Home

ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ

ଯାଜପୁର ଟାଉନ,୬-୧୧(ଡି.ଏନ୍‌.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମହିଳା ମୋର୍ଚ୍ଚାର ଜିଲା ସଭାପତି ବବିତା ମଲ୍ଲିକଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା କିଆନାଳୀରୁ…

ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ଚିନ୍ତାରେ ଚାଷୀ: ଧାନ ପାଇଁ ପବନ, ପରିବାକୁ ବର୍ଷା ବିପଦ

ଜଗତ୍‌ସିଂହପୁର ଅଫିସ,୬ା୧୧: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ ବର୍ଷ ବାତ୍ୟା, ବନ୍ୟା ଓ ପ୍ରବଳ ବର୍ଷା ଆଦି ଯୋଗୁ ଚାଷ ବାଧାପ୍ରାପ୍ତ…

ପ୍ରଦୂଷଣରୁ ଦୂରେଇ ରହିବା ପାଇଁ…

ଏବେ ସାରା ଦେଶରେ ପ୍ରଦୂଷଣ ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। ହେଲେ ଏଥିରୁ କିପରି ଆମେ ନିଜକୁ ରକ୍ଷା କରିପାରିବା ସେ ବିଷୟରେ ଜାଣି ରଖିବା ଜରୁରୀ। ଡାକ୍ତରଙ୍କ ମତ ହେଉଛି… -ବିଶେଷ ଭାବେ ଜରୁରୀ ନ ଥିଲେ…

ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଫିରେ ଆଣ୍ଟିଅକ୍ସିଡାଣ୍ଟ୍‌ ରହିଛି। ଏହା ଶରୀରରେ ଫୁର୍ତ୍ତି ଆଣିଥାଏ।…

ଏସିଡିଟିରୁ ରକ୍ଷା ପାଇବାକୁ ଚାହୁଁଥିଲେ ଖାଲି ପେଟରେ ପିଅନ୍ତୁ ଏହି ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ।…

କ୍ୟାଟ୍ରିନା କୈଫଙ୍କ ହୃଦୟରେ ଅଛନ୍ତି ଏହି କ୍ରିକେଟର୍‌

ବଲିଉଡ୍‌ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ୍‌ ଚର୍ଚ୍ଚା ହୋଇଥାଏ। ବଲିଉଡରେ ଅଭିନେତ୍ରୀଙ୍କୁ ନିଜ ପ୍ରିୟ କ୍ରିକେଟରଙ୍କ ବିଷୟରେ ପଚାରିଲେ ଅଧିକାଂଶ ବିରାଟ କୋହଲି, ରୋହିତ…

ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ…

ଦ୍ୱିତୀୟ ଟି୨୦: ଅଷ୍ଟ୍ରେଲିଆର ସହଜ ବିଜୟ

କାନବେରା,୫।୧୧(ଏଏଫ୍‌ପି)- ବର୍ଷା ଯୋଗୁ ପ୍ରଥମ ଟି୨୦ ମ୍ୟାଚ୍‌ରେ ଅଳ୍ପକେ ବିଜୟ ହାତଛଡ଼ା କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍‌ରେ କିନ୍ତୁ ଭ୍ରମଣକାରୀ ପାକିସ୍ତାନକୁ ସହଜରେ ପରାସ୍ତ କରିଛି। ୯ଟି ବଲ ବାକି ରଖି ଅଷ୍ଟ୍ରେଲିଆ ୭ ଉଇକେଟରେ ବିଜୟୀ ହେବା ସହ ୩…

କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ…

ବ୍ରେକ୍‌ଅପ୍‌ ପରେ ମଧ୍ୟ ସିର୍ଦ୍ଧାର୍ଥଙ୍କୁ ଭୁଲି ପାରିନାହାନ୍ତି ତାରା

ମୁମ୍ବାଇ: ଖୁବ୍‌ଶୀଘ୍ର ରିଲିଜ ହେବାକୁ ଯାଉଛି ସିର୍ଦ୍ଧାର୍ଥ ମଲହୋତ୍ରା ଏବଂ ତାରା ସୁତାରିଆ ଅଭିନୀତ ଫିଲ୍ମ ‘ମରଜାଓ୍ବା’। ଏବେ ଉଭୟ ଏହାର ପ୍ରମୋଶନରେ ବ୍ୟସ୍ତ। ନିକଟ ଅତିତରେ ସିଦ୍ଧାର୍ଥ ତାରାଙ୍କୁ ଡେଟ୍‌ କରୁଥିବା ବେଳେ ଏବେ କୁଆଡେ ଅଲଗା ହୋଇସାରିଛନ୍ତି। ହେଲେ…

ସେଲିବ୍ରିଟି ହେବା ପରେ ବଦଳିଗଲେଣି ରାନୁ ମଣ୍ଡଳ, ଛୁଇଁଦେବା ଯୋଗୁ ପ୍ରଶଂସକଙ୍କ ଉପରେ ରାଗିଲେ

ମୁମ୍ବାଇ: ରାଣାଘାଟ ଷ୍ଟେଶନ ବସି ଗାଉଥିବା ଜଣେ ସାଧାରଣ ମହିଳାରୁ ରାତାରାତି ଷ୍ଟାର ପାଲଟିଥିବା ରାନୁ ମଣ୍ଡଳଙ୍କୁ ନେଇ ନୂଆ ଏକ ଚର୍ଚ୍ଚା। ସେଇଟି ପୁଣି ଭାଇରାଲ ହେଉଥିବା ଏକ ଭିଡିଓକୁ ନେଇ। ଭିଡିଓଟି ଏକ ଶପିଂ ମଲ୍‌ର। ସେଠାରେ ରାନୁ…

ଦହି ସହ ଚିନି ଖାଆନ୍ତି କାହିଁକି…

ପରମ୍ପରା ଓ ରୀତିନୀତି ଆମ ଜୀବନରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହା ଉପରେ ଆମର ଅତୁଟ ବିଶ୍ୱାସ ରହିଥାଏ। ଯାହାଦ୍ୱାରା ଆମେମାନେ ସେହି ରୀତିନୀତିକୁ ପାଳନ କରିଥାଉ। ଏପରି ଏକ ପରମ୍ପରା ରହିଛି ଯେ କୌଣସି ଏକ ଶୁଭକାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri