ଥାଇ ପାର୍କ ଗଜରାଜଙ୍କ ମୃତ୍ୟୁଯନ୍ତା
ବ୍ୟାଙ୍କକ, ୧୦ା୧୦ : ହାତୀଙ୍କ ସୁରକ୍ଷା ଲାଗି ବିଶ୍ୱବ୍ୟାପୀ ଅନେକ ପଦକ୍ଷେପ ହାତକୁ ନିଆଯାଉଛି। ସେମାନଙ୍କ ରହିବା, ଖାଇବା, ସ୍ବାସ୍ଥ୍ୟାବସ୍ଥା ସହ ମୁକ୍ତ ଭ୍ରମଣ ଓ ସୁରକ୍ଷିତ ଜୀବନଯାପନ ଲାଗି ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତଥାପି…
ଗାଁରେ କଳା ଅଛି: ଚିହ୍ନିବା ଦରକାର
ଗୋଟିଏ ପଟେ ରୋଗୀ ସେବା ଅନ୍ୟପଟେ କଳାରେ ରୁଚି। ବ୍ୟସ୍ତତା ଭିତରେ ଅଭିନୟ, ପୁଣି ତା’ସାଙ୍ଗକୁ ବୃକ୍ଷରୋପଣ। ଏମିତି ‘ଏକରେ ଅନେକ’ ପରିଚୟ ନେଇ ଚାଲିଥିବା ଡା.ନୃପେନ୍ଦ୍ର କୁମାର ଶତପଥୀଙ୍କ ନିଜକଥା ସମ୍ପର୍କରେ … ପିଲାଦିନ କେମିତି କଟିଥିଲା? ପୈତୃକ ଗାଁ…
ଏସ୍ସିବି ମେଡିକାଲରେ ୧୦୧ ଡେଙ୍ଗୁ ରୋଗୀ
କଟକ ଅଫିସ, ୧୦ା୧୦: ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ଲଗାଣ ବର୍ଷା ହେବା ଯୋଗୁ ଡେଙ୍ଗୁ ଭୟଙ୍କର ରୂପ ନେବାରେ ଲାଗିଛି। ବୁଧବାର କଟକ ଏସ୍ସିବିରେ ମୋଟ୍ ୧୦୧ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ…
ମୁକୁଳିବେ ନଜରବନ୍ଦୀ ଥିବା ଜମ୍ମୁ-କଶ୍ମୀରର ୩ ନେତା
ନୂଆଦିଲ୍ଲୀ,୧୦।୧୦: ବିଭିନ୍ନ ସର୍ତ୍ତ ଆଧାରରେ ଜମ୍ମୁ-କଶ୍ମୀରରେ ନଜରବନ୍ଦୀ ଥିବା ୩ ନେତା ଗୁରୁବାର ମୁକୁଳିବେ ବୋଲି ଜଣାପଡିଛି। ବୁଧବାର ଏସମ୍ପର୍କରେ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ ବଣ୍ଡ ସାଇନ୍ କରିବା ପରେ ମୁକୁଳିବେ। ଏହି ୩ ନେତା ହେଲେ ୟଓ୍ବାର…
ଇ- ବିଧାନସଭା: ୪୭ ବିଧାୟକ କିଣିଲେ କମ୍ପ୍ୟୁଟର
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ବିଧାୟକମାନେ ଆଉ କାଗଜପତ୍ର ନୁହେଁ କମ୍ପ୍ୟୁଟର ଜରିଆରେ ସମସ୍ତ ସୂଚନା ପାଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରିବେ। ଏପରି କି ବିଧାନସଭାକୁ ମଧ୍ୟ ଲାପଟପ୍ ଧରି ଆସି ପାରିବେ । ଅନ୍ଲାଇନରେ ସବୁ କିଛି ହେବ। ବିଧାୟକମାନେ ଯାହା କିଛି…
‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ
ମାଲକାନଗିରି,୧୦ା୧୦ (ଡି.ଏନ୍.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍ ଅଧିକାରୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି- ଅର୍ଥ ବିଭାଗ…
