Home

ଲୁଚିଲୁଚି ବାହା ହୋଇଥିଲେ ଏହି ଯୋଡ଼ି

ବଲିଉଡ୍‌ର ଅନେକ ଯୋଡ଼ି ଲୁଚି ଲୁଚି ବାହା ହୋଇଛନ୍ତି। ଏମିତି ଏକ ଯୋଡ଼ି ହେଉଛନ୍ତି ଊର୍ମିଳା ମାତେଣ୍ଡକର ଏବଂ ମହସିନ୍‌ ଅଖତର୍‌। ୨୦୧୬ରେ ଊର୍ମିଳା ତାଙ୍କ କଶ୍ମୀର ବୟଫ୍ରେଣ୍ଡ ମହସିନ୍‌ଙ୍କୁ ଲୁଚି ଲୁଚି ବାହା ହୋଇଯାଇଥିଲେ। ବିବାହ ଫଟୋ ସାମ୍ନାକୁ ଆସିବା…

ପିଆଜ ଦର ୧୦୦ ଟପିଲା

ଭବାନୀପାଟଣା,୨୯।୧୧(ଡି.ଏନ୍‌.ଏ.): ଅତ୍ୟାବଶ୍ୟକୀୟ ପିଆଜ ଦର ବର୍ତ୍ତମାନ ଆକାଶଛୁଆଁ ହୋଇଥିବାରୁ ଏହାର ପ୍ରଭାବ ସିଧାସଳଖ ଖାଉଟିଙ୍କ ଉପରେ ପଡ଼ିଛି। ପିଆଜ ଦର ବୃଦ୍ଧି ଯୋଗୁ ଅନେକ ଖାଦ୍ୟ ସାମଗ୍ରୀର ଦର ମଧ୍ୟ ବଢ଼ିଚାଲିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଅଧିକାଂଶ ଅଞ୍ଚଳରେ ପିଆଜ ଦର…

ଭଙ୍ଗାଗଲା ଶ୍ରୀଲିଙ୍ଗରାଜ ମାର୍କେଟ କମ୍ଲେକ୍ସ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମାର୍କେଟ କମ୍ଲେକ୍ସକୁ ଶୁକ୍ରବାର ଭଙ୍ଗାଯାଇଛି। ପୂର୍ବାହ୍ନରେ ବିଡିଏ ଓ ବିଏମ୍‌ସିର ମିଳିତ ସ୍କ୍ବାର୍ଡ ଏବଂ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ବିଲ୍ଡିଂକୁ ଭଙ୍ଗାଯିବା କାର୍ଯ୍ୟ ଆରମ୍ଭ କରାଯାଇଥିବା ସୂଚନା…

ସୁହାନାଙ୍କୁ ପ୍ରଶଂସା କଲେ ଅନନ୍ୟା

ଅଭିନେତା ଶାହରୁଖ୍‌ ଖାନ୍‌ଙ୍କ ଝିଅ ସୁହାନା କେବେ ବଲିଉଡ୍‌ରେ ଏଣ୍ଟ୍ରି ମାରିବେ ତାଙ୍କୁ ନେଇ ଚର୍ଚ୍ଚା ଲାଗିରହିଛି। ସୁହାନାଙ୍କ ଡେବ୍ୟୁ ଶର୍ଟ ଫିଲ୍ମ ‘ଦ ଗ୍ରେ ପାର୍ଟ ଅଫ ବ୍ଲୁ’ ଇତିମଧ୍ୟରେ ରିଲିଜ ହେବାପରେ ଏହି ଚର୍ଚ୍ଚା ଆହୁରି ବଢିଛି। ତାଙ୍କ…

୪୭ ଟଙ୍କାରେ ଦେଖିପାରିବେ ଇଣ୍ଟରନ୍ୟାଶ୍‌ନାଲ କ୍ରିକେଟ ମ୍ୟାଚ୍‌

ଇସଲାମାବାଦ,୨୯।୧୧: ଦିନକୁ ଦିନ ପାକିସ୍ତାନର ଆର୍ଥିିକ ଅବସ୍ଥା ବିଗିଡିବାରେ ଲାଗିଛି। ଋଣ ବୋଝ ଯୋଗୁ ପାକିସ୍ତାନ ସରକାର ଏବେ ଚିନ୍ତାରେ ଅଛନ୍ତି। କେବଳ ପାକିସ୍ତାନ ସରକାର ନୁହେଁ, ଏହାର କ୍ରିକେଟ ବୋର୍ଡ ମଧ୍ୟ ଦେବାଳିଆ ହେବାରେ ଲାଗିଛି। ଶ୍ରୀଲଙ୍କା କ୍ରିକେଟରଙ୍କ ଉପରକୁ…

କାର୍ଯ୍ୟଭାର ଗ୍ରହଣ କଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଗୁରୁବାର ଠାକ୍‌ରେ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ ଉଦ୍ଧବ। ଶିବସେନା, କଂଗ୍ରେସ ଓ ଏନ୍‌ସିପି ସହ ମେଣ୍ଟ ହୋଇ ଏହି…

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଦେଇଛି। ସେହିପରି ବିଶ୍ରା ରେଞ୍ଜ ଅନ୍ତର୍ଗତ ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଗେଟିଟାଙ୍ଗରଠାରେ…

ମୋ ପୁଅ, ଝିଅଙ୍କ ଟୁଇଟର ଆକାଉଣ୍ଟ ନାହିଁ: ସଚିନ ତେନ୍ଦୁଲକର

ମୁମ୍ବାଇ,୨୯।୧୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ନିଜ ପୁଅ, ଝିଅଙ୍କୁ ନେଇ ବେଶ୍‌ ସତର୍କ। ନିକଟରେ ପୁଅ ଅର୍ଜୁନ ଏବଂ ଝିଅ ସାରା ଫେକ୍‌ ଆକାଉଣ୍ଟକୁ ନେଇ ବେଶ୍‌ ଚିନ୍ତିତ ଅଛନ୍ତି ତେନ୍ଦୁଲକର। ଟୁଇଟରରେ ଅର୍ଜୁନଙ୍କ ନକଲି…

ପ୍ରମିଳାଙ୍କ ତାତ୍ସଲ୍ୟ: କହିଲେ ‘କିଏ କାହା ବନ୍ଧୁବାନ୍ଧବଙ୍କୁ ନେଇ ଯିବା ବେଳେ କ’ଣ ଭାଜପାକୁ ପଚାରିବେ’

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସହ ମହିଳା ଯିବା ପ୍ରସଙ୍ଗରେ କ୍ଲିନ୍‌ଚିଟ୍‌ ମିଳିବାକୁ ନେଇ ଭାଜପା ସରକାରଙ୍କୁ କଟାକ୍ଷ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। କିଏ କାହା…

ଆଶ୍ୱସ୍ତ ହେଲେ ସଲମାନ

ନୂଆଦିଲ୍ଲୀ,୨୯।୧୧: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’ ନିର୍ମାଣ କରିଥିବା ବେଳେ ଏଥିରେ ସେ ଧାର୍ମିକ ଭାବନାକୁ କଠୋର ଆଘାତ ପହଞ୍ଚାଇଥିଲେ ବୋଲି…

ଡଷ୍ଟବିନ୍‌ରୁ ମିଳିଲା ନରକଙ୍କାଳ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସ୍ଥାନୀୟ ଆଇଆର୍‌ସି ଭିଲେଜ୍‌ ହାଇସ୍କୁଲ ପଛପଟେ ଥିବା ଏକ ଡଷ୍ଟବିନରୁ ଶୁକ୍ରବାର ନରକଙ୍କାଳ ଉଦ୍ଧାର କରାଯାଇଛି। ଜଣେ ସଫେଇ କର୍ମଚାରୀ ସକାଳେ ଡଷ୍ଟବିନ୍‌ ସଫା କରୁଥିବା ବେଳେ ପଲିଥିନରେ ବନ୍ଧା ଅବସ୍ଥାରେ କଙ୍କାଳ ଦେଖିବାକୁ ପାଇଥିଲେ। ଖବର ପାଇ ନୟାପଲ୍ଲୀ…

କଂଗ୍ରେସ ପାଖରେ ମୁଣ୍ଡ ନୁଆଁଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୯।୧୧: ବହୁ ବାଦବିବାଦ ପରେ ଶେଷରେ ମହାରାଷ୍ଟ୍ରରେ ଶିବସେନା ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହୋଇ ସରକାର ଗଠନ କରିଛି। ଆଉ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚନ ନ ଲଢି ପଦ ସମ୍ଭାଳିଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଏବେ ଶିବସେନା, କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?