Home

ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍‌ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍‌ ସଚିବଙ୍କ ସହ ଏସ୍‌ଆର୍‌ସିଙ୍କ ଆଲୋଚନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍‌’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି ଦୂରରେ…

କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ମନ୍ତ୍ରୀ…

ଗୁଳି ଓ ଏସିଡ୍‌ ମାଡ଼ କରି ସୁନା ଦୋକାନରୁ ଲୁଟ୍‌ ଉଦ୍ୟମ: ୩ଜଣଙ୍କୁ ଛେଚି ପୋଲିସର ଜିମା ଦେଲେ ଲୋକେ

ବାରିପଦା ଅଫିସ,୮।୧୧- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ରୋଡ଼ ସ୍ଥିତ ବିଶ୍ୱକର୍ମା ସୁନା ଦୋକାନରୁ ଶୁକ୍ରବାର ଲୁଟ ଉଦ୍ୟମ ହୋଇଛି। ତେବେ ସ୍ଥାନୀୟ ଲୋକେ ୩ ଲୁଟେରାଙ୍କୁ ଧରିବା ସହ ନିର୍ଧୁମ ଛେଚି ପୋଲିସର ଜିମା ଦେଇଥିବା ଜଣାପଡ଼ିଛି।…

ମହିଳା ତହସିଲଦାରଙ୍କୁ ଜୀବନ୍ତ ପୋଡିବା ପରେ ଭୟଭୀତ ଅନ୍ୟ କର୍ମଚାରୀ: କାର୍ଯ୍ୟାଳୟରେ ଟାଣିଲେ ଲକ୍ଷ୍ମଣ ରେଖା

ହାଇଦ୍ରାବାଦ,୮।୧୧: ଆନ୍ଧ୍ରପ୍ରଦେଶର କୁରନୁଲ ସ୍ଥିତ ଏକ ଗାଁରେ ତହସିଲଦାରଙ୍କ ମଧ୍ୟରେ ପଶିଛି ଛନକା। ଏମାନେ କାର୍ଯ୍ୟାଳୟରେ ଲକ୍ଷ୍ମଣ ରେଖା ଟାଣି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି। ଆଉ ଏହି ରେଖାକୁ ପାର୍‌ କରିବାକୁ କାହାକୁ ଅନୁମତି ଦିଆଯାଇ ନାହିଁ। ଯଦି କାହାକୁ…

ଅଯୋଧ୍ୟା ଶୁଣାଣି ପୂର୍ବରୁ ହାଇ ଆଲର୍ଟରେ ଉତ୍ତରପ୍ରଦେଶ: ଖୋଲାରେ ପେଟ୍ରୋଲ, ଏସିଡ୍‌ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ସରକାର ହାଇ ଆଲର୍ଟରେ ଅଛନ୍ତି। ଏଥିପାଇଁ ଗାଜିଆବାଦ ପ୍ରଶାସନ ଖୋଲାରେ ବିକ୍ରି କରାଯାଉଥିବା ପେଟ୍ରୋଲ, ଏସିଡ୍‌ ଓ ଜ୍ୱଳନଶୀଳ ପଦାର୍ଥ ଉପରେ କଟକଣା ଲଗାଇଛନ୍ତି। ଏହି ନିୟମକୁ ଯିଏ ପାଳନ…

ଗାନ୍ଧୀ ପରିବାର ନିକଟରୁ ଏସ୍‌ପିଜି ସୁରକ୍ଷା ଛଡ଼ାଇ ନେଇ ପାରନ୍ତି ମୋଦି ସରକାର

ନୂଆଦିଲ୍ଲୀ,୮।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍‌ ଗ୍ରୁପ(ଏସ୍‌ପିଜି) ସୁରକ୍ଷାକୁ ଉଠାଇ ନିଆଯିବ ବୋଲି ସୂଚନା ମିଳିଛି।…

ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ସୈଫ୍‌

ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ତାଙ୍କର ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ଲାଗିପଡ଼ିଛନ୍ତି। ସେ ହିଁ ତାଙ୍କୁ କାମ କରିବାର ଶୈଳୀ ଶିଖାଇଛନ୍ତି। ନିଜ କାମକୁ କିପରି ଗମ୍ଭୀରତାର ସହ ନେବ ତାହା ହିଁ ଅମ୍ରିତା ବତାଇ ଦେଇଛନ୍ତି। ନିକଟରେ ଏକ…

ପ୍ରେମୀଯୁଗଳଙ୍କ ଆଶା ‘ଜୁଲିଏଟ୍‌ କ୍ଲବ’

