Home

‘ଇଣ୍ଡିଆନ୍‌ ଆଇଡଲ’ରେ ଅନୁଙ୍କ ସ୍ଥାନ ନେଲେ ହିମେଶ

ବମ୍ବେ: ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକଙ୍କ ସ୍ଥାନ ନେଲେ ହିମେଶ ରେଶମିୟା। ଲୋକପ୍ରିୟ ସିଙ୍ଗିଙ୍ଗ୍‌ ରିଆଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ୍‌’ ଜଜ୍‌(ବିଚାରପତି) ଆସନ ଅନୁ ଛାଡ଼ିବା ପରେ ଏବେ ହିମେଶ ତାଙ୍କ ସ୍ଥାନରେ ନଜର ଆସିବେ। ଗୋଟିଏ ପଟେ ହିମେଶ…

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର…

ଭିଜିଲାନ୍ସ ଜାଲରେ ଫେଡ୍‌କୋ ଜେ.ଇ.

ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍‌କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର ଭିଜିଲାନ୍ସ…

ଶେଷଥର ପାଇଁ ଏହି ଅଭିନେତ୍ରୀଙ୍କ ସହ ଫୋନରେ କଥା ହୋଇଥିଲେ ଶ୍ରୀଦେବୀ

ବଲିଉଡ୍‌ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ମୃତ୍ୟୁକୁ ଦେଢବର୍ଷରୁ ଅଧିକ ହୋଇଯାଇଥିଲେ ମଧ୍ୟ ତାଙ୍କୁ ଆଜି ବି ଭୁଲି ପାରୁନାହାନ୍ତି ସିନେ ଜଗତ। ନିକଟରେ ଶ୍ରୀଦେବୀଙ୍କ ଉପରେ ଲିଖିତ ଏକ ପୁସ୍ତକ ‘ଶ୍ରୀଦେବୀ:ଗର୍ଲ ଓମେନ୍‌ ସୁପରଷ୍ଟାର’ ଉନ୍ମୋଚନ ହୋଇଯାଇଛି। ଶ୍ରୀଦେବୀଙ୍କ ସ୍ବାମୀ ବୋନି…

ଗଣ୍ଠି ଦରଜ ହେଉଥିଲେ ଆପଣାନ୍ତୁ କିଛି ଟିପ୍ସ

ଶୀତଦିନେ ଅଧିକାଂଶ ଲୋକଙ୍କ ଗଣ୍ଠି ଦରଜ ହୋଇଥାଏ। ଔଷଧ ସେବନ ନ କରି କିଛି ଟିପ୍ସ ଆପଣାଇଲେ ଏଥିରୁ ମୁକ୍ତି ପାଇପାରିବେ ବୋଲି ବରିଷ୍ଠ ପ୍ରତ୍ୟାରୋପଣ ସର୍ଜନ ଡାକ୍ତର ଅଖିଳେଶ ଯାଦବ କହିଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ… ପ୍ରାତଃ ଭ୍ରମଣ: ଶୀତଦିନେ…

ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି ଟଙ୍କା ହଡପ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ କରିଛନ୍ତି। ଏହାର ପାଲଟା ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଚାଳନା କରାଯାଇଛି। ଏଥିରେ…

ରାଜନାଥଙ୍କ ଗାଡ଼ି ସାମ୍ନାକୁ ଆସି ମୋଦିଙ୍କୁ ଭେଟିବାକୁ କହିଲେ ଯୁବକ

ନୂଆଦିଲ୍ଲୀ,୩।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସୁରକ୍ଷାରେ ଅବହେଳା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସଂସଦ ଭବନ ବାହାରେ ରାଜନାଥଙ୍କ ଗାଡ଼ି ସମ୍ମୁଖକୁ ହଠାତ୍‌ ଆସି ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖା କରିବାକୁ ଚାହୁଁଛନ୍ତି ବୋଲି କହିଥିଲେ। ଏହାପରେ ସେଠାରେ…

ପୁରୀ ଗଣବଳାତ୍କାର ଘଟଣା: ଛାତ୍ର କଂଗ୍ରେସର ନବୀନ ନିବାସର ଘେରାଉ ଉଦ୍ୟମ; ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ଭାଜପା ଏବଂ କଂଗ୍ରେସ। ଏହି କ୍ରମରେ ମଙ୍ଗଳବାର ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ହେଲେ ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ…

୫ବର୍ଷର ରିଲେସନ୍‌ ପରେ ଗୁପ୍ତରେ ହେଲା ଏହି ଯୋଡ଼ିଙ୍କ ନିର୍ବନ୍ଧ

ଛୋଟପରଦାରୁ ବଲିଉଡ୍‌। ଏପରିକି ଡିଜିଟାଲ ଦୁନିଆରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଏହି ଅଭିନେତା ଜଣଙ୍କର ଏବେ ଶୁଭବେଳା ଚାଲିଛି। ଗୋଟିଏ ପରେ ଗୋଟିଏ ସଫଳତାର ଶିଡ଼ି ସେ ଚଢ଼ି ଚାଲିଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଅଭିନେତା ବିକ୍ରାନ୍ତ…

ଘରକୁ ଫେରିଲେ ଆହତ ରଣଦୀପ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ହସ୍ପିଟାଲରୁ ସୁସ୍ଥ ହୋଇ ଏବେ ଘରକୁ ଫେରିଛନ୍ତି। ସଲମାନଙ୍କ ଅପ୍‌ କମିଂ ଫିଲ୍ମ ‘ରାଧେ: ଇୟୋର ମୋଷ୍ଟ ଓ୍ବାଣ୍ଟଟେଡ୍‌ ଭାଇ’ରେ ଖଳନାୟକ ଚରିତ୍ରରେ ଅଭିନୟ କରୁଛନ୍ତି ରଣଦୀପ। ଆସନ୍ତା ଇଦ୍‌ରେ ରିଲିଜ୍‌ ହେବାକୁ ଥିବା…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ସେ ସଫା ସଫା କହିଦେଇଛନ୍ତି। ଜାତି ଓ ଧର୍ମ ଆଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?