Home

ପ୍ରଶଂସା ସାଉଣ୍ଟୁଛି ଆସାଦ୍‌ଙ୍କ ‘ଆଫିୟାନ୍ସ’

କଟକ ଅଫିସ,୩୦ା୧୧: ଆଜି କଟକ ସହରକୁ ଓଡ଼ିଆ ସଙ୍ଗୀତର ଅନ୍ତୁଡ଼ିଶାଳ ବୋଲି କୁହାଯାଉଛି। ହେଲେ ୮୦ ଦଶକ ପୂର୍ବରୁ ଏଭଳି ଚିତ୍ର ନ ଥିଲା। ସେତେବେଳେ କୋଲକାତା, ମାଡ୍ରାସ ଓ ବମ୍ବେ ସହର ଉପରେ ଓଡ଼ିଶା ସଙ୍ଗୀତ ଜଗତ ଭରସା କରୁଥିଲା।…

ସ୍ପନ୍ଦନ ଷ୍ଟାର ଓଲିଉଡ୍‌ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍‌ ଅଭିନେତା’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ…

ବରଡ଼ା ଛପର ତଳେ ବିଦ୍ୟାଳୟ

ଆଠମଲ୍ଲିକ, ୩୦ା୧୧(ଡି.ଏନ.ଏ.) – ପତ୍ରଫଡିରୁ ଆରମ୍ଭ ହୋଇ ଗ୍ରାମବାସୀଙ୍କ ଉଦ୍ୟମରେ ବରଡା ଛପର ଘରେ ପହଞ୍ଚିଥିବା ବିଦ୍ୟାଳୟର ବିକାଶ ଭୁଲିଯାଇଛି ପ୍ରଶାସନ। ଫଳରେ ବିନା ଶ୍ରେଣୀଗୃହରେ ଖୋଲାମେଲାରେ ବିପଦସଙ୍କୁଳ ଭାବେ ପାଠ ପଢୁଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମା ୩…

ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ବିରୋଧ: ମରିଯିବୁ ପଛେ ଜାଗା ଦେବୁନି

ବଇଣ୍ଡା,୩୦।୧୧(ଡି.ଏନ୍‌.ଏ.) – ସଂସାରକୁ ଚଳାଉଥିବା ଭିଟାମାଟିକୁ ଛଡ଼ାଇ ନେଇ ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା କରାଯାଉଛି। ହେଲେ ଦାନା ଦେଉଥିବା ଜମିରୁ ଇଞ୍ଚେ ବି ପ୍ରକଳ୍ପ ପାଇଁ ଛଡାଯିବନି ବୋଲି ଜିଦ୍‌ ଧରିବା ସହ ଶୁକ୍ରବାର ଆଠମଲ୍ଲିକ ବ୍ଲକ…

ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ…

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ,…

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର।…

ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ

କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା କଦଳୀ ପ୍ରୟୋଗ କରିବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟା ସମସ୍ୟା ଦୂର ହୁଏ। କଞ୍ଚା କଦଳୀରେ…

ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ୍‌ ୯ ଉଇକେଟରେ ବିଜୟୀ

ଲକ୍ଷ୍ନୌ,୩୦।୧୧(ପି.ଟି.)- ଏଠାରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଶୁକ୍ରବାର ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ଅଫ୍‌ ସ୍ପିନର ରାଖିମ କର୍ନଓ୍ବାଲ କ୍ୟାରିୟର ଶ୍ରେଷ୍ଠ ୧୦ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ…

ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର ଜମିରେ…

ଦ୍ୱିତୀୟ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ଶତକ

ଆଡିଲେଡ, ୨୯।୧୧(ଏଏଫ୍‌ପି)- ସ୍ଥାନୀୟ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୫ ରନରେ ବିଜୟ ହାସଲ କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍‌ରେ…

ସୟଦ ମୁସ୍ତାକ ଅଲି ଟି୨୦: ଫାଇନାଲରେ କର୍ନାଟକ

ସୁରାଟ,୨୯।୧୧- ଅଭିମନ୍ୟୁ ମିଥୁନଙ୍କ ଘାତକ ବୋଲିଂ ପରେ ଓପନରଙ୍କ ଅର୍ଦ୍ଧଶତକ ବଳରେ କର୍ନାଟକ ୮ ଉଇକେଟ ହାତରେ ରଖି ହରିୟାଣାକୁ ହରାଇ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ୍‌ରେ ଅଭିମନ୍ୟୁ ମିଥୁନ ଗୋଟିଏ ଓଭରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?