ମ୍ୟୁଜିକ୍ ଶୋ’ ପୃଥିବୀ ପାଇଁ କ୍ଷତିକାରକ
ଲାଇଭ୍ ମ୍ୟୁଜିକ୍ ଶୋ’ ପୃଥିବୀ ପାଇଁ କ୍ଷତିକାରକ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏହି ଲାଇଭ୍ ମ୍ୟୁଜିକ ଶୋ’ରୁ କେବଳ ବ୍ରିଟେନରେ ପ୍ରତିବର୍ଷ ୪.୦୫ ଟନ୍ ଗ୍ରୀନ୍ ହାଉସ୍ ଗ୍ୟାସ ନିର୍ଗତ ହେଉଛି। ଏହି ଗ୍ୟାସ୍ ପୃଥିବୀର…
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୧୦୧ ବର୍ଷ ବୟସରେ ପରଲୋକ
ଟୋକିଓ,୨୯।୧୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟାସୁହିରୋ ନାକାସୋନେଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ସକାଳେ ଟୋକିଓର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ସେ ୧୯୮୨-୧୯୮୭ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।…
କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି ମୁମ୍ବାଇରେ…
ନୂତନ ବର୍ଷ ଆରମ୍ଭ ନ ହେଉଣୁ ଅକ୍ଷୟ-ଜାହ୍ନବୀଙ୍କ ହାତରେ ଗୋଟିଏରୁ ବଳି ଗୋଟିଏ ଫିଲ୍ମ
ବମ୍ବେ: ବର୍ଷ ଆରମ୍ଭ ନ ହେଉଣୁ ବଲିଉଡ୍ ଅଭିନେତା ତଥା ଅଭିନେତ୍ରୀମାନେ ଗୋଟିଏ ପରେ ଗୋଟିଏ ଫିଲ୍ମ ସାଇନ୍ କରିଚାଲିଛନ୍ତି। ଫଳରେ ଏବେ ସେମାନଙ୍କ ହାତରେ ଫିଲ୍ମର ଏକ ଲମ୍ବା ତାଲିକା। ସେହିଭଳି ଦୁଇଜଣ ହେଲେ ଶ୍ରୀଦେବୀ ଲଳନା ଜାହ୍ନବୀ କପୁର…
ପ୍ରଥମ ଦିନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଡାକିଲେ ଉଦ୍ଧବ
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ଶୁକ୍ରବାର କାର୍ଯ୍ୟଭାର ସମ୍ଭାଳିଛନ୍ତି। ଆଉ ଏହା ପରେପରେ ସେ ତୁରନ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେଇଛନ୍ତି। ଏହି ବୈଠକରେ ସେ ବିକାଶ ମୂଳକ କାର୍ଯ୍ୟକୁ ଶୀଘ୍ର…
୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା
ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍ସେଟିଭ୍ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ କେବେ ଶୁଣିଛନ୍ତି କି, ଶୋଇବା ପାଇଁ କର୍ମଚାରୀଙ୍କୁ ଦିଆଯାଉଛି ଲକ୍ଷେ ଟଙ୍କା। କିନ୍ତୁ ଏଥିପାଇଁ…
ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍ !
ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ ଏସ୍ସି ଗର୍ଗ ଏହାକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଏହା…
ଦିଲୀପ ଓ୍ବାଲସେ ହେଲେ ପ୍ରୋଟେମ ସ୍ପିକର
ମୁମ୍ବାଇ,୨୯।୧୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ନେତା ଦିଲୀପ ଓ୍ବାଲସେ ପାଟିଲ ମହାରାଷ୍ଟ୍ର ବିଧାନସଭାର ପ୍ରୋଟେମ ସ୍ପିକର ଭାବେ ଶୁକ୍ରବାର ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଦିଲୀପଙ୍କୁ ପ୍ରୋଟେମ ସ୍ପିକର…
ଅବସର ନେବେ ମହାନାୟକ
ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନଙ୍କୁ ସାଧାରଣ ଅର୍ଥରେ ବଲିଉଡ୍ ମହାନାୟକ କୁହାଯାଏ ନାହିଁ। ସେ ପ୍ରକୃତରେ ବଲିଉଡ୍ର ମହାନାୟକ। ଦଶନ୍ଧି ଦଶନ୍ଧି ଧରି ନିଜ ଅତୁଳନୀୟ ଅଭିନୟର ଯାଦୁରେ ଦର୍ଶକଙ୍କ ହୃଦୟରେ ଘର କରିଛନ୍ତି। ସବୁ ପିଢ଼ିର ହିରୋଇନ୍ଙ୍କ ସହ…
ଆତଙ୍କବାଦୀରୁ ସମାଜସେବୀ
ଜଣଙ୍କ ମନରେ କେତେବେଳେ ପରିବର୍ତ୍ତନ ଆସିବ ତାହା କହିହୁଏନି , ଯେମିତି ଘଟିଛି ଆସାମର ମୋନି ମାନିକ ଗୋଗୋଇଙ୍କ କ୍ଷେତ୍ରରେ। ମୋନିଙ୍କୁ ବୟସ ଏବେ ୫୭ ବର୍ଷ। ଦିବ୍ରୁଗଡ ଜିଲାର ଶାଲମାରି ଦିଘାଲିଆ ଗାଁରେ ତାଙ୍କ ଜନ୍ମ। ପ୍ରଥମରୁ ସେ ଜଣେ…
କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର
ଭବାନୀପାଣା,୨୯।୧୧(ଡି.ଏନ୍.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି। ରାଜ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ କଳାହାଣ୍ଡି ଗସ୍ତରେ ଆସିଥିବା ବେଳେ କଳାହାଣ୍ଡି…
ସଫେଇ କର୍ମଚାରୀ ପଦ ଲାଗି ୭ ହଜାର ଇଞ୍ଜିନିୟରଙ୍କ ଆବେଦନ
କୋଏମ୍ବାଟୁର: ତାମିଲନାଡ଼ୁର କୋଏମ୍ବାଟୁରରେ ସଫେଇ କର୍ମଚାରୀ ପଦବୀ ଲାଗି ୭ ହଜାର ଇଞ୍ଜିଜିନିୟରଙ୍କ ଆବେଦନ ବେକାରି ସମସ୍ୟାର ବିକଳ ଚିତ୍ରକୁ ପଦାରେ ପକାଇଛି। ସିଟି କର୍ପୋରେଶନରେ ଖାଲିଥିବା ୪୪୯ ପଦ ଲାଗି ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ ପାସ୍ ଥିବାବେଳେ ୭ ହଜାର…

