ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏୱାଇ)ରେ ମାତ୍ର ଏକ ଲକ୍ଷ ୨୭ ହଜାରଙ୍କୁ ଘର ମିଳିଛି । ତେଣୁ…
ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ
ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ ନିୟନ୍ତ୍ରଣ କରିବା ପୋଲିସର ଦାୟିତ୍ୱ। ହେଲେ ବାଡ଼ ଫସଲ ଖାଇବା ଭଳି ଘଟଣା ଘଟିଛି…
ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର
ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି। ସୂଚନା…
ଏସ୍ସିବିର ବିକାଶ ପାଇଁ ୧୦୦୦ କୋଟି ଟଙ୍କାରୁ ଅଧିକ ପ୍ୟାକେଜ୍
ଭୁବନେଶ୍ୱର,୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକସ୍ଥିତ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ସର୍ବାଙ୍ଗୀନ ଉନ୍ନତି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଏସ୍ସିବିକୁ ଏମ୍ସ ପ୍ଲସ ଅନୁଷ୍ଠାନରେ ପରିଣତ…
ଭାରତ-ଭିଏତ୍ନାମ ମ୍ୟାଚ୍ ଡ୍ର
ହାନୋଇ (ଭିଏତ୍ନାମ), ୬।୧୧ (ପି.ଟି.): ଭାରତ ଓ ଭିଏତ୍ନାମ ମହିଳା ଫୁଟ୍ବଲ ଦଳ ମଧ୍ୟରେ ବୁଧବାର ଏଠାରେ ଖେଳାଯାଇଥିବା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଡ୍ର’ରେ ଶେଷ ହୋଇଛି। ନିର୍ଦ୍ଧାରିତ ସମୟ ସୀମା ସୁଦ୍ଧା ଉଭୟ ଦଳ ଗୋଟିଏ ଲେଖାଏ ଗୋଲସ୍କୋର…
ମହିଳା ବକ୍ସିଂ ଆଇକନ ଆଡାମ୍ସଙ୍କ ଅବସର
ଲଣ୍ଡନ,୬।୧୧(ଏଏଫ୍ପି): ଦୁଇ ଥର ଅଲିମ୍ପିକ୍ ଚାମ୍ପିୟନ ନିକୋଲା ଆଡାମ୍ସ ବୁଧବାର ଅନ୍ତର୍ଜାତୀୟ ବକ୍ସିଂରୁ ଅବସର ନେଇଛନ୍ତି। ଦୃଷ୍ଟି ଜନିତ ସମସ୍ୟା ଯୋଗୁ ୩୭ବର୍ଷୀୟା ବ୍ରିଟେନ ବକ୍ସର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ବିଶ୍ୱର ପ୍ରଥମ ମହିଳା ଭାବେ ଫ୍ଲାଇଓ୍ବେଟ କାଟେଗୋରୀରେ…
ଅବକାରୀ ଚଢ଼ାଉ: ୧୦୦ କୁଇଣ୍ଟାଲ ମହୁଲଫୁଲ ଜବତ
କୁତ୍ରା, ୬।୧୧ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରାଠାରେ ରାଜଗାଙ୍ଗପୁର ଓ ବଡ଼ଗାଁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୦୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଫୁଲ ଜବତ କରାଯାଇଛି। କୁତ୍ରାଠାରେ ସନ୍ତୋଷ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଗୋଦାମରେ ୧୦୦ କୁଇଣ୍ଟାଲରୁ…
ଉନ୍ନୟନ କାର୍ଯ୍ୟର ତଦାରଖ କଲେ ଶକ୍ତି ସଚିବ
ହିଞ୍ଜିଳିକାଟୁ,୬ା୧୧(ଡ଼ି.ଏନ.ଏ): ସରକାରଙ୍କ ୫ଟି ବିଭାଗ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ମଙ୍ଗଳବାର ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟର ତଦାରଖ କରିଛନ୍ତି। ତାଙ୍କ ସହ ଗଞ୍ଜାମ ଜିଲାପାଳ ବିଜୟ…
ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା
ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ। ଏହା କେବଳ ସୁରଜଙ୍କ ପିତା ବାବୁଲିଙ୍କ ଯୋଗୁ ସମ୍ଭବ ହୋଇଛି। କିନ୍ତୁ ବୁଧବାର ଗ୍ରାମକୁ…
ପଞ୍ଚକୁଲା ହିଂସା: ହନିପ୍ରୀତଙ୍କୁ ଜାମିନ
ଚଣ୍ଡିଗଡ଼,୬।୧୧: ୨୦୧୭ର ବହୁ ଚର୍ଚ୍ଚିତ ପଞ୍ଚକୁଲା ହିଂସା ମାମଲାରେ ଆତ୍ମଘୋଷିତ ବାବା ଗୁରମିତ ସିଂହଙ୍କ ପୋଷ୍ୟକନ୍ୟା ହନିପ୍ରୀତ ସିଂହଙ୍କୁ ବୁଧବାର ଜାମିନ ମିଳିଛି। ଜାମିନ ମିଳିବାର କିଛି ସମୟ ପରେ ଅମ୍ବାଲାର ସେଣ୍ଟ୍ରାଲ ଜେଲ୍ରୁ ତାଙ୍କୁ ମୁକ୍ତ କରାଯାଇଛି। ହନିପ୍ରୀତଙ୍କ ଉପରେ…
ଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ୩ ଗିରଫ
ଧାମନଗର, ୬।୧୧ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଦଇପୁର ଅଞ୍ଚଳର ଜଣେ ଛାତ୍ରୀଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଥିଲା। ପରେ ତାଙ୍କୁ ଆଣି ଧାମନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଧାମନଗର ଥାନା ପୋଲିସ ତଦନ୍ତ…
ନଡ଼ା ଜାଳିବା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା
ନୂଆଦିଲ୍ଲୀ, ୬।୧୧: ଦିଲ୍ଲୀ-ଏନ୍ସିଆରରେ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରଦୂଷଣ ସମସ୍ୟା ଉପରେ ବୁଧବାର କୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣି ବେଳେ ଦିଲ୍ଲୀ, ହରିୟାଣା ଓ ପଞ୍ଜାବର ମୁଖ୍ୟ ସଚିବ ଉପସ୍ଥିତ ଥିଲେ। ବିଚାରପତି…
Archives


