ଶିବସେନାକୁ ଘାରିଛି ବାଡ଼ ଡିଆଁ ଭୟ: ମାତୋଶ୍ରୀରେ ମନ୍ଥନ ପରେ ରଙ୍ଗଶାରଦା ହୋଟେଲ ପହଞ୍ଚିଲେ ବିଧାୟକ
ମୁମ୍ବାଇ,୭।୧୧: ମହାରାଷ୍ଟ୍ର ରାଜନୀତି ଏବେ ସଙ୍କଟ ଦେଇ ଗତି କରୁଛି। ବିଧାନସଭା ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୩ ଦିନ ବିତିଥିଲେ ମଧ୍ୟ ରାଜ୍ୟରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ତେବେ ଶିବସେନାକୁ ଏବେ ବାଡ଼ ଡିଆଁ ଭୟ ଘାରିଛି। ତେଣୁ…
ଆହତ ହେବା ସତ୍ତ୍ୱେ ଶଟ୍ ଦେଇଥିଲେ ଗୋବିନ୍ଦା
ବଲିଉଡ୍ର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ଗୋବିନ୍ଦା। ଥରେ ସେ ‘ଖୁଦ୍ଦାର’ ଫିଲ୍ମର ଶୁଟିଂ ପାଇଁ ଯାଉଥାଆନ୍ତି। ବାଟରେ ତାଙ୍କର କାର୍ ଆକ୍ସିଡେଣ୍ଟର ସମ୍ମୁଖୀନ ହେଲା। ଏଥିରେ ଆହତ ହୋଇ ସେ ଲହୁ ଲୁହାଣ ହୋଇଥିଲେ। ହେଲେ ତାକୁ ଖାତିର ନ…
ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ
କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ କଲେ…
ଅଭିନେତ୍ରୀ ପୂର୍ବରୁ ଯୋଗ ଶିଖାଉଥିଲେ ଅନୁଷ୍କା
ଫିଲ୍ମ ‘ବାହୁବଳୀ-୨’ ସୁପରହିଟ୍ ହେବା ପରେ ‘ଦେବସେନା’ ଅର୍ଥାତ୍ ଅନୁଷ୍କା ସେଟ୍ଟୀଙ୍କ ଅଭିନୟକୁ ପ୍ରଶଂସା କରାଯାଇଥିଲା। ହେଲେ ଫିଲ୍ମରେ ନାୟକ ସାଜିଥିବା ଅଭିନେତା ପ୍ରଭାସଙ୍କ ସହ ତାଙ୍କର ସମ୍ପର୍କକୁ ନେଇ ସେ ଚର୍ଚ୍ଚାକୁ ଆସିଥିଲେ। ବର୍ତ୍ତମାନ ଅନୁଷ୍କା ସାଉଥ୍ ସିନେମାରେ କାମ…
ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…
ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ମହାଭାରତରେ ଉଲ୍ଲେଖ ରହିଛି ଗଙ୍ଗାପୁତ୍ର ମିତାମହ…
ମହିଳା କର୍ମଚାରୀଙ୍କୁ ଅସଦାଚରଣ : ଜିଆର୍ଏସ୍ ଗିରଫ
ବାସୁଦେବପୁର,୭।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟ ପରିସରରେ ଜିଆର୍ଏସ୍ ଅସଦାଚରଣ କରି ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ମହିଳା କର୍ମଚାରୀ ଜଣଙ୍କ କମ୍ପ୍ୟୁଟର କାର୍ଯ୍ୟରେ ନିୟୋଜିତ ଥିବାବେଳେ…
ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା
ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି କୁହାଯାଏ। ତାମିଲନାଡୁର ରାମେଶ୍ୱରମରେ ୭୦ ବର୍ଷ ହେବ ସୀତାରାମ ଦାସ ବାବାଙ୍କ ଆଶ୍ରମ ରହିଛି।…
ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ
ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି। ଗୁରୁବାର ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ଏକ ଜରୁରୀ ବୈଠକ ବସିଥିଲା।…
ମର୍ଡର ମିଶନ ଅନ୍ତରାଳେ
‘ହଁ.. ହଁ.. ମୁଁ ଅବିନାଶ, ମୋର ଆରମ୍ଭ ନାହିଁ କି ନାହିଁ ଶେଷ। ମୁଁ ଖୁସି ଥିଲେ ବିନ୍ଦାସ ବିଗିଡି ଗଲେ ଖଲାସ..।’ ଏପରି ଏକ ମାନିଆ ଡାଏଲଗ ଏବେ ଜଲିଉଡ୍ରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅବିନାଶ ଜଣେ ସାଇକୋ।…
ରାନୀ ପାଲକ
ପର୍ଯ୍ୟଟନ ସହର ପୁରୀର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ଭିନ୍ନ ଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ ହେଉଛି। କିନ୍ତୁ ଯେଉଁଠି ସୁସ୍ବାଦୁ ଖାଦ୍ୟ ସେଇଠି ଗ୍ରାହକଙ୍କ ଭିଡ଼। ଏମିତି ଭିଡ ଜମୁଛି ପୁରୀ ସ୍ବର୍ଗଦ୍ୱାର ନିକଟ ହୋଟେଲ ଅତିଥି ହେରିଟେଜ୍ରେ। ଗ୍ରାହକଙ୍କ ଚାହିଦାକୁ…
କ୍ରସର ୟୁନିଟ୍ରେ ଟଙ୍କା ଆଦାୟକୁ ନେଇ ଗୁଳିକାଣ୍ଡ : ମାଲିକ ଗୁରୁତର
କୋରାପୁଟ,୭।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ସିଲପଣ୍ଡି ଗ୍ରାମରେ ଥିବା ଏକ କ୍ରସର ୟୁନିଟ୍ରେ ଟଙ୍କା ଆଦାୟକୁ ନେଇ ବୁଧବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ କ୍ରସର ମାଲିକ ଗୁରୁତର ଥିବାରୁ ତାଙ୍କୁ ଗୁରବାର ବିଶାଖାପାଟଣା ସ୍ଥାନାନ୍ତର…
ଧରାପଡିଲେ ୪ ଆତଙ୍କବାଦୀ
ଶ୍ରୀନଗର, ୭।୧୧: ଜମ୍ମୁ-କଶ୍ମୀରର ସୋପାରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁରୁବାର ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋପାରରେ ସେମାନେ ବଡ ଆକ୍ରମଣ ଯୋଜନା କରୁଥିଲେ ବୋଲି ଭାରତୀୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫ ଆତଙ୍କବାଦୀମାନେ ହେଲେ ରମିଜ…
Archives