ଭେରୋନା: ପ୍ରେମ ପ୍ରଣୟର କବି ଓ୍ବିଲିୟମ ସେକ୍ସପିୟର, ଯାହାଙ୍କ କାଳଜୟୀ କବିତା, ଗଳ୍ପ, ଉପନ୍ୟାସ, ନାଟକକୁ ଆଜି ବି ଝୁରି ହେଉଛନ୍ତି ବିଶ୍ୱବାସୀ। ‘ଦି ବାର୍ଡ ଅଫ୍‌ ଏଭନ’ ନାମରେ ପରିଚିତ ଏହି ପ୍ରସିଦ୍ଧ ଲେଖକଙ୍କ ବିଷୟରେ ଯେତେ ପ୍ରଶଂସା କଲେ…

ସାଇନାଙ୍କ ବାୟୋପିକ୍‌ ପାଇଁ କଠିନ ପରିଶ୍ରମ କରୁଛନ୍ତି ପରୀ

ମୁମ୍ବାଇ: ଯେତେବେଳେ ବାୟୋପିକ୍‌ କଥା ଆସେ, ସେତେବେଳେ ଅଭିନେତ୍ରୀ/ଅଭିନେତାଙ୍କୁ ବିଶେଷ ପ୍ରସ୍ତୁତି କରିବାକୁ ପଡ଼ିଥାଏ। କାରଣ କୌଣସି କାଳ୍ପନିକ ଚରିତ୍ରକୁ ପରଦା ଉପରେ ଜୀବନ୍ତ କରି ଉତାରିବାଠାରୁ କାହିଁ କେତେ ଗୁଣ କଷ୍ଟକର ଜଣେ ଲୋକପ୍ରିୟ ବ୍ୟକ୍ତିତ୍ୱଙ୍କ ଚରିତ୍ରରେ ଅଭିନୟ କରିବା।…

ବଲିଉଡ୍‌ର ଦାମୀ ହିରୋ

ମୁମ୍ବାଇ: ସଲ୍‌ମାନ ଖାନ୍‌ ହୁଅନ୍ତୁ ବା ଶାହରୁଖ୍‌ ଖାନ୍‌, ଆମୀର ଖାନ୍‌ ହୁଅନ୍ତୁ ବା ହ୍ରିତିକ୍‌ ରୋଶନ, ଏହି ହିରୋମାନେ ଦଶନ୍ଧି ଧରି ବଲିଉଡ୍‌ରେ ନିଜର ଦବ୍‌ଦବା ବଜାୟ ରଖିଛନ୍ତି। ହେଲେ ବଲିଉଡ୍‌ ସୁପର୍‌ଷ୍ଟାର ଅକ୍ଷୟ କୁମାରଙ୍କ କଥା ଟିକେ ଅଲଗା।…

କରତାରପୁର କରିଡର: ମୋଦିଙ୍କ ଉଦ୍‌ଘାଟନ ପୂର୍ବରୁ ସଭାସ୍ଥଳରେ ପଶିଲା ପାଣି

ଇସ୍‌ଲାମାବାଦ,୮।୧୧: କରତାରପୁର କରିଡର ଉଦ୍‌ଘାଟନକୁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ଏହା ପୂର୍ବରୁ ଏକ ବଡ ସମସ୍ୟା ମୁଣ୍ଡ ଟେକିଲାଣି। ଏଥିପାଇଁ ଉଦ୍ଦିଷ୍ଟ ପେଣ୍ଡାଲ୍‌ ଓ ସଭାସ୍ଥଳରେ ଏବେ ବର୍ଷା ପାଣି ପଶିଯାଇଥିବା ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ…

୪ ଓଭର, ୪ ମେଡେନ୍‌, ୪ ଉଇକେଟ୍‌: ବିରଳ ରେକର୍ଡ ହାସଲ କଲେ ଏହି ଖେଳାଳି

ସାଧାରଣତଃ କ୍ରିକେଟରେ ପ୍ରତି ମ୍ୟାଚରେ କିଛି ନା କିଛି ରେକର୍ଡ ସୃଷ୍ଟି ହେବାସହ ଭାଙ୍ଗିଥାଏ। ଏମିତି ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ନ୍ୟୁଜିଲାଣ୍ଡର ରୋଜମ୍ୟାରି ମେୟାର। ଶ୍ରୀମ୍ପଟନ୍‌ ଟ୍ରଫିର ଏକ ମ୍ୟାଚରେ ସେ ୪ ଓଭର ବୋଲିଂ କରି କୌଣସି ରନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri