Home

ଯୁବକଙ୍କ କାନରୁ ବାହାରିଲା ୧୧ ଅସରପା

ବେଳେବେଳେ ଆମ ସହ ଏମିତି କିଛି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଥାଏ, ଯାହାର କଳ୍ପନା ମଧ୍ୟ କେହି କେବେହେଲେ କରି ନ ଥିବେ। ଚାଇନାର ଗୁଆଣ୍ଡଡୋଙ୍ଗରେ ରହୁଥିବା ୨୪ ବର୍ଷୀୟ ଯୁବକ ଲବଙ୍କ କ୍ଷେତ୍ରରେ ସେମିତି କିଛି ଘଟିଛି ଘଟଣା। ପ୍ରକୃତ କଥା…

ବିଶ୍ୱର ସବୁଠାରୁ ହାଲୁକା ମିଠା, ଯାହାର ୯୬% ପବନ

ମିଠା ଖାଇବାକୁ କାହାକୁ ବା ଭଲ ନ ଲାଗେ! ଛୁଆଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ମିଠା ଖାଇବାକୁ ପସନ୍ଦ କରନ୍ତି। ବିଶ୍ୱରେ ଅନେକ ପ୍ରକାରର ମିଠା ମିଳିଥାଏ। ଭାରତରେ ତ ଏହାର ସଂଖ୍ୟା ଅନେକ। ହେଲେ ଏମିତି ଏକ ମିଠା ବିଷୟରେ…

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ, ୮।୧୨(ଡି.ଏନ୍‌.ଏ.): ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ। ଏହି କାର୍ତ୍ତିକ ବଡ଼ ଏକାଦଶୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସିଂହ ଦ୍ୱାରଦେଇ ଲମ୍ବା ଧାଡ଼ିରେ ଭକ୍ତମାନେ ଗର୍ଭଗୃହକୁ ଯାଇ ଠାକୁରଙ୍କ ଦର୍ଶନ…

ସୁନ୍ଦରବନରେ ଲ୍ୟାଣ୍ଡଫଲ୍‌ କରିବ ‘ବୁଲବୁଲ୍‌’: ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା, ବଢ଼ିବ ପବନର ବେଗ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭୟଙ୍କର ରୂପ ଧାରଣ କରିସାରିଛି ବାତ୍ୟା ‘ବୁଲବୁଲ୍‌’। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର ଦିଗରେ ଗତି କରୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏହା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟଦେଇ ଯିବ। ଏପରିକି ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ୍‌ କରିବ…

ସିଟ୍‌ ବେଲ୍ଟ ବାନ୍ଧି ନ ଥିବାରୁ ପୋଲିସ କାଟିଲା ପୋଲିସର ଚାଲାଣ

ପାଟନା,୮।୧୧: ଭ୍ରଷ୍ଟାଚାରକୁ ଶେଷ କରିବା, ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଓ ଯାତାୟାତକୁ ନିୟନ୍ତ୍ରିତ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯାଇଛି। ଏହି ନିମୟ ଲାଗୁ ହେବାର ୨ ମାସ ବିତିଯାଇଥିଲେ ମଧ୍ୟ…

ବିହାରରେ ଭାଙ୍ଗିଲା ମେଣ୍ଟ: ଏକାକି ନିର୍ବାଚନ ଲଢ଼ିବ ‘ହମ୍‌ ପାର୍ଟି’

ପାଟନା,୮।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ବିହାରରେ ହୋଇଥିବା ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୀତନ ରାମ ମାଝୀଙ୍କ ଦଳ ‘ହମ୍‌’, କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ଏଥିଯୋଗୁ ହମ୍‌ ଦଳର…

ଡିସେମ୍ବର ୧୧ରୁ ପୁଣି ଶୋ’ରୁ ଛୁଟିନେବେ କପିଲ୍‌

କମେଡି କିଙ୍ଗ୍‌ କପିଲ ଶର୍ମା ଖୁବ୍‌ ଶୀଘ୍ର ବାପା ହେବାକୁ ଯାଉଛନ୍ତି। କିଛିମାସ ତଳେ ସ୍ତ୍ରୀ ଗିନି ଚତ୍‌ରଥଙ୍କ ସହିତ ସମୟ କାଟିବା ପାଇଁ ‘ଦ କପିଲ ଶର୍ମା ଶୋ’ରୁ ୧୦ ଦିନ ଛୁଟି ନେଇ କାନାଡା ଯାଇଥିଲେ। ଶୁଣିବାକୁ ମିଳୁଛି…

ପୋଖରୀରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ପାଟଣା,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସରସକୋଲା ପଞ୍ଚାୟତ ଝିଞ୍ଜିରିନାଳି ଗ୍ରାମର ଏକ ପୋଖରୀରୁ ଶୁକ୍ରବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ବଡ଼ପାଟଣା ପଞ୍ଚାୟତ ସଅଁରାପଶି ଗ୍ରାମର ମଲ୍ଲି ମୁଣ୍ଡା। ସୂଚନା ଅନୁଯାୟୀ, ମଲ୍ଲି ଜଣେ…

ପିତା ପାକିସ୍ତାନୀ ବୋଲି ଲୁଚାଇଥିଲେ: ଅତିଶ ଅଲ୍ଲୀ ତଶିରଙ୍କ ଓସିଆଇ କାର୍ଡ ରଦ୍ଦ

ନୂଆଦିଲ୍ଲୀ,୮।୧୧: ବ୍ରିଟେନରେ ଜନ୍ମିତ ଲେଖକ ଅତିଶ ଅଲ୍ଲୀ ତଶିରଙ୍କ ଓଭରସିଜ୍‌ ସିଟିଜେନ୍‌ ଅଫ୍‌ ଇଣ୍ଡିଆ(ଓସିଆଇ) କାର୍ଡ ଗୃହ ମନ୍ତ୍ରଣାଳୟ ରଦ୍ଦ କରାଯାଇଛି। ତାଙ୍କ ପିତା ପାକିସ୍ତାନୀ ବୋଲି ସେ ଗୃହ ମନ୍ତ୍ରଣାଳୟକୁ ଲୁଚାଇଥିଲେ ବୋଲି ଜଣାପଡିଛି। ଏଭଳି ଗରୁତ୍ୱପୂର୍ଣ୍ଣ କଥା ଲୁଚାଇଥିବାରୁ…

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର ପ୍ରଦେଶ ସରକାର ପ୍ରସ୍ତୁତ ହୋଇ ରହିଛନ୍ତି। ରାୟ ପୂର୍ବରୁ ଯେମିତି କୌଣସି ଅଘଟଣ ନ…

ବାସଭବନରେ ପହଞ୍ଚି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୁଆଦିଲ୍ଲୀ,୮।୧୧: ରାମ ମନ୍ଦିର ଆନ୍ଦୋଳନରେ ନେତୃତ୍ୱ ନେଇଥିବା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଶୁକ୍ରବାର ୯୨ତମ ବର୍ଷ ବୟସରେ ପର୍ଦାପଣ କରିଛନ୍ତି। ଭାଜପାର ଆଉ ଜଣେ ଲୌହ ପୁରୁଷ କୁହାଯାଉଥିବା ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇବାକୁ ତାଙ୍କ…

ହୋଟେଲରେ ବିଧାୟକଙ୍କୁ ଭେଟିଲେ ଆଦିତ୍ୟ ଠାକରେ

ମୁମ୍ବାଇ,୮।୧୧: ମହାରାଷ୍ଟ୍ରରେ ରାଜନୈତିକ ଜାରି ରହିଛି। ରାଜ୍ୟରେ ବିଧାନସଭା କାର୍ଯ୍ୟକାଳ ଶନିବାର ସରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟ ଭାଜପା ଏବଂ ଶିବସେନା ମଧ୍ୟରେ ଆଲୋଚନା ଜାରି ରହିଛି। ଏସବୁ ଭିତରେ ବିଧାୟକଙ୍କୁ ଭାଜପା କାଳେ କିଣିନେବ ଏହି ଭୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri