ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ୨୫ ହଜାର କୋଟିର ପ୍ୟାକେଜ୍
ନୂଆଦିଲ୍ଲୀ,୭-୧୧: ଦେଶ ମଧ୍ୟରେ ଅସମ୍ପୂର୍ଣ୍ଣ ହୋଇ ପଡି ରହିଥିବା ପ୍ରାୟ ୧୬୦୦ ରିୟଲ ଇଷ୍ଟେଟ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ସରକାର ପୁଞ୍ଜି ଯୋଗାଣ ସମ୍ପର୍କରେ ଘୋଷଣା କରିଛନ୍ତି। ଏନେଇ ୨୫ ହଜାର କୋଟି ଟଙ୍କାର ଏକ ବେଲ୍ ଆଉଟ୍…
ଭିଆର୍ଏସ୍ ସ୍କିମ୍ ଆଣିଲା ବିଏସ୍ଏନ୍ଏଲ୍
ନୂଆଦିଲ୍ଲୀ,୭-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏହାର କର୍ମଚାରୀଙ୍କ ଲାଗି ସ୍ବେଚ୍ଛାକୃତ ଅବସର ଯୋଜନା ( ଭିଆର୍ଏସ୍)ର ଆରମ୍ଭ କରିଛି। କ୍ଷତିରେ ଚାଲୁଥିବା ଏହି କମ୍ପାନୀର ପୁନରୁଦ୍ଧାର ଯୋଜନାକୁ ସରକାର ନିକଟରେ ମଞ୍ଜୁରୀ ପ୍ରଦାନ କରିଥିଲେ। ଏହି ପଦକ୍ଷେପ ଅନ୍ତର୍ଗତ ଉକ୍ତ…
ଚିଟ୍ଫଣ୍ଡ କୋର୍ଟ ଜଜ୍ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ
ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ…
କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି
କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ ସ୍ଥାପତ୍ୟ…
ଜମି କିଣିବା ନାଁରେ ୧୫ ଲକ୍ଷ ଠକେଇ; ୧୦ ବର୍ଷ ପରେ ଜମି ପାଇଲେ ମହିଳା
ଗୋପାଳପୁର,୭ା୧୧-ଜଣେ ମହିଳାଙ୍କ ନାଁରେ ଜମି କିଣିବା ପାଇଁ ସମ୍ପର୍କୀୟ ଭାଇ ମହିଳାଙ୍କଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ। ପରେ ଜମି କିଣି ସମ୍ପୃକ୍ତା ମହିଳାଙ୍କ ନାଁରେ ନ କରି ନିଜ ଭଣଜାଙ୍କ ନାଁରେ କରି ଦେଇଥିଲେ। ଏ ନେଇ ଦୀର୍ଘ ୧୦…
ଭିତ୍ତିଭୂମି ବଦଳିବା ସତ୍ତ୍ୱେ ଆସିନି ସୁଧାର
ବାଲେଶ୍ୱର ଅଫିସ,୭।୧୧- ବିଧାନସଭାର ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍ ଅଶ୍ୱିନୀ ପାତ୍ରଙ୍କ ତତ୍ତ୍ୱାବଧାନରେ ୧୨ ଜଣିଆ ଟିମ୍ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେମାନେ ଚିକିତ୍ସାଳୟର ଭିତ୍ତିଭୂମି ତଦାରଖ କରିବା ସହ ପ୍ରସୂତି ଓ ଶିଶୁ ବିଭାଗ ପରିଦର୍ଶନ…
ଅନିଦ୍ରା ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଅଧାକପ୍ ଏହି ଜୁସ୍…
ପ୍ରତିଦିନ ସକାଳେ ଅଧାକପ୍ ଗାଜର ଜୁସ୍ ପିଇଲେ ରାତିରେ ଭଲ ନିଦ ହେବା ସହିତ ଶରୀର ନିରୋଗ ରହିଥାଏ । ଅନିଦ୍ରା ସମସ୍ୟାରେ ଏହା ମହୌଷଧୀ ଭଳି କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗାଜର ଜୁସ୍ରେ ଭିଟାମିନ୍ ଏ,…
ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ
ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମା’ଙ୍କୁ…
ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ
ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି ବିଶେଷ ଉପକାରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ନାମକ ତତ୍ତ୍ୱ ରହିଛି ଯେଉଁଥିରେ ଭରପୂର ମାତ୍ରାରେ ଭିଟାମିନ୍…
ଲଗାତାର ୩ଟି ଛକା ମାରିଲେ ବିବାହ କରିବି, ଏହି କ୍ରିକେଟଙ୍କ ଆଗରେ ସର୍ତ୍ତ ରଖିଥିଲେ ତାଙ୍କ ଗର୍ଲଫ୍ରେଣ୍ଡ୍
ବଲିଉଡ୍ ଅଭିନେତ୍ରୀ ଶର୍ମିଳା ଟାଗୋର ମହାନ କ୍ରିକେଟର୍ ନବାବ ମନସୁର ଅଲ୍ଲୀ ଖାନ ପଟୌଦିଙ୍କୁ ବିବାହ କରିଥିଲେ। ମନସୁରଙ୍କ ସହ ଶର୍ମିଳାଙ୍କ ସାକ୍ଷାତ ପ୍ରଥମେ କୋଲକତାରେ ହୋଇଥିଲା। ସେ ସମୟରେ ମନସୁର ଭାରତୀୟ କ୍ରିକେଟ ଜଗତର ଜଣେ ଟପ୍ ଖେଳାଳି ଥିଲେ।…
ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ
ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ଛାତ୍ରୀଛାତ୍ରମାନେ…
କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ
ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ନିର୍ବାଚନ…
Archives


