ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍କୁ ପ୍ରପୋଜ କଲେ ଏହି ଯୁବକ
ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍ କରିଛନ୍ତି। ଯୁବକ ଜଣଙ୍କ ଛାତିରେ ତୁମେ ମୋତେ ବିବାହ କରିବ କି? ହଁ କି ନାଁ…
୭ ଶହ ବର୍ଷ ଧରି ରାଜପୁତ୍ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍ ଯୁବକ ଛଟ୍ ଘାଟ କରନ୍ତି ସଫା
ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍ପୁରା ଛକରେଥିତ୍ବା ହଜରତ୍ ଦୁଲ୍ଲା ସୈୟଦ୍ ସରକାରଙ୍କ ଦରଘାରେ ୭ଶହ ବର୍ଷ ଧରି ରାଜପୁତ୍ ପରିବାର ବିଭିନ୍ନ ସେବା କରୁଛନ୍ତି। ଏହି ପରିବାର…
କଂଗ୍ରେସ ରାଜ୍ୟର ଶତ୍ରୁ ନୁହେଁ: ସଞ୍ଜୟ
ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି ପାଗ ଭିଡୁଥିବା ବେଳେ ଏପଟେ ଶିବସେନା ନେତା ସଞ୍ଜୟ ରାଉତ ଗୋଟିଏ ପରେ ଗୋଟିଏ ମନ୍ତବ୍ୟ ଦେଇ ଚାଲିଛନ୍ତି। ଭାଜପା ସହ ମେଣ୍ଟ କରି ନିର୍ବାଚନ ଲଢିଥିବା ଶିବସେନା ଅଢେଇ…
ଏମିତି ଦେଶ, ଯେଉଁଠି ସନ୍ତାନ ଜନ୍ମ ଦେଲେ ମିଳେ ଲକ୍ଷାଧିକ ଟଙ୍କା
ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସନ୍ତାନ ଜନ୍ମ ଦେଲେ ମାତାପିତାଙ୍କୁ ପୁରସ୍କାର ସ୍ବରୂପ ମିଳିଥାଏ ଲକ୍ଷାଧିକ ଟଙ୍କା। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ଫିନ୍ଲ୍ୟାଣ୍ଡ। ଏଠାକାର ଲେଷ୍ଟିଜାର୍ଭେରେ ସନ୍ତାନ ଜନ୍ମ ହେଲେ ପ୍ରତି…
ବାତ୍ୟା ବୁଲ୍ବୁଲ୍ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍ବୁଲ୍ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ କ୍ଷୟକ୍ଷତି ହେବା ସହ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
କଷ୍ଟକର ଗଣିତ ବୁଝିବାରେ ବାଳିକା ବି ଆଗୁଆ
ଓ୍ବାଶିଂଟନ,୧୦।୧୧: କଷ୍ଟକର ଗଣିତ ବୁଝିବାରେ ବାଳକମାନେ ଆଗୁଆ ରହିଥାନ୍ତି ବୋଲି ପୂର୍ବରୁ ହୋଇଥିବା ଏକ ଗବେଷଣାରେ ଉଲ୍ଲେଖ ହୋଇଥିଲା। ତେବେ ଏଥିରେ ବାଳିକା ମଧ୍ୟ ପଛୁଆ ନାହାଁନ୍ତି। ଏନେଇ ଆମେରିକା କାର୍ନିଙ୍ଗ୍ ମେଲାନ୍ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ…
ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍ ସଂଖ୍ୟା
