Home

ପୁରୀ ନାବାଳିକା ଗଣବଳାତ୍କାର ମାମଲା: କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଅଫିସ, ୪ା୧୨: ପୋଲିସ କ୍ୱାର୍ଟର୍ସରରେ ଗଣବଳତ୍କାରର ଶିକାର ହୋଇଥିବା ନାବାଳିକାଙ୍କର ବୁଧବାର ସିଆରପିସି ଧାରା ୧୬୧ ଓ ୧୬୪ରେ ପୁରୀ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବୟାନ ରେକେର୍ଡ କରାଯାଇଛି। ପୂର୍ବରୁ ଏହିମାମଲାରେ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲହାଜତକୁ ପଠାଇଦିଆଯାଇଛି। ପୋଲିସ ସେମାନଙ୍କୁ ରିମାଣ୍ଡରେ…

ମାଓବାଦୀ ନାଁରେ ଧମକପୂର୍ଣ୍ଣ ଚିଠି

ରାଇକିଆ,୪ା୧୨(ଡ଼ି.ଏନ.ଏ): ରାଇକିଆ ଥାନା ରଣବା ପଞ୍ଚାୟତରୁ ଢିମିରିପଲ୍ଲୀ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ମାଓବାଦୀ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଛି। ସେଥିରେ ଅଞ୍ଚଳର କେତେଜଣ ଠିକାଦାର ଓ ରାଜନୀତିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁ ରହିଛି। ଏହି ବ୍ୟକ୍ତିମାନେ ଦୁର୍ନୀତିରେ…

ମହିଳାଙ୍କୁ ମାରପିଟ ଅଭିଯୋଗରେ ୨ ଗିରଫ

ବୁଗୁଡ଼ା,୪ା୧୨(ଡି.ଏନ.ଏ.): ବୁଗୁଡ଼ା ଏନ୍‌ଏସି କାଦପଡ଼ା ଗ୍ରାମର ଜଣେ ମହିଳାଙ୍କୁ ଟଣାଓଟରା ଓ ମାରପିଟ ଅଭିଯୋଗରେ ପୋଲିସ ବୁଧବାର ୨ ଜଣଙ୍କୁ କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ ଉକ୍ତ ଥାନା ଭାମଶିଆଳିର କେଶବ ଜେନା ଓ ଗୋଲାମୁଣ୍ଡଳାର ରଞ୍ଜିତ ଗୌଡ଼। ମହିଳାଙ୍କ ଅଭିଯୋଗକୁ…

କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ

ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଶିକାର ହୋଇଥିବା ୩୦ରୁ ଊର୍ଦ୍ଧ୍ୱ ମହିଳା ସୁନାବେଡ଼ା ଥାନାରେ ଏତଲା…

୧୨ ବର୍ଷ ହେଲା ଆର୍ଥକ ସହୟତା ଦେଇନାହିଁ ବିସିସିଆଇ

ବେଙ୍ଗାଲୁରୁ,୪ା୧୨: ଘରୋଇ ଲିଷ୍ଟ ଏ’ ଓ ଟି୨୦ କ୍ରିକେଟ ମ୍ୟାଚ୍‌ ବର୍ଷା ଦ୍ୱାରା ବାଧା ପ୍ରାପ୍ତ ହେଲେ ଫଳାଫଳ ନିଣ୍ଣୟ କରିବା ପାଇଁ ଦେଶରେ ଭିଜେଡି ନିୟମ ବ୍ୟବହାର କରାଯାଏ। ଏହି ନିୟମକୁ ପ୍ରସ୍ତୁତ କରିଥିଲେ ଭି. ଜୟଦେବନ। ହେଲେ ଭିଜେଡି…

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: କେଏସ୍‌ସିଏ ମ୍ୟାନେଜମେଣ୍ଟ କମିଟି ସଦସ୍ୟ ଗିରଫ

ବେଙ୍ଗାଲୁରୁ,୪ା୧୨(ପି.ଟି.): କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ) ଫିକ୍ସିଂ ସ୍କାଣ୍ଡାଲରେ ତଦନ୍ତ କରୁଥିବା ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ମ୍ୟାନେଜମେଣ୍ଟ କମିଟି ସଦସ୍ୟ ସୁଧେନ୍ଦ୍ର ଶିନ୍ଦେଙ୍କୁ ବୁଧବାର ଗିରଫ କରିଛି। ଫିକ୍ସିଂ ସ୍କାଣ୍ଡାଲରେ ଜଡ଼ିତ ଥିବା…

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା ସୃଷ୍ଟି କରିଛି। ପ୍ଲାଣ୍ଟସାଇଟ ଥାନା ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ସମ୍ପର୍କୀୟ ନାବାଳିକା ଝିଆରୀ…

ଖଣିରେ ନିଯୁକ୍ତି ଓ ପରିବହନ ବିବାଦ: ଦୁଇ ଗୋଷ୍ଠୀ ମୁହାଁମୁହିଁ 

ଯୋଡ଼ା, ୪।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଓ ପରିବହନ ସୁବିଧା ଦେବାପାଇଁ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି ଦାବି କରି ଆସୁଥିବାବେଳେ ଏହାକୁ ଅନ୍ୟ କେତେକ ସ୍ଥାନୀୟ ଲୋକ ବିରୋଧ କରୁଛନ୍ତି। ବୁଧବାର…

ଦୋଷୀଙ୍କୁ ଦଣ୍ଡ ଦାବିରେ ସଙ୍କଳ୍ପ ପଦଯାତ୍ରା

ଖଇରା,୪।୧୨(ଡି.ଏନ.ଏ.): ହାଇଦ୍ରାବାଦ ସମେତ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରେ ଗଣବଳାତ୍କାର ଓ ନାରୀ ନିର୍ଯାତନା ଘଟଣା ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ ଜଣାଇବା ସହ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରାଯାଉଛି। ବୁଧବାର ବାଲେଶ୍ୱର ଜିଲା ଖଇରା ବ୍ଲକ…

ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ କରାଯାଇଛି। ଏଥିସହ ଏ ନେଇ ଅଭିଯୋଗ ହେବା ପରେ ଧାମନଗର ଥାନାରେ ଏକ ମାମଲା(ନଂ.୨୬୪/୧୯)…

ଶୀତଦିନେ କମଳା ବେଶ୍‌ ସ୍ବାସ୍ଥ୍ୟପ୍ରଦ

ଶୀତଦିନେ ସ୍ବାସ୍ଥ୍ୟ ପାଇଁ କମଳା ବେଶ୍‌ ଲାଭଦାୟକ ହୋଇଥାଏ। କାରଣ ଏଥିରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ-ସି ରହିଥାଏ। ଏହା ଖାଇବା ପାଇଁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ ଲାଗି ସେତିକି ହିତକାରକ। ଏହାକୁ ଖାଇବା ଦ୍ୱାରା କର୍କଟଠାରୁ ମଧୁମେୟ ପର୍ଯ୍ୟନ୍ତ ବିଭିନ୍ନ ରୋଗଜନିତ…

ଚିଦାମ୍ବରମ୍‌ଙ୍କୁ ନେବା ପାଇଁ ତିହାର ଜେଲ ପହଞ୍ଚିଲେ ପୁଅ କାର୍ତ୍ତି

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ବରିଷ୍ଠ ନେତା ପି. ଚିଦାମ୍ବରମ୍‌ଙ୍କୁ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଜାମିନ ମିଳିବା ପରେ ସନ୍ଧ୍ୟାରେ ପୁଅ କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ନେବା ପାଇଁ ତିହାର ଜେଲରେ ପହଞ୍ଚିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?