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା ଦୃଷ୍ଟିକୋଣରୁ ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ଅଞ୍ଚଳ। ଏହା ମଧ୍ୟରେ ଫଟୋ ଉଠାଇବା, ଭିଡିଓ ଉତ୍ତୋଳନ…
ପୂଜା ଭିଡ଼ରେ ମାତିଲେ ଲୁଟେରା: ଶେଷ ଦୁଇଦିନରେ ୨ଶହରୁ ଊର୍ଦ୍ଧ୍ୱ ଚୋରି, ଲୁଟ୍
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଏଥର ଦୁର୍ଗାପୂଜାରେ ଚୋରି ଓ ଲୁଟ୍ ରୋକିବାକୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ବିଶେଷକରି ପୂଜା ମଣ୍ଡପ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସିସିଟିଭି ଲଗାଯିବା ସହ ପର୍ଯ୍ୟାପ୍ତ ପୋଲିସ ଓ ଏସ୍ପିଓ ମୁତୟନ ରହିଥିଲେ। ଏହାସତ୍ତ୍ୱେ ପୋଲିସକୁ…
ପ୍ରଥମଥର ପାଇଁ ଭୋଟ ମାଗିଲେ ଶହୀଦ ଭଗତ ସିଂଙ୍କ ପରିବାର ସଦସ୍ୟ
ପୁଣେ,୧୦।୧୦:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋର ଚାଲିଛି। ରାଜ୍ୟରେ ଭାଜପା-ଶିବସେନା ଏବଂ କଂଗ୍ରେସ-ଏନସିପି ମେଣ୍ଟ ମଧ୍ୟରେ ଟକ୍କର ହେବାକୁ ଯାଉଛି। ଏଥର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ଶହୀଦ ଭଗତ୍ ସିଂଙ୍କ ପରିବାରର ଜଣେ ସଦସ୍ୟ। ତାଙ୍କ ନାତି ବିକ୍ରମ ସିଂ…
ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍ଓ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍ଓମାନେ ପାଇଥିବା କାର୍ଯ୍ୟକୁ ସ୍ବାଧୀନଭାବେ ଉପ/ଯୁଗ୍ମ/ଅତିରିକ୍ତ ସଚିବଙ୍କୁ ସିଧାସଳଖ ଦେବେ। ସେହିପରି ବିଭିନ୍ନ ଯୋଜନା ଓ…
ଓଡ଼ିଆ ବିଶ୍ୱବିଦ୍ୟାଳୟ ଶିଳାନ୍ୟାସକୁ ବର୍ଷେ ପୂରିଲା: ଇଟା ଖଣ୍ଡିଏ ଯୋଡ଼ା ହେଲାନି
ପୁରୀ ଅଫିସ/ସାକ୍ଷୀଗୋପାଳ, (ଡି.ଏନ.ଏ.)୧୦ା୧୦: ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖୁଥିଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ ତାହାକୁ ଆହୁରି ଆଗକୁ ନେବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ। ଠିକ୍ ବର୍ଷକ ତଳେ…
ପୃଥିବୀ ସହ ଧକ୍କା ହେବ ଆପୋଫିସ୍
ଓ୍ବାଶିଂଟନ,୧୦ା୧୦: ପୃଥିବୀ ସହ ଏକ ଗ୍ରହାଣୁ ଧକ୍କା ହେବ। ଫଳରେ ଏହା ବିପର୍ଯ୍ୟୟ ଆଣିଦେବା ସହ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁର କାରଣ ସାଜିବ ବୋଲି ଜଣେ ବୈଜ୍ଞାନିକ ଦାବି କରିଛନ୍ତି। ଏପରି କି ପୃଥିବୀର କେଉଁ ସ୍ଥାନରେ ଏହା ଧକ୍କା…
Archives


