Home

ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ଉପରେ ମତ ରଖିଲା ବଲିଉଡ୍‌

ମୁମ୍ବାଇ,୯।୧୧: ସୁପ୍ରିମକୋର୍ଟ ଶନିବାର ଅଯୋଧ୍ୟା ମାମଲାକୁ ନେଇ ଐତିହାସିକ ରାୟ ଦେଇଛନ୍ତି। ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହେବା ସ୍ପଷ୍ଟ ହୋଇଯାଇଛି। ଏହାସହ ସୁପ୍ରିମକୋର୍ଟ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣକୁ ନେଇ ଏକ ଟ୍ରଷ୍ଟ ଗଠନ କରିବାକୁ ଅନୁମତି…

ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍‌ଥାନ ଏକାଦଶୀ ପରେ ପାଳିତ ହୋଇଥାଏ। ଏହି ଏକାଦଶୀରେ ଚତୁର୍ମାସ୍ୟାରୁ ନିଦ୍ରା ଯାଇଥିବା ଦେବତାମାନେ ନିଦ୍ରାତ୍ୟାଗ…

କରଣଙ୍କ ପାଦ ଛୁଇଁଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ତାଙ୍କ କ୍ୟାରିୟରରେ ଆଗକୁ ବଢ଼ିବାରେ ଲାଗିଛନ୍ତି। ଏବେ ସେ ଅନ୍ୟମାନଙ୍କଠାରୁ କମ୍‌ ବଜେଟରେ କାମ କରୁଛନ୍ତି ବୋଲି କୁହାଯାଉଛି। କିନ୍ତୁ ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସ୍‌ରେ ଶହେ କୋଟିରୁ ଊର୍ଦ୍ଧ୍ୱ ଆୟ କରୁଛି।…

ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନା ଉଦ୍‌ଜୀବିତ ହେଉ: ଶାହ

ନୂଆଦିଲ୍ଲୀ,୯।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ଏବେ ଜାତୀୟ ସଂହତି କ୍ଷେତ୍ରରେ ଏହା ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନାକୁ ଉଦ୍‌ଜୀବିତ କରୁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅଯୋଧ୍ୟା ରାୟ ପ୍ରକାଶ ପାଇବା ପରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି।…

ଅଯୋଧ୍ୟା ଶୁଣାଣିକୁ ସ୍ବାଗତ ଜଣାଇଲେ ମୋହନ ଭାଗବତ

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ଜମି ବିବାଦକୁ ନେଇ ସୁପ୍ରିମକୋର୍ଟ ପକ୍ଷରୁ ଶନିବାର ଐତିହାସିକ ରାୟ ପ୍ରକାଶ ପାଇଛି। ଏବେ ଏହାକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରକାର ପ୍ରତିକ୍ରିୟା ପ୍ରକାଶ ପାଉଛି। ରାଷ୍ଟୀୟ ସ୍ବୟଂ ସେବକ ସଂଘର ମୁଖ୍ୟ ମୋହନ ଭାଗବତ…

ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା ବଢ଼ିଲା: ରାମ-ରହିମ୍‌ ଭକ୍ତି ପାଲଟିଲା ରାଷ୍ଟ୍ରୀୟ ଭକ୍ତି

ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସଜିଦ୍‌ର ଐତିହାସିକ ରାୟ ଯୋଗୁ ଦେଶର ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଏହି ରାୟ ଯୋଗୁ ରାମ-ରହିମ୍‌ ଭକ୍ତି ଏବେ ରାଷ୍ଟ୍ରୀୟ ଭକ୍ତି ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଜଣାଇଛନ୍ତି।…

ଉପକୂଳମୁହାଁ ବୁଲବୁଲ୍‌: ଦୀଘାରେ ହାଇଆଲର୍ଟ

ଭୋଗରାଇ, ୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲବୁଲ୍‌’ ପ୍ରଭାବରେ ବାଲେଶ୍ୱର ଜିଲାର ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଦୀଘା ଉପକୂଳ ସମୁଦ୍ରରେ ଶନିବାର ୫ରୁ ୯ଫୁଟ୍‌ର ଜୁଆର ମାଡ଼ିଆସୁଥିବା ଦେଖାଯାଇଛି। ଏଥିସହ ତୁହାକୁତୁହା ବର୍ଷା ହେବା ସହ ପବନର ବେଗ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗ…

ପାରାଦୀପଠାରୁ ୯୫ କିମି ଦୂରରେ ‘ବୁଲ୍‌ବୁଲ୍‌’: ଉପକୂଳବର୍ତ୍ତୀ ଜିଲାରେ ଲାଗି ରହିବ ବର୍ଷା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଏବେ ପାରାଦୀପଠାରୁ ୯୫ କିମି ଦୂରରେ। ଏହା ପୂର୍ବ ଉତ୍ତର ପୂର୍ବ ଦିଗକୁ ମୋଡ଼ ନେବା ଆରମ୍ଭ କରିଛି। ବାତ୍ୟା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆହୁରି ୪ ରୁ ୫ ଘଣ୍ଟାଯାଏ ବର୍ଷା ଜାରି…

ଅଯୋଧ୍ୟା ରାୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ରାୟ ଯାହା ବି ଆସୁ, ସମସ୍ତେ ସ୍ବୀକାର କରନ୍ତୁ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଯାହା ବି ରାୟ ଆସୁ, ତାକୁ ସମସ୍ତେ ସ୍ବୀକାର କରନ୍ତୁ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଅପିଲ୍‌ କରିଛନ୍ତି। ସମସ୍ତେ ଶାନ୍ତି ଏବଂ…

‘ବୁଲ୍‌ବୁଲ୍‌’ ପ୍ରଭାବ: ଚାଷୀ, ଉପକୂଳ ବାସିନ୍ଦା ଆତଙ୍କିତ

ବାଲିଆପାଳ, ୯।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ଦେଖିବାକୁ ମିଳିଛି। ପବନର ବେଗ ଘଣ୍ଟାକୁ ୫୦ରୁ ୬୦ କିମି ରହିଛି। ଏହାର ପ୍ରଭାବରେ ଏକର ଏକର ପାଚିଲା ଧାନ ଜମିରେ ବର୍ଷା ପାଣି ଜମିରହିଛି। ଫଳରେ ଚାଷୀ…

ଅଜବ ଅଣ୍ଡା ଦେଖି ଆଶ୍ଚର୍ଯ୍ୟ ହେଲେ ଦମ୍ପତି

ସାଧାରଣତଃ ପଶୁପକ୍ଷୀଙ୍କ ଅଣ୍ଡା ଦେଖିଥିବେ ମାତ୍ର ଫିନ୍‌ଲ୍ୟାଣ୍ଡ୍‌ ବୁଲିବାକୁ ଯାଇଥିବା ଦମ୍ପତି ସମୁଦ୍ରକୂଳରେ ଅଜବ ଅଣ୍ଡା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ଅଣ୍ଡା କୌଣସି ପଶୁ ପକ୍ଷୀଙ୍କର ନ ଥିଲା, ଥିଲା ବରଫର ଅଣ୍ଡା। ଏଠାକାର ହୈଏକ୍‌ ଲୁଓତୋ ଦ୍ୱୀପର ମଜିନେମି…

ନୀଳ ରଙ୍ଗର ହୀରା ମୁଦି ଶହେ କୋଟିରେ ହେବ ନିଲାମ

ଜେନେଭା,୯।୧୧: ଜେନେଭାଠାରେ ଏକ ହୀରାମୁଦିର ନିଲାମ ହେବ। ଏହାକୁ ଶହେ କୋଟି ଟଙ୍କା(୧୪ ମିଲିୟନ୍‌ ଡଲାର)ରେ ନିଲାମ କରାଯିବ ବୋଲି କୁହାଯାଉଛି। ସ୍ଥାନୀୟ କ୍ରେଷ୍ଟ ନିଲାମ ଗୃହରେ ଏହାର ନିଲାମ ହେବ। ଏହି ହୀରାମୁଦିରେ ୭.୦୩ କ୍ୟାରେଟ୍‌ ଓଜନର ନୀଳ ରଙ୍ଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri