ବରଗଡ଼ ଧନୁଯାତ୍ରା ଲାଗି କଂସ ଚୟନକୁ ନେଇ ବଢ଼ୁଛି ବିରୋଧ: କଳାକାର ସଂଘ ପରେ ଜିଲାପାଳଙ୍କୁ ଭେଟିଲା ଜିଲା ସାମ୍ବାଦିକ ସଂଘ
ବରଗଡ଼ ଅଫିସ,୭।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖଠାରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ…
ଦିନେ ଥିଲେ ବଲିଉଡ୍ ଷ୍ଟାର୍: ଏବେ ଜୀବନ ବିତୁଛି ପାଗଳଖାନାରେ !
ମୁମ୍ବାଇ,୭।୧୧: ଦିନେ ବଲିଉଡ୍ରେ ଆଗଧାଡ଼ିର ଷ୍ଟାର୍ ଥିବା ରାଜ କିରନ୍ଙ୍କ ଜୀବନ ଏବେ ପାଗଳଖାନାରେ ବିତୁଛି। ରାଜ କିରନ୍ଙ୍କ ପୂରା ନାମ ରାଜ କିରନ୍ ମହାତାନି। ବଲିଉଡ୍ରେ ୩୬ରୁ ଅଧିକ ଫିଲ୍ମରେ ଅଭିୟନ କରି ବିଶେଷ ଖ୍ୟାତି ହାସଲ କରିଥିଲେ। ସେ…
ପାକିସ୍ତାନ ଯିବାକୁ ଏସ୍. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ
ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ପକାଶ ପର୍ବ ପାଇଁ ପଞ୍ଜାବ…
ଏମ୍ବିବିଏସ୍ ପାଇଛି ବୋଲି ପାନଦୋକାନୀ ଖବର ଦେଇଥିଲେ
କେବଳ ରାଜ୍ୟ ନୁହେଁ, ସମଗ୍ର ଦେଶରେ ଡ. ମାନସ ପୁହାଣ ଜଣେ ପ୍ରତିଷ୍ଠିତ ଚର୍ମରୋଗ ବିଶେଷଜ୍ଞ। ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅନ୍ତର୍ଗତ ବାଘମରା ଗାଁରେ ତାଙ୍କର ଜନ୍ମ। ଶରତ ଚନ୍ଦ୍ର ପୁହାଣ ଓ ସରସ୍ବତୀ ପୁହାଣଙ୍କ ପୁଅ ମାନସଙ୍କ ଅନୁଭୂତିରୁ…
ରାତିତମାମ୍ ଭିଜିଥିଲୁ
ମଡେଲ-କମ୍-ଆକ୍ଟର ଆରିଏନ ଧୀର କୁମାରଙ୍କୁ ଶ୍ରୀଧର ମାର୍ଥାଙ୍କ ପ୍ରଯୋଜିତ ‘ଯୋଗୀ’ରେ ବ୍ରେକ୍ ମିଳିଥିଲା। ଏଥିରେ ତାଙ୍କ ସହ ସ୍କ୍ରିନ୍ ଶେୟାର କରିଥିଲେ ପ୍ରଥମ ଥର ପାଇଁ ନାୟିକା ସାଜିଥିବା ନିକିତା। ଉକ୍ତ ଫିଲ୍ମରେ ଏହି ଯୋଡ଼ିକୁ ନେଇ ଏକ ବର୍ଷାଭିଜା ଗୀତ-…
ମାଲ୍ ମହୁ ଜୀବନ ମାଟି
ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ପରଦା ଉପରକୁ ଆସୁଛି ଦ୍ୱିଭାଷୀ-ଓଡ଼ିଆ-ଛତିଶଗଡ଼ୀ ଫିଲ୍ମ ‘ମାଲ ମହୁ ଜୀବନ ମାଟି-ଭାଗ୍ୟର ନୋ ଗ୍ୟାରେଣ୍ଟି’। ଚଳଚ୍ଚିତ୍ରଟି ଚଳିତ ମାସ ୮ରେ ରିଲିଜ ହେଉଛି। ଖାସ୍ କଥା ହେଲା, ଏଥିରେ ଦର୍ଶକ ସବ୍ୟସାଚୀଙ୍କୁ ଏକ ଭିନ୍ନ ଭୂମିକାରେ…
ଜୀବନ୍ତ ଅବସ୍ଥାରେ ମୃତ୍ୟୁର ଅନୁଭବ ‘ଲିଭିଂ ଫ୍ୟୁନେରାଲ’
ସିଓଲ: ଥରେ ଭାବନ୍ତୁ ତ, ଜଣେ ବ୍ୟକ୍ତିଙ୍କୁ ଜୀବନ୍ତ ଅବସ୍ଥାରେ କଫିନରେ ଭର୍ତ୍ତି କରାଯିବ। ମରିବା ପରେ ଯେମିତି ଶେଷକୃତ୍ୟ କରାଯାଏ, ଠିକ୍ ସେମିତି ସବୁ ବିଧି ନୀତିନିୟମ ଅନୁଯାୟୀ ହେବ। ଏହି ସ୍ମୃତିକୁ ସାଇତି ରଖିବାକୁ ଫଟୋ ଉଠାଯିବ। କଫିନ୍…
ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ସିଆର୍ପିଏଫ୍ ଯବାନ ଶହୀଦ୍
ରାୟପୁର,୭।୧୧: ଛତିଶଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବିଜାପୁର ଜିଲାର ଜେରେପଲ୍ଲୀ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚି ଥିବା ଖବର ପାଇ ସିଆର୍ପିଏଫ୍ ୧୫୧ ବାଟାଲିୟନ୍ ଏବଂ ୨୦୪ କୋବ୍ରା ବାଟାଲିୟନ୍ ପକ୍ଷରୁ ମିଳିତ ସର୍ଚ୍ଚ ଅପରେଶନ୍ ଆରମ୍ଭ…
ମନର ବୋଝ ହାଲ୍କା କରେ ସହକର୍ମୀଙ୍କ ସହ ବାର୍ତ୍ତାଳାପ
ଲଣ୍ଡନ: ବିଭିନ୍ନ ସାମାଜିକ ତଥା ଆର୍ଥିକ ସମସ୍ୟା ଯୋଗୁ ମନ ଅନେକ ସମୟରେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନ ପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି ଲଣ୍ଡନ ସୁରୀ ବିଶ୍ୱବିଦ୍ୟାଳୟରେ ହୋଇଥିବା…
ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ ପାଇଁ କେତେ ଟଙ୍କା ପାରିଶ୍ରମିକ ନେଇଥିଲେ ଅମିତାଭ
ବଲିଉଡ୍ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କରିଛନ୍ତି ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜିର ଦିନରେ ଅର୍ଥାତ୍ ନଭେମ୍ବର ୭, ୧୯୬୯ରେ ଅମିତାଭଙ୍କ ପ୍ରଥମ ଅଭିନୀତ ଚଳଚ୍ଚିତ୍ର ‘ସାତ୍ ହିନ୍ଦୁସ୍ତାନୀ’ ରିଲିଜ୍ ହୋଇଥିଲା। ଏହାପରଠାରୁ ସେ ପଛକୁ ଫେରି ଚାହିଁ ନ ଥିଲେ।…
ଟ୍ରେଣ୍ଡି ଟ୍ରେଡ୍ ଫେୟାର
ପର୍ଯ୍ୟଟନ ଋତୁ। ଶୀତର ଆଗମନ। ଠିକ୍ ଏହି ସମୟରେ ଆରମ୍ଭ ହୋଇଯାଇଛି ରାଜଧାନୀରେ ଟ୍ରେଡ୍ ଫେୟାର। ଜମିଛି ବ୍ୟବସାୟୀଙ୍କର ଭିଡ଼। ସଭିଙ୍କ ପାଇଁ ସାଜିଛି ମୁଖ୍ୟ ଆକର୍ଷଣ। ପୋଷାକରୁ ପାରମ୍ପରିକ ଅଳଙ୍କାର ହେଉ କି ଘରକରଣାରୁ ଘରସଜ୍ଜା ଜିନିଷ, ଭଳିକି ଭଳି…
ପଳାତକ ଘୋଷିତ ନୀରବ ମୋଦିଙ୍କ ଇମୋସନାଲ୍ ଡ୍ରାମା: ଭାରତକୁ ପ୍ରତ୍ୟର୍ପଣ କଲେ କରିବି ଆତ୍ମହତ୍ୟା
ଲଣ୍ଡନ,୭।୧୧: ପଳାତକ ଘୋଷିତ ନୀରବ ମୋଦି ଲଣ୍ଡନରେ କୋର୍ଟରେ ଇମୋସନାଲ୍ ଡ୍ରାମା କରିଛନ୍ତି। କୋର୍ଟରେ ତାଙ୍କର ଜାମିନ ଆବେଦନ ଖାରଜ ହେବାପରେ ସେ କହିଛନ୍ତି ଯେ, ଯଦି ମୋତେ ଭାରତକୁ ପ୍ରତ୍ୟର୍ପଣ କରାଯାଏ ତେବେ ମୁଁ ଆତ୍ମହତ୍ୟା କରିବି। ଓ୍ବେଷ୍ଟ ମିନଷ୍ଟର…
Archives