ବୋଷ୍ଟନ୍,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୨୧୦୦ ସୁଦ୍ଧା ଏଠାରେ ବାସ କରୁଥିବା…
ଲଣ୍ଡନ ଯିବେ ଶରିଫ
ଇସ୍ଲାମାବାଦ,୧୦।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଉନ୍ନତ ଚିକିତ୍ସା ଲାଗି ସୋମବାର ଲଣ୍ଡନ ଗସ୍ତ କରିବେ ବୋଲି ସୂଚନା ମିଳିଛି। କିଛିଦିନ ହେବ ଅସୁସ୍ଥ ଥିବା ଶରିଫ ଲାହୋରର ସର୍ଭିସେସ୍ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସିତ ହୋଇ ପରେ ନିଜ…
୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ : ଜିଲାପାଳ ଦୃଷ୍ଟି ଦେବାକୁ ଦାବି
କର୍ଲାମୁଣ୍ଡା,୧୦।୧୧(ଡି.ଏନ୍.ଏ.): ଅଙ୍ଗନୱାଡ଼ି କେନ୍ଦ୍ର ଜରିଆରେ ସାଧାରଣ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାର ଲକ୍ଷ୍ୟ ନେଇ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ କେନ୍ଦ୍ରଗୁଡ଼ିକ ଖୋଲି କର୍ମୀ ଓ ସହାୟିକାଙ୍କୁ ନିଯୁକ୍ତି ଦେଇଛନ୍ତି। ତେବେ ଉପଯୁକ୍ତ ଭିତ୍ତିଭୂମି ନ ଥିବାରୁ ସେବା ଠିକ୍…
ସୋମବାର ସୂର୍ଯ୍ୟକୁ ଅତିକ୍ରମ କରିବ ବୁଧ: ଭାରତରେ ହେବ ନାହିଁ ଦୃଶ୍ୟମାନ
ଓ୍ବାଶିଂଟନ,୧୦।୧୧: ସୋମବାର ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ। ଫଳରେ ସୂର୍ଯ୍ୟ ଉପରେ ଏକ ବଡ଼ କଳାଜାଇ ଗତି କରୁଥିବାର ଦେଖାଯିବ। ଏହା ଗ୍ରୀନିଚ୍ ମିନ୍…
ସରକାରୀ ନିୟମକୁ ଫୁ: ରାସ୍ତା କଡ଼, ଡ୍ରେନରେ ପକାଯାଉଛି ବ୍ୟବହୃତ ସିରିଞ୍ଜ, ଛୁଞ୍ଚି
ଖୋର୍ଦ୍ଧା ଅଫିସ,୧୦।୧୧: ବାୟୋ ମେଡିକାଲ ୱେଷ୍ଟ ମ୍ୟାନେଜମେଣ୍ଟ ଆଇନକୁ ଘରୋଇ ମେଡିକାଲ, ପାଥୋଲାବ ସେଣ୍ଟର ଓ ଔଷଧ ଦୋକାନୀ ମାନୁନାହାନ୍ତି। ଖୋର୍ଦ୍ଧା ମ୍ୟୁନିସିପାଲିଟିର ଅସ୍ଥାୟୀ ଡମ୍ପିଂୟାର୍ଡ କୁହାଯାଉଥିବା ଜିଲା ସଦର ମହକୁମା ବାଜପୁର ରାସ୍ତାର ଏସ୍ପିଙ୍କ କାର୍ଯ୍ୟାଳୟ ପାଖରେ ବ୍ୟବହୃତ ଛୁଞ୍ଚି…
ରାମମନ୍ଦିର ନିର୍ମାଣରେ ବ୍ୟବହୃତ ହେବ ବଂଶୀ ପାହାଡ଼ପୁର ପଥର: ପ୍ରତି ମାସରେ ଆସିବ ୧୦ରୁ ୨୦ ଟ୍ରକ
ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣରେ ରାଜସ୍ଥାନ ଭରତପୁର ଅନ୍ତର୍ଗତ ବଂଶୀ ପାହାଡ଼ପୁର ପଥର ବ୍ୟବହୃତ ହେବ। ମନ୍ଦିରରେ ଲାଲ୍ ବାଲିଆ ପଥରର ଉପଯୋଗ ୬୦ ପ୍ରତିଶତରୁ ଅଧିକ କରାଯିବ। ନିର୍ମାଣରେ ପ୍ରାୟ…
Archives


