ଖେଳାଇଥିଲେ ୫ଜଣ ଯୁବକ। ପ୍ରଥମେ କଟକ ରୋଡ୍‌ରେ ଥିବା ରେନ୍‌ ଦି କ୍ଲବ୍‌ ବାର୍‌ରେ ପଶି ବାଉନ୍‌ସରଙ୍କୁ ଆକ୍ରମଣ କରିବା ସହ ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ…

ଚଳନ୍ତା କାରରେ ବଳାତ୍କାର ଘଟଣା : ଧାର ଟଙ୍କାକୁ ନେଇ ଯୁବତୀ ରଚିଥିଲେ ନାଟକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଧାର ଟଙ୍କା ପାଇଁ ଯୁବତୀ ଜଣକ ଏଭଳି ନାଟକ ରଚିଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ମେଡିକାଲ ରିପୋର୍ଟ ଆଧାରରେ ଯୁବତୀଙ୍କୁ ବଳାତ୍କାର କରାଯାଇ ନ…

ସାଙ୍ଗଙ୍କ ସହ ଫାର୍ମ ହାଉସରେ ସମୟ ବିତାଇଲେ ଧୋନୀ

ରାଞ୍ଚତ୍, ୧୧।୧୧- କ୍ରିକେଟ୍‌ରୁ ଦୂରେଇ ରହିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ଏବେ ଅନିଶ୍ଚିତତା ମଧ୍ୟରେ ରହିଛି। ତେବେ ଧୋନୀ ଏହି ସମୟକୁ ବିଭିନ୍ନ କାର୍ଯ୍ୟକଳାପରେ ବ୍ୟସ୍ତ ରଖୁଥିବା ଦେଖିବାକୁ ମିଳୁଛି। ଶନିବାର ପିଲାଦିନର ସାଙ୍ଗଙ୍କ ସହ ଧୋନୀ…

ଝାଡ଼ଖଣ୍ଡ ନିର୍ବାଚନ: ୫୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୧।୧୧(ପି.ଟି.): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ଭାଜପା ରବିବାର ପ୍ରଥମ ପର୍ଯ୍ୟାୟରେ ୫୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛିି। ଭାଜପା ପୁଣି ଥରେ କ୍ଷମତାରେ ରହିବା ପାଇଁ ଉଦ୍ୟମ ଚଳାଇଛି। ଅନ୍ୟପକ୍ଷରେ ଏଥର ନିର୍ବାଚନରେ ଭାଜପାକୁ କ୍ଷମତାରୁ ହଟାଇବା ଲାଗି କଂଗ୍ରେସ…

ପରିବେଶ ଉପଯୋଗୀ କାର୍ତ୍ତିକ ପୂର୍ଣ୍ଣିମା ଚିନ୍ତା : ସୋଲ, ଜରି ଡଙ୍ଗା ଉପରେ ଲାଗୁନି କଟକଣା

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ) : ପ୍ରାଚୀନ ଉତ୍କଳର ସାମୁଦ୍ରିକ ବାଣିଜ୍ୟ ପରମ୍ପରାକୁ ମନେପକାଇ ପ୍ରତିବର୍ଷ କାର୍ତ୍ତିକ ମାସ ଶେଷ ଦିନ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯାଏ। ଏହି ଦିନ ସକାଳୁ ନଦୀ, ସମୁଦ୍ର, ପୁଷ୍କରିଣୀ ଆଦିରେ ଡଙ୍ଗା ଭସାଇ ଲୋକେ ଓଡ଼ିଶାର ପ୍ରାଚୁର୍ଯ୍ୟ…

୨ ଟଙ୍କା ପାଇଁ ହତ୍ୟା

ସୁଭରନାରାଜୁ,୧୧ା୧୧: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାରେ ୨ ଟଙ୍କା ପାଇଁ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। କାକିନାଡା ବ୍ଲକ୍‌ ବଲସାପକଲା ଗ୍ରାମର ନିର୍ମାଣ ଶ୍ରମିକ ସୁବର୍ଣ୍ଣରାଜୁ ସାଇକେଲରେ ପମ୍ପ୍‌ ଦେବାକୁ ଯାଇଥିଲେ। ପମ୍ପ ଦେବା ପରେ ଦୋକାନୀ ଶାମ୍ବା ୨…

ଜବରଦସ୍ତ ଟଙ୍କା ମାଗି ଜେଲ ଗଲେ ୩ କିନ୍ନର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଆଇଜି ପାର୍କ ଭିତରେ ଲୋକମାନଙ୍କୁ ଧମକ ଚମକ ଦେଇ ଜବରଦସ୍ତ ଟଙ୍କା ମାଗୁଥିବା ୩ଜଣ କିନ୍ନରଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ଖଣ୍ଡଗିରି ଥାନା ଅଧୀନ ଓଁକାର ବସ୍ତି ଅଞ୍ଚଳରେ ରହୁଥିବା ବି.ତୋଫାନ ବାରିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri