ହିଟ୍ମ୍ୟାନ୍ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ
ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି ଟିଭିର ଏକ ଆଗାମୀ କାର୍ଯ୍ୟକ୍ରମର ଶୁଟିଂ ସମୟରେ ସେ ଏହି ଟି-ଶର୍ଟ ପିନ୍ଧିଥିଲେ।…
ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍ରେ ଏକପାଖିଆ ବିଜୟ
ନୂଆଦିଲ୍ଲୀ,୧୦।୯: କ୍ରିକେଟ୍ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍ରେ ଭାରତ ପାକିସ୍ତାନକୁ ୧୯-୦ ବ୍ୟବଧାନରେ ଏକ ବିଶାଳ ପରାଜୟ ପ୍ରଦାନ କରିଛି। ସେପ୍ଟେମ୍ବର…
ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ
ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍ଏସ୍ଏମ୍ଇ ବିଭାଗର କମିଶନର-କମ୍-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍ଆଇଆର ସମ୍ପର୍କିତ କାର୍ଯ୍ୟର ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଅବସରରେ ଆୟୋଜିତ ସମୀକ୍ଷା ବୈଠକରେ ଦାବି ଓ…
ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା
ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ରାଜ୍ୟର ଭାଜପା ସରକାର ମଧ୍ୟ ଜନସାଧାରଣଙ୍କ ପାଇଁ ଏକାଧିକ ବଡ଼…
ବାଇକ୍ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ
ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍ରେ ଲଦି ମଦକୁ ବିଭିନ୍ନ ଛକରେ ଥିବା ଦୋକାନକୁ ଚାଲାଣ କରିଥିଲା ବେଳେ ତନ୍ତିଆପାଳ ସାମୁଦ୍ରିକ ଥାନା…
୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର ଯାଦୁ ଅକ୍ଷୁର୍ଣ୍ଣ ରହିଛି। ତାହିର ବର୍ତ୍ତମାନ ଟି-୨୦ କ୍ରିକେଟ ଇତିହାସରେ ଗୋଟିଏ ମ୍ୟାଚରେ…
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ ଭାବରେ ପରୀକ୍ଷାନିରୀକ୍ଷା ଚଳାଇବ। କମ୍ପାନୀ ଏହାକୁ ପ୍ରାୟ ୨୦ ବର୍ଷ ପର୍ଯ୍ୟନ୍ତ ଚଳାଇବାକୁ…
ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…
କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ ହୋଇଆସୁଛି। ଗୋଚର ଜମି ଚିହ୍ନଟ କରି ଜବରଦଖଲ ମୁକ୍ତ କରିବା ଦାବିରେ ଗ୍ରାମର…
ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟକ୍ଷତି ହୋଇଥିବା…
ହାତୀକୁ ଧକ୍କା ଦେଲା ଟ୍ରେନ୍: ଚାଲିଗଲା ଜୀବନ
ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବିଷମକଟକ ଓ ଥେରୁବାଲି ରେଳ ଷ୍ଟେଶନ ମଧ୍ୟବର୍ତ୍ତୀ ରେଳ…
ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା
କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ବିଶେଷକରି ଗ୍ରାମାଞ୍ଚଳରେ ଜନଜୀବନ ପ୍ରଭାବିତ…
ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି
ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା ନେଇ ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇଥିଲା। ପରବର୍ତ୍ତୀ ସମୟରେ ଜଳସେଚନ ବିଭାଗ ପକ୍ଷରୁ…

