Home

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ; ସଂସଦରେ ହେବ ଉପସ୍ଥାପିତ

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବୁଧବାର ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସଂସଦ ଭବନରେ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଏହି ବିଲ୍‌ ଉପରେ ଆଲୋଚନା ପରେ ଉପସ୍ଥିତ ସଦସ୍ୟମାନେ…

ମ୍ୟାଚ୍‌ ଚାଲିଥିବାବେଳେ ଭାରତୀୟ କ୍ରିକେଟରଙ୍କୁ ଆସିଲା ହୃଦ୍‌ଘାତ, ଡାକ୍ତରଖାନା ନେବା ବାଟରେ ଚାଲିଗଲା ଜୀବନ

ଅଗରତାଲା,୪।୧୨: କ୍ରିକେଟ ପଡିଆରେ ଅଘଟଣ ଘଟିବା ନୂଆ କଥା ନୁହେଁ। ପୂର୍ବରୁ ମଧ୍ୟ ଅନେକ ଖେଳାଳିଙ୍କ ଶରୀରରେ ବଲ୍‌ ବାଜି ମୃତ୍ୟୁ ଘଟିଛି। ତ୍ରିପୁରାର ରାଜଧାନୀ ଅଗରତାଲାରେ ହୃଦଘାତରେ ଜଣେ କ୍ରିକେଟରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ମିଥୁନ ଦେବବର୍ମନ।…

ଦାରିଙ୍ଗବାଡିରେ ଚଳିତମାସର ପହିଲି ଶୀତ, ଖସିଲା ପାରଦ

ଦାରିଙ୍ଗବାଡି,(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଚଳିତ ମାସର ଏହା ପ୍ରଥମ ଶୀତ ହୋଇଥିବାବେଳେ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ବୁଧବାର ସକାଳ ୮ଟା ସୁଦ୍ଧା ୯.୫ଡିଗ୍ରୀରେ ପହଞ୍ଚିଛି। ପାଗ ମେଘୁଆ ଥିବାରୁ ଗତ କିଛି ଦିନ…

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍‌ ମିଳିଛି। ସୁପ୍ରିମ୍‌କୋର୍ଟ ଜାମିନ୍‌ ଆବେଦନର ବିଚାର କରି ଏହାକୁ ମଞ୍ଜୁର କରିଛନ୍ତି। ଏହି ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ସହିତ ଜଡ଼ିତଥିଲା। ପୂର୍ବରୁ ସିବିଆଇ ମାମଲାରେ ଚିଦାମ୍ବରମ୍‌ଙ୍କୁ…

ବିଶ୍ୱତାପନ ବଢ଼ିବା ଯୋଗୁ ୧୦ ବର୍ଷରେ ବିସ୍ଥାପିତ ହୋଇଛନ୍ତି ୨ କୋଟି ୨୦ ଲକ୍ଷ

ମାଦ୍ରିଦ୍‌,୪।୧୨: ଗତ ୧୦ ବର୍ଷରେ ବିଶ୍ୱତାପନ ୧.୧ ଡିଗ୍ରୀ ସେଲସିୟସ୍‌ ବଢ଼ିଛି। ଏହା ଯୋଗୁ ୨ କୋଟି ୨୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ଏସମ୍ପର୍କରେ ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ଏକ ତଥ୍ୟ ଭିତ୍ତିକ ରିପୋର୍ଟ ପ୍ରକାଶ…

ଅକ୍ଷୟ କୁମାରଙ୍କ ଦୁଃଖ: ବଡ ନିର୍ଦ୍ଦେଶକ ମୋତେ ଫିଲ୍ମରେ ନେଉନାହାନ୍ତି

ଅକ୍ଷୟ କୁମାର ଗୋଟିଏ ପରେ ଗୋଟିଏ ବକ୍ସଅଫିସ ହିଟ ସିନେମା ଦେଇ ଆସୁଛନ୍ତି। କିନ୍ତୁ ତାଙ୍କୁ ଇଣ୍ଡଷ୍ଟ୍ରୀର ବଡ ବଡ ନିର୍ଦ୍ଦେଶକଙ୍କ ସହ ଖୁବ୍‌ କମ୍‌ ଫିଲ୍ମ କରିଥିବାର ଦେଖାଯାଏ। ନିକଟରେ ତାଙ୍କ ଆଗାମୀ ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ର ଏକ ପ୍ରମୋଶନାଲ…

ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ

ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ତାଙ୍କୁ ଖୋଜିବା ପାଇଁ ସେନାର ଏଆରଟି ଲାଗିପଡିଛନ୍ତି। ସୂଚନାଯୋଗ୍ୟ,…

ମହାଭିଯୋଗ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ: ଟ୍ରମ୍ପ୍‌ ଦୋଷୀ

ଓ୍ବାଶିଂଟନ,୪।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ୍‌ଙ୍କ ବିରୋଧରେ ଅଣାଯାଇଥିବା ମହାଭିଯୋଗର ଯାଞ୍ଚ୍‌ ଜାରି ରହିଛି। ଇତିମଧ୍ୟରେ ଆମେରିକା ସଦନର ନ୍ୟାୟିକ କମିଟି ପକ୍ଷରୁ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ ଜାରି କରାଯାଇଛି। ଏଥିରେ ଟ୍ରମ୍ପ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏଥିରୁ କୁହାଯାଇଛି ଯେ,…

କାଳ ସାଜିଛି ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ:ଟୁଇନ୍‌ ସିଟିରେ ୨୦୦ ସ୍ଥାନ ଚିହ୍ନଟ, ୬୦ ଅତି ସମ୍ବେଦନଶୀଳ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଡିସେମ୍ବର ୧ରୁ ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଥିବାବେଳେ ୧୦ ଟ୍ରଫିକ ନିୟମ ଉଲ୍ଲଂଘନକାରୀ ଧରପଗଡ଼ ଚାଲିଛି। ତେବେ କଟକ ଓ ଭୁବନେଶ୍ୱର ଟୁଇନ୍‌ସିଟିରେ…

ଗଣବଳାତ୍କାରକୁ ତୀବ୍ର ବିରୋଧ:ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ପୁରୀ

ପୁରୀ ଅଫିସ, ୪ା୧୨:ପୁରୀରେ ନାବାଳିକା ଗଣବଳାତ୍କାର ଘଟଣା ଏବେ ରାଜ୍ୟବ୍ୟାପୀ ଚହଳ ସୃଷ୍ଟି କରିଛି। ଏ ନେଇ ସବୁଆଡ଼େ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିଥିବାବେଳେ ବିଭିନ୍ନ ସଙ୍ଗଠନ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଘଟଣାକୁ ସବୁସ୍ତରରେ ଦୃଢ…

ଭୟାବହ ଅଗ୍ନିକାଣ୍ଡ: ୧୮ ବଖରା ଘର ଜଳିଗଲା

ରାଜନଗର,୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଘଡିଆମାଳ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୮ ବଖରା ଘର ଭସ୍ମିଭୂତ ହୋଇଯାଇଛି। ଗ୍ରାମର ବଳରାମ ରାଉତଙ୍କ ୧୨ ବଖରା, ବେଣୁଧର ରାଉତ, କୈଳାଶ ରାଉତ ଓ ବାବୁ ରାଉତଙ୍କ…

ରାଜ୍ୟରେ ୬ ବୃହତ୍‌, ୨୦ ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ

ଭୁବନେଶ୍ୱର,୪ା୧୨ (ବ୍ୟୁରୋ):ରାଜ୍ୟରେ ଜଳସେଚନ ପାଇଁ ଆଉ ୬ଟି ବୃହତ୍‌ ଜଳଭଣ୍ଡାର ଓ ୨୦ଟି ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ। ଏ ନେଇ ସର୍ବେକ୍ଷଣ ଓ ଅନୁସନ୍ଧାନ ଚାଲିଛି। ଏହି ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ। ମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?