ସେହି ୪ ମିନିଟ୍
ବିଶେଷଭାବରେ କୌଣସି ସିନେମାରେ ଲିପ୍-ଲକ୍ ସିନ୍କୁ ନେଇ ବେଶି ଚର୍ଚ୍ଚା ହୋଇଥାଏ। କିଛି ବର୍ଷ ପୂର୍ବରୁ ଏପରି ଶଟ୍ ଦେଇ ମଲ୍ଲିକା ଶେରାଓ୍ବତ ଚର୍ଚ୍ଚିତ ହୋଇଥିଲେ। ହେଲେ ବଲିଉଡ୍ରେ ଏପରି କିସ୍ ଶଟ୍ ପ୍ରଥମେ କେବେ ନିଆଯାଇଥିଲା, ଯାହାର ରେକର୍ଡ ଏବେ…
ଝଗଡ଼ା ସମାଧାନ କରିବାକୁ ଯାଇ ଖାଇଲେ ମାଡ଼ : ଥାନାରେ ମାମଲା, ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗ୍ରାମର ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଚାଲିଥିବା ଝଗଡ଼ା ସମାଧାନ କରିବାକୁ ଯାଇ ତୃତୀୟ ବ୍ୟକ୍ତି ମାଡ଼ ଖାଇବା ଘଟଣା ଚର୍ଚ୍ଚା ପାଲଟିଛି। ଆଙ୍କୋରଡ଼ା ଗ୍ରାମର ଦେବ ନାଇକଙ୍କୁ ରୁନା ନାଇକ ନିସ୍ତୁକ ମାଡ଼…
ଇମ୍ରାନ୍ଙ୍କ ପ୍ରତିଶ୍ରୁତି ପାଣିର ଗାର: କରତାର୍ପୁର ପାଇଁ ପାସପୋର୍ଟ ଅନିବାର୍ଯ୍ୟ କଲା ପାକିସ୍ତାନ ସୈନ୍ୟ ବାହିନୀ
ଇସଲାମାବାଦ୍,୭।୧୧: କରତାର୍ପୁର ଯିବାକୁ ଚାହୁଁଥିବା ଭାରତୀୟ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ପାସପୋର୍ଟ ଜରୁରୀ ନୁହେଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପାସପୋର୍ଟ ବ୍ୟତିତ ଅନ୍ୟ କୌଣସି ବୈଧ ପ୍ରମାଣପତ୍ର ଥିଲେ ମଧ୍ୟ ଶ୍ରଦ୍ଧାଳୁ କରତାର୍ପୁର ଆସିପାରିବେ ବୋଲି ସେ…
କ୍ରିକେଟ ନିଶା: ବିବାହ ସାରି କନ୍ୟାକୁ ଧରି ଘରକୁ ଫେରିଲେ ବର, ଆଉ ତା‘ପରେ…
ଓ୍ବାଶିଂଟନ୍,୭।୧୧: ଅନେକ ଦେଶରେ କ୍ରିକେଟର ନିଆରା ଫ୍ୟାନ୍ ଆପଣ ଦେଖିଥିବେ। ସେମିତି ଜଣେ ଅଜବ ଫ୍ୟାନ୍ ହେଉଛନ୍ତି ହାସନ ତସଲୀନ। ପାକିସ୍ତାନ କ୍ରିକେଟ ଟିମର ଏହି ପ୍ରଂଶସକଙ୍କ ଏକ ଫଟୋ ଆଇସିସି ନିଜ ଟୁଇଟର ପେଜରେ ଅପଲୋଡ କରିଛି। କ୍ରିକେଟ ପ୍ରତି…
ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ : ଶ୍ରୀନଗରରେ ଯାତାୟାତ, ମୋବାଇଲ ସେବା ବ୍ୟାହତ
ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଗୁରୁବାର ପ୍ରବଳ ତୁଷାରପାତ ହୋଇଛି। ସକାଳୁ ପ୍ରବଳ ବରଫପାତ ହୋଇଥିବାରୁ ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଗୁଲମର୍ଗର ବିଭିନ୍ନ ସ୍ଥାନ ଓ ପାହାଡଗୁଡ଼ିକରେ ବରଫ ଚାଦର ଆସ୍ତରଣରେ ଆଚ୍ଛାଦିତ ହୋଇଯାଇଛି। ଏହାରି ଭିତରେ ଶ୍ରୀନଗରରେ ତୁଷାରପାତ…
କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ : ଥାନାରେ ମାମଲା
ଦିଗପହଣ୍ଡି,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଯୁକ୍ତ ୨ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ସେହି ଗାଁର ମିଥୁନ ସାହୁ (୨୨) କେଉଁଆଡ଼େ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ଗୁରୁବାର ଛାତ୍ରୀଙ୍କ ବାପା ଏନେଇ କେ. ନୂଆଗାଁ…
ଚଳନ୍ତା କାର୍ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍ ଜବତ
ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍କୁ ଜବତ…
ପ୍ରଥମ ମହିଳା ଭାରତୀୟ ମହିଳା ବ୍ୟାଟ୍ସମ୍ୟାନ୍ ଭାବେ ମନ୍ଧନା ରଚିଲେ ଇତିହାସ
ନର୍ଥ ସାଉଣ୍ଡ, ୭।୧୧: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜରେ ଭାରତ ୨-୧ରେ ସିରିଜ ଜିତିଛି। ସ୍ମୃତି ମନ୍ଧନା ଏବଂ ଜେମିମି ରୋଡ୍ରିଗଜଙ୍କ ଅର୍ଦ୍ଧଶତକ ବଳରେ ଶେଷ ମ୍ୟାଚରେ ଭାରତ ୬ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି…
ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ
ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍ଏସ୍ଏସ୍), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ ସଂଗଠନ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅଖିଳ ବିଦ୍ୟାର୍ଥୀ ପରିଷଦ…
ପୃଥିବୀର ୮୦ ପ୍ରତିଶତ ଲୋକ ଖାଉଛନ୍ତି କୀଟପତଙ୍ଗ: ଭାରତରେ ଶହେ ପ୍ରଜାତି ଖାଦ୍ୟ ଯୋଗ୍ୟ
ଆଲମୋରା,୭।୧୧: ଆଗାମୀ ଦିନରେ ପୃଥିବୀରେ ଖାଦ୍ୟ ସଙ୍କଟ ଦେଖାଯିବ। ଏପରିସ୍ଥଳେ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଗଲେ ଏହି ସମସ୍ୟାର ସହଜରେ ସମାଧାନ ହୋଇପାରିବ। ସମ୍ପ୍ରତି ପୃଥିବୀର ୮୦ ପ୍ରତିଶତ ଲୋକ କୀଟପତଙ୍ଗକୁ ଖାଦ୍ୟ ଭାବେ ଗ୍ରହଣ କରୁଛନ୍ତି। ତେବେ ଅବଶିଷ୍ଟ…
୨୨ ବର୍ଷ ତଳେ ଐଶ୍ୱର୍ଯ୍ୟା ଗାଇଥିବା ଏକ ଗୀତର ଭିଡିଓ ଭାଇରାଲ
ଆଜି ବି ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ପ୍ରଶଂସକଙ୍କ ସଂଖ୍ୟା କମ୍ ନାହିଁ। ତାଙ୍କ ସମ୍ପର୍କରେ କିଛି ଗୋଟିଏ ଖବର ପ୍ରକାଶ ପାଇଲେ ଏହା ତୀବ୍ର ଗତିରେ ଭାଇରାଲ ହେଉଛି। ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏଥିରେ…
ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର
ଲକ୍ଷ୍ନୌ,୭।୧୧: ଆକ୍ସନ ମୁଡ୍ରେ ଯୋଗୀ ସରକାର। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ୭ଜଣ ପିପିଏସ୍ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭ୍ରଷ୍ଟାଚାର କାରଣରୁ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡ଼ିଛି। ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍ପି ଓ ସିଇଓ ପଦବୀରେ…
Archives


