Home

ଥାଇରଏଡ୍‌ ସମସ୍ୟାରୁ ଦୂରେଇ ରଖେ ଏସବୁ ଯୋଗାସନ…

ନୂଆଦିଲ୍ଲୀ: କେତେକ କାରଣରୁ କିଛି ଲୋକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଏଭଳି ସମସ୍ୟାରେ ଗଳାରେ ଥିବା ଥାଇରଏଡ୍‌ ଗ୍ଲାଣ୍ଡ୍‌କୁ ସ୍ବାଭାବିକ ଭାବେ କାର୍ଯ୍ୟ କରାଇବା ଲାଗି କେତେକ ଯୋଗାସନ କଲେ ସୁଫଳ ମିଳିଥାଏ। ଏହି ସମସ୍ୟାରେ ସେତୁବନ୍ଧାସନ କଲେ ଗଳାର ମାଂସପେଶୀରେ…

ବିନା ଔଷଧରେ ପିଠି ଯନ୍ତ୍ରଣାରୁ ମୁକ୍ତି ପାଇଁ କରନ୍ତୁ ଏପରି …

ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା, ପରିବର୍ତ୍ତିତ ଜୀବନଶୈଳୀ ତଥା ଶୋଇବାରେ ଅସାବଧାନତା ଯୋଗୁ କେତେକଙ୍କଠାରେ ପିଠି ଯନ୍ତ୍ରଣା ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ଲାଗି କେହିକେହି ନାନା ପ୍ରକାର ପେନ୍‌ କିଲର୍‌ ବ୍ୟବହାର କରିଥାନ୍ତି। ମାତ୍ର ବିନା ଔଷଧରେ କେତେକ ଘରୋଇ…

ଗର୍ଭରେ ପିଲାଙ୍କୁ ସଂସ୍କାରି କରିବା ପାଇଁ ଏହି ରାଜ୍ୟ ସରକାର ଆପଣାଇଲେ ନିଆରା ପଦକ୍ଷେପ

ଲକ୍ଷ୍ନୌ,୩।୧୨: ମହିଳାଙ୍କ ଗର୍ଭରେ ବଢ଼ୁଥିବା ପିଲାଙ୍କ ଭିତରେ ସଂସ୍କାର ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ନିଆରା ପଦକ୍ଷେପ ଆପଣାଇଛନ୍ତି। କାନପୁରର ଛତ୍ରପତି ସାହୁଜି ମହାରାଜ ବିଶ୍ୱବିଦ୍ୟାଳୟ (ସିଏମ୍‌ଜେଏମ୍‌ୟୁ) ପକ୍ଷରୁ ଏନେଇ ଏକ ଅଭିଯାନ ଆରମ୍ଭ କରାଯାଇଛି। ଗର୍ଭାବସ୍ଥାରେ ଶିଶୁଙ୍କୁ ସଂସ୍କାରି…

ସଙ୍କଟରେ ଦେଶର ଅର୍ଥବ୍ୟବସ୍ଥା; ଭାଜପା ପାଇଁ ଭଗବାନ ଭରସା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୩।୧୨: ଦେଶର ଅର୍ଥବ୍ୟବସ୍ଥା ସଙ୍କଟରେ ରହିଛି। ଏନେଇ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାର ଏଭଳି ସ୍ଥିତିରେ ସୁଧାର ଆଣି ନ ପାରିଲେ ଭାଜପାକୁ ଭଗବାନଙ୍କ ଭରସାରେ ଛାଡ଼ିଦେବା ଆବଶ୍ୟକ ବୋଲି ସ୍ବାମୀ କହିଛନ୍ତି।…

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି ପ୍ରକାଶ କରିଛନ୍ତି। ସେଥିପାଇଁ ଭୋଟର ବହୁ…

ପୁରୀ ଗଣବଳାତ୍କାର ମାମଲା: ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ, ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ମାମଲାକୁ ନେଇ ରାଜନୀତି ଜୋର ଧରିଛି। ପୁରୀର ବିଭିନ୍ନ ସ୍ଥାନରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ ରାଜଧାନୀରେ ମଧ୍ୟ ଏହାର ତାତି ଦେଖିବାକୁ ମିଳିଛି। ଛାତ୍ର କଂଗ୍ରେସ ପକ୍ଷରୁ ଶିଶୁ ଭବନ ଛକରେ ବିକ୍ଷୋଭ…

‘ମଧୁ ଆପ୍‌’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା…

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଜନସାଧାରଣ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଦିଲ୍ଲୀର ମହିଳା କମିଶନ ଅଧ୍ୟକ୍ଷା…

ନିର୍ଭୟା ମାମଲାର ଦୋଷୀଙ୍କୁ ଖୁବ୍‌ଶୀଘ୍ର ମିଳିପାରେ ଫାଶୀ: ତିହାର ଜେଲ୍‌ରେ ନାହାନ୍ତି ଘାତକ

ନୂଆଦିଲ୍ଲୀ,୩।୧୨: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ନିକଟରେ ଆଉ ଆଇନର ଆଶ୍ରୟ ନେବାକୁ କୌଣସି ବାଟ ନ ଥିବା ଜଣାପଡିଛି। ତେଣୁ ଏମାନଙ୍କ ଫାଶୀ ଦଣ୍ଡର ତାରିଖ ଖୁବ୍‌ଶୀଘ୍ର ଆସିପାରେ ବୋଲି ଅନୁମାନ କରାଯାଉଛି। ହେଲେ ଏହାକୁ ନେଇ ଏବେ…

ପିଆଜ ମାଳ ପିନ୍ଧି ସଂସଦରେ ପହଞ୍ଚିଲେ ୨ ଏଏପି ଏମ୍‌ପି

ନୂଆଦିଲ୍ଲୀ,୩।୧୨: ପିଆଜ ଦାମ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାର ଅସଫଳ ରହିଥିବା ପ୍ରତିବାଦ କରି ୨ ଜଣ ଏଏପି ଏମ୍‌ପି ସଂସଦରେ ପିଆଜ ମାଳ ପିନ୍ଧି ପହଞ୍ଚିଛନ୍ତି। ଏଏପି ଏମ୍‌ପି ସଞ୍ଜୟ ସିଂ ଏବଂ ସୁଶୀଲ ଗୁପ୍ତା ମଙ୍ଗଳବାର…

ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ୍‌ ସିଂ ସୂଚନା…

ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍‌ ତିଆରି କଲେ ନବମ ଶ୍ରେଣୀ ଛାତ୍ର

ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍‌। ଏହି ବାଇକ୍‌କୁ ନେଇ ସମଗ୍ର କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସୌର, ବାୟୁ ଓ ପାଣିଶକ୍ତିକୁ ନେଇ ବାଇକ୍‌ଟି ଗତିଶୀଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?