ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ : ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଲେ
ହିଞ୍ଜିଳିକାଟୁ,୧୦।୧୧(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଦିଲୀପ କୁମାର ମହାନ୍ତି ରବିବାର ହିିଞ୍ଜିଳି ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀଙ୍କୁ ବହୁ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଛନ୍ତି। ପୂର୍ବାହ୍ନରେ ସଚିବ ହିଞ୍ଜିଳିକାଟୁ ସରକାରୀ ବୃନ୍ଦାବନ ବିଦ୍ୟାପୀଠ…
ଶିବସେନାର ସମର୍ଥନ କଂଗ୍ରେସ ପାଇଁ ମାରାତ୍ମକ: ନିରୁପମ
ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସବୁ ଦଳ ଅଙ୍କ କଷିବାରେ ଲାଗିଛନ୍ତି। ଇତି ମଧ୍ୟରେ ମୁମ୍ବାଇର କଂଗ୍ରେସ ନେତା ସଞ୍ଜୟ ନିରୁପମ ମଧ୍ୟ ମେଣ୍ଟକୁ ନେଇ ବଡ କଥା କହିଛନ୍ତି। ସେ କହିଛନ୍ତି ମହାରାଷ୍ଟ୍ରରେ କଂଗ୍ରେସ-ଏନ୍ସିପି ମେଣ୍ଟରେ ସରକାର ଗଢିବା…
କ୍ରିକେଟ ପରେ ଏବେ ଟେନିସରେ ଜଲଓ୍ବା ଦେଖାଇଲେ ଏହି ଖେଳାଳି
ରାଞ୍ଚି,୧୦।୧୧: କ୍ରିକେଟ ମୈଦାନରେ ଅନେକ ଦିନ ଧରି ରାଜ୍ କରିବା ପରେ ମହେନ୍ଦ୍ର ସିଂ ଧୋନୀ ଏବେ ଟେନିସ ଜଗତରେ ପାଦ ରଖିଛନ୍ତି। ରାଞ୍ଚିର ଜେଏସସିଏରେ ଚାଲିଥିବା ଟେନିସ୍ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚରେ ସେ ଦମ୍ଦାର୍ ବିଜୟ ହାସଲ କରିଛନ୍ତି। ଡବଲ୍ସ…
ଟୁକୁଣାରେ ରାସ ପଞ୍ଚକ ଉତ୍ସବ: ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ
ଆନନ୍ଦପୁର,୧୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୁକୁଣା ଗ୍ରାମରେ ରାସ ପଞ୍ଚକ ଉତ୍ସବ ଧୁମ୍ଧାମ୍ରେ ପାଳିତ ହେଉଛି। ରାସ କମିଟିର ସଭାପତି ଅଜୟ ମିଶ୍ର ଓ ସମ୍ପାଦକ ଦିଲୀପ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଧାକୃଷ୍ଣଙ୍କ ମୃଣ୍ମୟୀ ପ୍ରତୀମା ଯଥାବିଧି ପୂଜା…
ଶିବସେନାର ନୂଆ ପୋଷ୍ଟର ଉଦ୍ଧବ ହେବେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସରକାର ଗଠନକୁ ନେଇ ଟଣା ଭିଡା ଚାଲିଥିବା ବେଳେ ଏବେ ଶିବସେନାର ନୂଆ ପୋଷ୍ଟର ଦେଖିବାକୁ ମିଳିଛି। ପ୍ରଥମେ ଭାଜପା-ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ କିଛି ସ୍ଥିର ହୋଇ ପାରି ନ ଥିବା ବେଳେ ଏବେ…
ଇର୍ଷାନ୍ବିତ ହୋଇ ୫-ଟି ବିରୋଧରେ ମନ୍ତବ୍ୟ ଦେଉଛନ୍ତି ଅପରାଜିତା: ସସ୍ମିତ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମକୁ ଏମ୍ପି ଅପରାଜିତା ଷଡ଼ଙ୍ଗୀ ସମାଲୋଚନା କରିବା ପ୍ରସଙ୍ଗରେ ଜବାବ ରଖିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର। ସେ କହିଛନ୍ତି, ୫-ଟି କାର୍ଯ୍ୟକ୍ରମକୁ ସମାଲୋଚନା କରିବା ପରେ ଲାଗୁଛି ଅପରାଜିତାଙ୍କ ଆଇଡେଣ୍ଟି କ୍ରାଇସିସ୍ ହେଲାଣି। ଇର୍ଷାନ୍ବିତ…
ଏମ୍କେସିଜିରେ ଅଚାନକ ପହଞ୍ଚିଲେ ଜିଲାପାଳ : ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍
ବ୍ରହ୍ମପୁର ଅଫିସ,୧୦।୧୧: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ଅଚାନକ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ପହଞ୍ଚିଥିଲେ। ବିଭିନ୍ନ ଓ୍ବାର୍ଡ ବୁଲିବା ସହ ରୋଗୀଙ୍କ ସହ କଥା ହୋଇଥିଲେ । ଡାକ୍ତରମାନେ ଔଷଧର…
ସିଦ୍ଧୁଙ୍କୁ ଖୋଜିଲେ ଇମ୍ରାନ୍: ଭିଡିଓ ଭାଇରାଲ
ଇସ୍ଲାମାବାଦ,୧୦।୧୧: କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଶନିବାର କରତାରପୁର କରିଡର ଉଦ୍ଘାଟନ ଦିବସରେ ଯୋଗ ଦେଇଥିଲେ। ସେହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…
ଟ୍ରାଫିକ୍ ଜାମ୍ରେ ଫଶିବାରୁ ଏହି ବ୍ୟକ୍ତି ନିଜେ ତିଆରି କଲେ ହେଲିକପ୍ଟର
ଦିନକୁ ଦିନ ରାସ୍ତାଘାଟରେ ଗାଡ଼ିମୋଟର ସଂଖ୍ୟା ବଢ଼ିଚାଲିଛି। ଫଳରେ ଟ୍ରାଫିକ ସମସ୍ୟା ଦେଖାଦେବାରୁ ଲୋକେ ଠିକ୍ ସମୟରେ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରୁନାହାନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ଜଣେ ବ୍ୟକ୍ତି ନିଜେ ହେଲିକପ୍ଟର ତିଆରି କରୁଛନ୍ତି। ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ରହୁଥିବା…
ଏମିତି ଦେଶ ଯେଉଁଠି ଏପରି କଲେ ହୁଏ ମୃତ୍ୟୁ…
ପଶ୍ଚିମ ଆଫ୍ରିକାର ରହିଛି ଏକ ଛୋଟ ଦେଶ ବେନିନ୍। ଏଠାରୁ ହଁି କଳାଯାଦୁର ଆରମ୍ଭ ହୋଇଥିଲା ବୋଲି ଲୋକେ କୁହନ୍ତି । ଏଠାରେ ବାସ କରନ୍ତି ଇଗୁନଗୁନ ଜନଜାତି । ଇଗୁନଗୁନ ଜନଜାତିର କୌଣସି ବ୍ୟକ୍ତି ଯଦି କାହାକୁ ଛୁଇଁଦିଅନ୍ତି ତେବେ…
ଫସର ଫାଟିଲା ଯୋଜନା: ପିସିସି ସଭାପତି ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି କହିଲେ ଜିତେନ୍ଦ୍ର ସିଂହ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ କିଛି ଦିନ ତଳେ କଂଗ୍ରେସର କିଛି ନେତା ଏକାଠି ହୋଇଥିଲେ। ହେଲେ ଏବେ ସେମାନଙ୍କୁ ଶକ୍ତ ଧକ୍କା ଲାଗିଛି। ବର୍ତ୍ତମାନ ସଭାପତି ଥିବା ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବା ଲାଗି ସେମାନେ କରିଥିବା…
ମହାରାଷ୍ଟ୍ରରେ ବଢ଼ିଲା ରାଜନୈତିକ ଉଷ୍ଣତା: ଶିବସେନା ଧରିବ ହାତ-ଘଣ୍ଟା !
ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ଭାଜପା ପକ୍ଷରୁ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ତେବେ ଦଳ ପାଖରେ କୁହୁକ ସଂଖ୍ୟା ଛୁଇଁବା ପାଇଁ ଆବଶ୍ୟକ ବିଧାୟକଙ୍କ ଅଭାବ ରହିଛି। ଭାଜପା ପାଖରେ ୧୦୫ ବିଧାୟକ…
Archives


