Home

ବ୍ରେକ୍‌ଅପ୍‌ ପରେ ମଧ୍ୟ ସିର୍ଦ୍ଧାର୍ଥଙ୍କୁ ଭୁଲି ପାରିନାହାନ୍ତି ତାରା

ମୁମ୍ବାଇ: ଖୁବ୍‌ଶୀଘ୍ର ରିଲିଜ ହେବାକୁ ଯାଉଛି ସିର୍ଦ୍ଧାର୍ଥ ମଲହୋତ୍ରା ଏବଂ ତାରା ସୁତାରିଆ ଅଭିନୀତ ଫିଲ୍ମ ‘ମରଜାଓ୍ବା’। ଏବେ ଉଭୟ ଏହାର ପ୍ରମୋଶନରେ ବ୍ୟସ୍ତ। ନିକଟ ଅତିତରେ ସିଦ୍ଧାର୍ଥ ତାରାଙ୍କୁ ଡେଟ୍‌ କରୁଥିବା ବେଳେ ଏବେ କୁଆଡେ ଅଲଗା ହୋଇସାରିଛନ୍ତି। ହେଲେ…

ସେଲିବ୍ରିଟି ହେବା ପରେ ବଦଳିଗଲେଣି ରାନୁ ମଣ୍ଡଳ, ଛୁଇଁଦେବା ଯୋଗୁ ପ୍ରଶଂସକଙ୍କ ଉପରେ ରାଗିଲେ

ମୁମ୍ବାଇ: ରାଣାଘାଟ ଷ୍ଟେଶନ ବସି ଗାଉଥିବା ଜଣେ ସାଧାରଣ ମହିଳାରୁ ରାତାରାତି ଷ୍ଟାର ପାଲଟିଥିବା ରାନୁ ମଣ୍ଡଳଙ୍କୁ ନେଇ ନୂଆ ଏକ ଚର୍ଚ୍ଚା। ସେଇଟି ପୁଣି ଭାଇରାଲ ହେଉଥିବା ଏକ ଭିଡିଓକୁ ନେଇ। ଭିଡିଓଟି ଏକ ଶପିଂ ମଲ୍‌ର। ସେଠାରେ ରାନୁ…

ଦହି ସହ ଚିନି ଖାଆନ୍ତି କାହିଁକି…

ପରମ୍ପରା ଓ ରୀତିନୀତି ଆମ ଜୀବନରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହା ଉପରେ ଆମର ଅତୁଟ ବିଶ୍ୱାସ ରହିଥାଏ। ଯାହାଦ୍ୱାରା ଆମେମାନେ ସେହି ରୀତିନୀତିକୁ ପାଳନ କରିଥାଉ। ଏପରି ଏକ ପରମ୍ପରା ରହିଛି ଯେ କୌଣସି ଏକ ଶୁଭକାମରେ…

ମାନସିକ ଚାପଗ୍ରସ୍ତ ଥିଲେ ଏହିସବୁ ଦିଗପ୍ରତି ଧ୍ୟାନ ଦିଅନ୍ତୁ

ଆଜିର ଦୁନିଆରେ ପ୍ରତ୍ୟେକ ଲୋକ କାମ, ସଫଳତା, ପଦ ଓ ଅର୍ଥ ପଛରେ ଦୌଡ଼ୁଛନ୍ତି। ସମ୍ପର୍କରେ ମଧ୍ୟ ଆଗପରି ମଧୁରତା ନାହିଁ। ଲୋକମାନେ ଆତ୍ମକୈନ୍ଦ୍ରିକ ହୋଇଗଲେଣି ଯାହା ଦ୍ୱାରା ଏକୁଟିଆ ଅନୁଭବ କରୁଛନ୍ତି। ଖାଇବା ପିଇବାର ଅଭ୍ୟାସ ମଧ୍ୟ ବଦଳି ଗଲାଣି।…

ସପ୍ତାହରେ ୪ଦିନ କାମ: ପରିଣାମ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ମାଲିକ

ସରକାରୀ ହେଉ କି ବେସରକାରୀ କମ୍ପାନୀଗୁଡିକରେ କାମ କରୁଥିବା କର୍ମଚାରୀଙ୍କୁ ସପ୍ତାହରେ ଗୋଟିଏ ଦିନ ସାପ୍ତାହିକ ଛୁଟି ମିଳିଥାଏ। ଆଜିକାଲି ବେସରକାରୀ କମ୍ପାନୀଗୁଡିକରେ କାର୍ଯ୍ୟ ଏତେ ବଢ଼ିଯାଇଛି ଯେ, ଅଧିକାଂଶ କମ୍ପାନୀ ୨୪ଘଣ୍ଟା ପାଇଁ କାମ କରୁଛି। ଏତେ କାର୍ଯ୍ୟବ୍ୟସ୍ତତା ଭିତରେ…

ଶଶିକଳାଙ୍କ ୧୬୦୦ କୋଟିର ଅବୈଧ ସମ୍ପତ୍ତି ଜବତ

ଚେନ୍ନାଇ,୫।୧୧: ପୂର୍ବତନ ଏଆଇଡିଏମ୍‌କେ ନେତ୍ରୀ ତଥା ଜୟଲଳିଥାଙ୍କ ପ୍ରମୁଖ ସହଯୋଗୀ ଭି.କେ. ଶଶୀକଳାଙ୍କ ବାସଗୃହ କାର୍ଯ୍ୟାଳୟ ଓ ବିଭିନ୍ନ ସ୍ଥାନରେ ମଙ୍ଗଳବାର ଆୟକର ବିଭାଗ ଚଢାଉ। ଏହି ଚଢାଉ ଚେନ୍ନାଇ, ପୁଡୁଚେରୀ, ତାମିଲନାଡୁ ଓ କୋଏମ୍ବାଟୁର ସମେତ ୨୭ଟି ସ୍ଥାନରେ ଆୟକର…

ଗୁଜରାଟ ଅଭିମୁଖେ ବାତ୍ୟା ‘ମହା’

ଅହମ୍ମଦାବାଦ,୫।୧୧: ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ମହା’ ଗୁଜୁରାଟ ଅଭିମୁଖେ କ୍ଷୀପ୍ର ଗତିରେ ବଢ଼ୁଛି। ଏହାର ପ୍ରଭାବରେ ରାଜ୍ୟରେ ମଙ୍ଗଳବାରଠାରୁ ମଧ୍ୟମ ଭାବେ ପବନ ବୋହିବା ସହ ହାଲ୍‌କା ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗ ଅନୁସାରେ, ବୁଧବାର ବିଳମ୍ବିତ…

ବିଶ୍ୱର ଏପରି ୫ଟି ସ୍ଥାନ, ଯେଉଁଠି ହୁଏନି ରାତି

ବିଶ୍ୱରେ ଅନେକ ଅଦ୍ଭୁତ ସ୍ଥାନ ରହିଛି, ଯାହାକୁ ବିଶ୍ୱାସ କରି ପାରିବା କଷ୍ଟକର ହୁଏ। କିନ୍ତୁ ସତ୍ୟ କଣ ଜାଣିବା ପରେ ଆଶ୍ଚର୍ଯ୍ୟ ମଧ୍ୟ ଲାଗେ। ଆସନ୍ତୁ ଜାଣିବା ଦୁନିଆର ଏପରି ପାଞ୍ଚଟି ସ୍ଥାନ ବିଷୟରେ ଯେଉଁଠାରେ ଆପଣ ରାତି ହେବା…

ଆରଏସ୍‌ଏସ୍‌ର ହସ୍ତକ୍ଷେପ ଲୋଡିଲା ଶିବସେନା

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାଜପା ଓ ଶିବସେନା ମଧ୍ୟରେ ଅଙ୍କକଷା ଚାଲିଛି। ଦୁଇ ଦଳ ମଧ୍ୟରେ ୫୦-୫୦ଫର୍ମୂଲାକୁ ନେଇ ଟଣାଉଟରା ଲାଗି ରହିଥିବା ବେଳେ ଶିବସେନା ଜିଦ୍‌ରେ ଅଡ଼ି ବସିଛି। ଯାହାକୁ ଶେଷ କରିବା ପାଇଁ ଶିବସେନା ଆରଏସ୍‌ଏସ୍‌ର…

ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ

ବିଜେପୁର, ୫।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ପୀଡିତାଙ୍କ ପିତାଙ୍କ ଏତଲାକୁ…

ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ ମୁଖ୍ୟ…

ଶରଦ ପାଓ୍ବାର ହେବେ କି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ !

ମୁମ୍ବାଇ,୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଚାଲିଛି ଅଙ୍କକଷା। ଶିବସେନା ଓ ଭାଜପା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଗଣିତ ଛିଡୁ ନ ଥିବା ବେଳେ ଏବେ ଶିବସେନା ସରକାର ଗଠନ କରିବାକୁ ପାଗ ଭିଡୁଛି। ଯାହା ଏବେ ମହାରାଷ୍ଟ୍ରର ରାଜନୀତିକୁ ସରଗରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri